ଶ୍ରୀମନ୍ଦିର ହୁଣ୍ଡିରୁ ୪୬୭ ଟଙ୍କା

ପୁରୀ ଅଫିସ,୨୪।୩: କରୋନା ସଂକ୍ରମଣକୁ ରୋକିବା ପାଇଁ ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ଉପରେ କଟକଣା ଲଗାଯାଇଛି। ଗତ ୨୦ ତାରିଖରୁ ଶ୍ରୀମନ୍ଦିର ବନ୍ଦ ରହିଥିବାବେଳେୁ ପ୍ରତିଦିନ ମନ୍ଦିର ହୁଣ୍ଡିରୁ କିନ୍ତୁ ଟଙ୍କା ବାହାରୁଛି। ଏ ଦାନ ଅର୍ଥ ଆସୁଛି କେଉଁଠୁ ବୋଲି ଅନେକଙ୍କ ମନରେ ପ୍ରଶ୍ନ ଆସିବା ସ୍ବାଭାବିକ। ତେବେ ମନ୍ଦିର ଭିତରକୁ ଯାଉ ନ ଥିଲେ ମଧ୍ୟ ପ୍ରତ୍ୟହ ସକାଳେ ଏବଂ ସନ୍ଧ୍ୟାରେ କିଛି ଶ୍ରଦ୍ଧାଳୁ ସିଂହଦ୍ୱାର ନିକଟକୁ ଆସି ସେବାୟତ, ପୋଲିସ ଏବଂ ଶ୍ରୀମନ୍ଦିର କର୍ମଚାରୀଙ୍କୁ ହୁଣ୍ଡିରେ ପକାଇବା ପାଇଁ ଦାନ ଦେଉଛନ୍ତି। ସୋମବାର ହୁଣ୍ଡିରେ ମାତ୍ର ୪୬୭ ଟଙ୍କା ବାହାରିଛି।


All Right Reserved By Dharitri.Com

ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ଉଚ୍ଛେଦ ଜାରି ରହିବ: ବିଏମ୍‌ସି କମିଶନର

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ଉଚ୍ଛେଦ ଜାରି ରହିବ। ଏହା କହିଛନ୍ତି ବିଏମ୍‌ସି କମିଶନର। ଉଚ୍ଛେଦ ନେଇ ଗଠିତ ୧୦ଜଣିଆ କମିଟି ସହ ବୈଠକ ପରେ...

୨୦ ଯାଏ ହାଲୁକା ବର୍ଷା

ଭୁବନେଶ୍ୱର,୧୭-୯(ବ୍ୟୁରୋ):ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ରହିଛି। ଏଥିଯୋଗୁ ଆସନ୍ତା ୨୦ ତାରିଖ ଯାଏ ରାଜ୍ୟରେ ହାଲକା ବର୍ଷା ରହିବ। କେତେକ ସ୍ଥାନରେ ଘଡ଼ଘଡ଼ି...

ବିପଦରେ ଗୋସମ୍ପଦ

ରୂପ୍‌ସା, ୬।୯-ବାଲେଶ୍ୱର ଜିଲା ସଦର ବ୍ଲକରେ ଗୋସମ୍ପଦ ଏବେ ବିପଦରେ। ବିଭିନ୍ନ ପ୍ରାଣୀ ଚିକିତ୍ସାଳୟ ଓ ପ୍ରାଣୀଧନ ନିରୀକ୍ଷକ କେନ୍ଦ୍ରରେ ଡାକ୍ତର, ନିରୀକ୍ଷକ ଓ ଆଟେଣ୍ଡାଣ୍ଟ...

କୋହଲି ପାଳିବେ ୩୧ତମ ଜନ୍ମଦିନ

ନୂଆଦିଲ୍ଲୀ,୪।୧୧- ଭାରତୀୟ ଅଧିନାୟକ ବିରାଟ କୋହଲି ମଙ୍ଗଳବାର ୩୧ତମ ଜନ୍ମଦିନ ପାଳିବାକୁ ଯାଉଛନ୍ତି। ଏହି ମହାନ ବ୍ୟାଟ୍ସମ୍ୟାନ ୧୯୮୮ ମସିହା ନଭେମ୍ବର ୫ ତାରିଖରେ ଦିଲ୍ଲୀର...

ସରକାରୀ କାର୍ଯ୍ୟାଳୟରେ ଗଡୁଛି ବିଦ୍ୟୁତ୍‌ ବିଲ୍‌: ୩୯ ବିଭାଗର ବକେୟା ପଡ଼ିଛି ୨ କୋଟି ୭୭ ଲକ୍ଷ

ନୟାଗଡ଼ ଅଫିସ,୩୦।୧୧-ଘରୋଇ ହେଉ କିମ୍ବା ବ୍ୟବସାୟିକ ପ୍ରତିଷ୍ଠାନରେ ଗୋଟିଏ ମାସରୁ ଅଧିକ ଦିନ ବିଲ୍‌ ପୈଠ ନ ହେଲେ ପର ଦିନ ବିଦ୍ୟୁତ୍‌ ବିଭାଗ ସଂଯୋଗ...

ଆଦର୍ଶ ବିଦ୍ୟାଳୟରେ ଶିକ୍ଷକ,ସ୍ଥାୟୀ କୋଠା ଦାବି: ରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର,ଅଭିଭାବକ

ବିଷମକଟକ, ୧୯।୮- ରାୟଗଡା ଜିଲା ବିଷମକଟକ ବ୍ଳକ ଅନ୍ତର୍ଗତ ଦୁର୍ଗୀଠାରେ ଥିବା ଆଦର୍ଶ ବିଦ୍ୟାଳୟରେ ଶିକ୍ଷକ ଏବଂ ସ୍ଥାୟୀ କୋଠା ଦାବି କରି ଛାତ୍ରୀଛାତ୍ର ଓ...

ବିଧାନସଭା ଆଗରେ ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ଦାବି ପୂରଣ ହୋଇ ନ ଥିବାରୁ ଶୁକ୍ରବାରଠାରୁ ବିଧାନସଭା ଆଗରେ ଆନ୍ଦୋଳନ ଆରମ୍ଭ କରିଛନ୍ତି ବେସରକାରୀ ଅନୁଦାନ ଓ ଅଣଅନୁଦାନପ୍ରାପ୍ତ ଶିକ୍ଷକ ଏବଂ...

ଦ୍ରୁତଗାମୀ ଟ୍ରେନ ରହଣି ଦାବିରେ କେନ୍ଦ୍ରମନ୍ତ୍ରୀଙ୍କୁ ଦାବିପତ୍ର

ବସ୍ତା, ୧୦।୭(ସ୍ବ.ପ୍ର.)-ବସ୍ତା ରେଳଷ୍ଟେଶନ ଉପରେ ଦୈନନ୍ଦିନ ବାଲେଶ୍ୱର ଓ ମୟୂରଭଞ୍ଜ ଜିଲା ୫ଟି ବ୍ଲକର ହଜାର ହଜାର ଲୋକ ନିର୍ଭର କରୁଛନ୍ତି। ବସ୍ତା ରେଳଷ୍ଟେଶନ ଆଦର୍ଶ...

Leave a comment

Your email address will not be published. Required fields are marked *