ପ୍ରଶାସନିକ କଟକଣା ନ ମାନି ଗିରଫ ହେଲେ ବ୍ୟବସାୟୀ

ଭଦ୍ରକ ଅଫିସ,୨୩।୩: ଭଦ୍ରକ ପୌରାଞ୍ଚଳ ଅଧୀନରେ ଜଣେ ବ୍ୟବସାୟୀ ପ୍ରଶାସନିକ କଟକଣାକୁ ନ ମାନି ସୋମବାର ଗିରଫ ହୋଇଛନ୍ତି। ଅତ୍ୟାବଶ୍ୟକୀୟ ଦୋକାନ ବଜାରକୁ ବାଦ୍‌ ଦେଇ ଅନ୍ୟାନ୍ୟ ସମସ୍ତ ବନ୍ଦ ରଖିବାକୁ ପ୍ରଶାସନିକ ନିର୍ଦ୍ଦେଶ ଥିବା ବେଳେ ଏହି କଟକଣାକୁ ଗବସାହି ଅଞ୍ଚଳର ଜଣେ ସିମେଣ୍ଟ ବ୍ୟବସାୟୀ ନ ମାନି ଦୋକାନ ଖୋଲିଥିଲେ। ଫଳରେ ଟାଉନ୍‌ ପୋଲିସ ଦୋକାନରେ ଚଢ଼ାଉ କରି ସଂପୃକ୍ତ ବ୍ୟବସାୟୀଙ୍କୁ ଗିରଫ ପୂର୍ବକ କୋର୍ଟ ଚାଲାଣ କରିଛି। ଅନ୍ୟପକ୍ଷରେ ସହରର ସମସ୍ତ ପ୍ରବେଶ ପଥରେ ପୋଲିସ ଉପସ୍ଥିତ ରହି ସରକାରଙ୍କ ନିୟମ ମାନିବାକୁ ଲୋକଙ୍କୁ ପରାମର୍ଶ ଦେଉଛି।


All Right Reserved By Dharitri.Com

ତେଣ୍ଟା ନାଳରେ ମାଛମରାକୁ ନେଇ ତେଜୁଛି ବିବାଦ: ବେଆଇନ ଆଡ଼ିବନ୍ଧ ଯୋଗୁ ଚାଷଜମିକୁ ଯାଇପାରୁନି ପାଣି, ବଢ଼ୁଛି ଚାଷୀ ଅସନ୍ତୋଷ

ବିିଞ୍ଝାରପୁର,୧୧।୮(ଡି.ଏନ୍‌.ଏ.)- ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ବରପଦା ତେଣ୍ଟା ନାଳରେ ମାଛ ଧରିବାକୁ ସ୍ଲୁଇସ୍‌ ଗେଟ୍‌ ବନ୍ଦ କରିବା ସହିତ ଆଡିବନ୍ଧ କରାଯାଇଥିବାରୁ ସ୍ଥାନୀୟ ଅଞ୍ଚଳର ଚାଷୀମାନଙ୍କ...

ହୀରା ପଥର କାରବାରକୁ ନେଇ ଗୁଳିମାଡ଼ ଘଟଣା: ୪ ଅଭିଯୁକ୍ତ ଜେଲ ଗଲେ

ଦିଗପହଣ୍ଡି/ଚିକିଟି, ୧୪ା୬ (ଡି.ଏନ.ଏ.)- ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ବୀରସିଂହ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ହୀରା ପଥର କାରବାରକୁ କେନ୍ଦ୍ରକରି ଗତ ୬ ତାରିଖ ଅପରାହ୍ନରେ ସୁବାସ...

ବେଆଇନ ମାଙ୍କଡା ପଥର ଖନନ ଚାଲିଛି; ଅଭିଯୋଗ କଲେ କୁଳଙ୍ଗ ଗ୍ରାମବାସୀ

ତେଲକୋଇ, ୭।୧୧(ଡି.ଏନ.ଏ.)-ତେଲକୋଇ ବନାଞ୍ଚଳ ଅଧୀନରେ ରାଇସୁଆଁ ପଞ୍ଚାୟତର କୁଳଙ୍ଗ ଗ୍ରାମର ଖେସରା ଜଙ୍ଗଲ ମଧ୍ୟରେ ଚାଲିଛି ବେଆଇନ ଭାବେ ମାଙ୍କଡା ପଥର ଖନନ। ମାଙ୍କଡା ପଥର...

ଛୁରି ଭୁସି ମହିଳାଙ୍କୁ ହତ୍ୟା

ଯୋଡ଼ା, ୯।୭(ଡି.ଏନ.ଏ.)-କେନ୍ଦୁଝର ଜିଲା ବାମେବାରି ଥାନା ଅନ୍ତର୍ଗତ ହାତିମରା ଗାଁର ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ମଙ୍ଗଳବାର ସନ୍ଧ୍ୟା ସାଢ଼େ ୬ଟା ବେଳେ...

ସାନଖେମୁଣ୍ଡିରେ ଜନତା କର୍ଫ୍ୟୁ: ଜରୁରୀ ସେବାକୁ ଛାଡ଼ି ସବୁ ବନ୍ଦ

ପାଟପୁର,୨୨।୩(ଡି.ଏନ୍‌.ଏ.): କରୋନା ଭୂତାଣୁ ସଂକ୍ରାମଣକୁ ରୋକିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଜନତା କର୍ଫ୍ୟୁ ବାର୍ତ୍ତା ନେଇ ରବିବାର ସାନଖେମୁଣ୍ଡି ଅଞ୍ଚଳ ଖାଁ ଖାଁ ହୋଇପଡ଼ିଛି। ସହରରେ ଥିବା...

କେନ୍ଦ୍ର ସରକାରଙ୍କ ଶ୍ରମିକ ମାରଣ ନୀତିର ପ୍ରତିବାଦ: ଜୀବନଯାତ୍ରା ପ୍ରଭାବିତ

ସୁନ୍ଦରଗଡ଼,୮।୧(ଡି.ଏନ୍‌.ଏ.): କେନ୍ଦ୍ର ସରକାରଙ୍କ ଶ୍ରମିକ ମାରଣନୀତି ପ୍ରତିବାଦରେ ବୁଧବାର କେନ୍ଦ୍ରୀୟ ଶ୍ରମିକ ସଂଗଠନ ପକ୍ଷରୁ ଦିଆଯାଇଥିବା ଭାରତ ବନ୍ଦ ଡାକରା ପ୍ରଭାବ ସୁନ୍ଦରଗଡ଼ରେ ଦେଖିବାକୁ ମିଳିଛି।...

ଆମ୍ବଗାଁରେ ଧାନକିଣା ଆରମ୍ଭ

ଘଣ୍ଟାପଡା, ୨।୧୨ (ଡି.ଏନ.ଏ): କଣ୍ଟାମାଳ ବ୍ଲକ ଘଣ୍ଟାପଡା ସେବା ସମବାୟ ସମିତି ଲିଃ ତରଫରୁ ସମ୍ପାଦକ କର୍ଣ୍ଣ ରଣାଙ୍କ ତତ୍ତ୍ବାବଧାନରେ ସୋମବାର ଧାନକିଣା ଆରମ୍ଭ ହୋଇଛି...

ଭାସିଯାଉଥିବା ବେଳେ ଦେବଦୂତ ସାଜି ବ୍ୟକ୍ତିଙ୍କ ଜୀବନ ବଞ୍ଚାଇଲେ ୨ ବାଳକ : ପୋଲିସ ପକ୍ଷରୁ ପୁରସ୍କାର

ଜୟପୁର,୭।୨(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁର ସହର ଗାନ୍ଧୀଛକ ନିକଟସ୍ଥ କୋଲାବ ଇରିଗେଶନ ବିଭାଗ କେନାଲ ପ୍ରଖର ସ୍ରୋତରେ ଭାସିଯାଉଥିବା ବାଲାଜୀ ସାହୁ ନାମକ ଜଣେ ବ୍ୟକ୍ତିଙ୍କୁ...

Leave a comment

Your email address will not be published. Required fields are marked *