କ୍ୱାରାଣ୍ଟାଇନରେ ୮୮

ଭଦ୍ରକ ଅଫିସ,୨୩।୩-ଅନ୍ୟ ରାଜ୍ୟ ଓ ଦେଶରୁ ୧୧୧ଜଣ ଭଦ୍ରକ ଜିଲାକୁ ଆସିଥିବାବେଳେ ରାଜ୍ୟ ସରକାରଙ୍କ ଟୋଲଫ୍ରି ନମ୍ବର ମାଧ୍ୟମରେ ସେମାନେ ପଞ୍ଜୀକୃତ ହୋଇଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ସେମାନଙ୍କ ମଧ୍ୟରୁ ରବିବାର ସୁଦ୍ଧା ୮୮ ଜଣ ଘରୋଇ କ୍ବାରାଣ୍ଟାଇନରେ ରହିଥିବା ଜଣାପଡ଼ିଛି। ତେବେ ଜଣେ ମଧ୍ୟ ବ୍ୟକ୍ତିଙ୍କଠାରେ କରୋନା ଲକ୍ଷଣ ଦେଖାଯାଇ ନ ଥିବାରୁ ରକ୍ତ ପରୀକ୍ଷା କରାଯାଇ ନାହିଁ। ସୋମବାର ଘରୋଇ ଭଡ଼ା ଗାଡ଼ି ସେବା ବନ୍ଦ କରାଯିବ। କଳାବଜାରୀଙ୍କୁ ନିୟନ୍ତ୍ରଣ କରିବା ପାଇଁ ଏକ ସ୍ବତନ୍ତ୍ର ବୈଠକ କରାଯାଇ ସ୍କ୍ବାଡ୍‌ ଗଠନ କରାଯିବ ବୋଲି ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ରାଜେନ୍ଦ୍ର କୁମାର ପଣ୍ଡା ସୂଚନା ଦେଇଛନ୍ତି।


All Right Reserved By Dharitri.Com

ପରାଜୟର ମାନସ ମନ୍ଥନ କଲା ଗଞ୍ଜାମ କଂଗ୍ରେସ

ବ୍ରହ୍ମପୁର ଅଫିସ,୨୪ା୬-ସାଧାରଣ ନିର୍ବାଚନର ଅଢ଼େଇ ମାସ ଓ ଫଳାଫଳ ଘୋଷଣାର ମାସେ ପୂରିବା ଦିନ ରବିବାର ଦଳର ଶୋଚନୀୟ ପରାଜୟ ନେଇ ମାନସ ମନ୍ଥନ କରିଛି...

ପୋଖରୀରେ ବୁଡି ଯୁବକ ମୃତ

ଠାକୁରମୁଣ୍ଡା,୬ା୧୨(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କରଞ୍ଜିଆ ଉପଖଣ୍ଡ ରରୁଆଁ ଥାନା ଅନ୍ତର୍ଗତ ଜାମୁଦାପାଳ ଗ୍ରାମ ପୋଖରୀରେ ବୁଡ଼ି ଶୁକ୍ରବାର ସକାଳେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ...

ଏଟିଏମ୍‌ ଲୁଟ୍‌, ଘସିପୁରା ଥାନାରେ ଅଭିଯୋଗ

ଆନନ୍ଦପୁର,୧୩।୭(ସ୍ବ.ପ୍ର.)- କେନ୍ଦୁଝର ଜିଲା ଘସିପୁରା ଥାନା ଶାଳପଡା ବାଇପାସ୍‌ ଛକ ନିକଟରେ ଥିବା ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଶାଖାର ଏକ ଏଟିଏମ୍‌ କାଉଣ୍ଟରରୁ ଶୁକ୍ରବାର ବିଳମ୍ବିତ...

ଭାଇଙ୍କୁ ଚିଠି ଲେଖି ଡାକିଛନ୍ତି, ହାତ ତିଆରି ରାକ୍ଷୀ ବାନ୍ଧିବେ

ବାରିପଦା ଅଫିସ,୧୪।୮- ଦିନକ ପରେ ଭଉଣୀ ଓ ଭାଇଙ୍କ ପବିତ୍ର ବନ୍ଧନର ଦିବସ ରାକ୍ଷୀ ପୂର୍ଣ୍ଣିମା। ଏହି ଦିନ ଭଉଣୀ ଭାଇ ହାତରେ ରାକ୍ଷୀ ବାନ୍ଧି...

ଅଭିନେତ୍ରୀ ଲୌରା ବେଲ୍‌ କରୋନାରେ ସଂକ୍ରମିତ

ଓ୍ବାଶିଂଟନ,୨୬।୩: ଆମେରିକା ଚଳଚ୍ଚିତ୍ର ଦୁନିଆର ଅଭିନେତ୍ରୀ ଲୌରା ବେଲ୍‌ ବଣ୍ଡି କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି। ୩୮ ବର୍ଷୀୟା ଏହି ଅଭିନେତ୍ରୀ ସୋସିଆଲ ମିଡିଆ ମାଧ୍ୟମରେ...

ବଢ଼ିଲା କ୍ଲୋରୋକ୍ୱିନ୍‌ ଚାହିଦା: ଇପ୍କାର ଶେୟାରରେ ୧୨ ପ୍ରତିଶତ ବୃଦ୍ଧି

ନୂଆଦିଲ୍ଲୀ,୨୪।୩: କରୋନା ସଂକ୍ରମିତଙ୍କ ପାଇଁ ମ୍ୟାଲେରିଆ ଔଷଧ କ୍ଲୋରୋକ୍ୱିନ୍‌ ଉପଯୋଗୀ ସାବ୍ୟସ୍ତ ହେବ ବୋଲି ଇଣ୍ଡିଆନ୍‌ ମେଡ଼ିକାଲ୍‌ କାଉନସିଲ୍‌ ରିସର୍ଚ୍ଚ ପକ୍ଷରୁ ଘୋଷଣା କରାଯାଇଛି। ଏହାପରେ...

ପରିବେଶ ମଞ୍ଜୁରୀ ଓ ରାଜସ୍ବ ଆଦାୟକୁ ଅଣଦେଖା; ବେଲଗାମ୍‍ ହେଉଛି ବାଲି ଉଠାଣ

କେନ୍ଦ୍ରାପଡା ଅଫିସ, ୩।୧୨: କେନ୍ଦ୍ରାପଡ଼ା ଜିଲାରେ ଗତ ୨ ବର୍ଷ ମଧ୍ୟରେ ୪ଟି ଏନ୍‌ଜିଟି (ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ) ମାମଲା ଜିଲା ପ୍ରଶାସନକୁ ଅଡୁଆରେ ପକାଇଛି।...

ବିଜୁ ଉଦ୍ୟାନ ପାଲଟିଲା ମଣ୍ଡପ

ଅନୁଗୋଳ ଅଫିସ, ୨୩।୨ – ଅନୁଗୋଳ ହେମସୁରପଡ଼ାସ୍ଥିତ ବିଜୁ ଉଦ୍ୟାନ ଏବେ ପାଲଟିଛି ମଣ୍ଡପ। ସହରରେ ଥିବା ବିଭିନ୍ନ ମଣ୍ଡପକୁ ନ ଯାଇ ମାଗଣାରେ ଲୋକେ...

Leave a comment

Your email address will not be published. Required fields are marked *