ପୁଣିଥରେ ଏକାଠି ନଜର ଆସିବେ ଆଲିଆ-ରଣବୀର

ମୁମ୍ବାଇ: କରୋନା ଭାଇରସକୁ ନେଇ ସାରା ବିଶ୍ୱ ଚିନ୍ତାରେ ଥିବା ବେଳେ ଏବେ ବଲିଉଡ୍‌ ଦୁନିଆରୁ ଆସିଛି ଏକ ଭିନ୍ନ ଧରଣର ଖବର। ସଞ୍ଜୟ ଲିଲା ଭଂସାଲିଙ୍କ ଆଗାମୀ ପ୍ରୋଜେକ୍ଟରେ ଆଲିଆ ଭଟ୍ଟ ଓ ରଣବୀର ସିଂ କାମ କରିବେ ବୋଲି ଜଣାପଡିଛି। ‘ବୈଜୁ ବାଓ୍ବରା’ ପ୍ରୋଜେକ୍ଟରେ ରଣବୀରଙ୍କ ସହ ହ୍ରିତିକ ରୋଶନ, ଅଜୟ ଦେବଗନ ଆଦି କାମ କରିବେ ବୋଲି ଶୁଣିବାକୁ ମିଳିଥିଲା। ହେଲେ କିଏ ନାୟକ ଭୂମୀକାରେ ନଜର ଆସିବେ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନ ଥିବା ବେଳେ ଏବେ ଶୁଣିବାକୁ ମିଳିଛି କି ଆଲିଆଙ୍କ ଅପୋଜିଟରେ ରଣବୀର ନଜର ଆସିବେ। ୧୯୫୨ରେ ଆସିଥିବା ଏକ ଫିଲ୍ମର ଏହା ରିମେକ୍‌ ବୋଲି ଜଣାପଡିଛି। ପ୍ରଥମେ ଗଲି ବୟ ମୁଭିରେ ନଜର ଆସିଥିବା ଆଲିଆ-ରଣବୀର ଏଥର ପୁଣିଥରେ ସଞ୍ଜୟ ଲିଲା ଭଂସାଲିଙ୍କ ପ୍ରୋଜେକ୍ଟରେ ଲିଡ୍‌ ରୋଲରେ ଦେଖାଦେବେ ବୋଲି କୁହାଯାଉଛି।


All Right Reserved By Dharitri.Com

ଏକଦା ଦରମା ଥିଲା ପାଞ୍ଚ ଶହ ଟଙ୍କା, ଏବେ ଏକ ହଜାର କୋଟିରୁ ଊର୍ଦ୍ଧ୍ୱ ସମ୍ପତ୍ତିର ମାଲିକ ବିଗ୍‌ ବି

ମୁମ୍ବାଇ: ଶୁକ୍ରବାର ମହାନାୟକ ତଥା ବିଗ୍‌ ବି ଅମିତାଭଙ୍କ ୭୭ତମ ଜନ୍ମଦିନ ପାଳୁଛି ସାରା ଦେଶ। କୋଣ ଅନୁକୋଣରେ ଥିବା ତାଙ୍କ ପ୍ରଶଂସକମାନେ ଏହି ଦିନକୁ...

ଅଷ୍ଟ୍ରେଲିଆ ଜଙ୍ଗଲରେ ନିଆଁ : ପକେଟ୍‌ ମନି ଦାନକଲେ ଜୁହି ଚାଓ୍ବଲାଙ୍କ ପୁଅ

ମୁମ୍ବାଇ: ଅଷ୍ଟ୍ରେଲିଆ ଜଙ୍ଗଲରେ ନିଆଁ ଲାଗିବା ଘଟଣାକୁ ନେଇ ସାରା ବିଶ୍ୱ ଚିନ୍ତା ପ୍ରକଟ କରିଛି। ଅଷ୍ଟ୍ରେଲିଆର ଏହି ବିପତ୍ତି ସମୟରେ ସମସ୍ତେ ସହାୟତାର ହାତ...

ଶାହିଦଙ୍କ ସହ ସମ୍ପର୍କ ତୁଟିବାକୁ ଭାଗ୍ୟର ଲେଖା କହିଲେ କରିନା

ବମ୍ବେ: ଶାହିଦଙ୍କ ସହ ଦୀର୍ଘଦିନ ଧରି ସମ୍ପର୍କରେ ରହିବା ପରେ ହଠାତ ସୈଫ୍‌ ଅଲ୍ଲୀ ଖାଁଙ୍କୁ ବିବାହ କରି ସମସ୍ତଙ୍କୁ ଚମକାଇ ଦେଇଥିଲେ ବଲିଉଡ୍‌ ଡିଭା...

ବିବାହକୁ ନେଇ ଖୁସି ନାହାନ୍ତି ରାକ୍ଷୀ, ଭିଡିଓ ଶେୟାର କରି କହିଲେ,‘ବିବାହ କରିବା ଉଚିତ ନୁହେଁ’

ବମ୍ବେ: ସବୁବେଳେ ବିବାଦକୁ ନେଇ ଚର୍ଚ୍ଚାରେ ରହିଥାନ୍ତି ଡ୍ରାମା କୁଇନ୍‌ ରାକ୍ଷୀ ସାଓ୍ବନ୍ତ। ନିକଟରେ ସେ ବିବାହ କରିଥିବା କଥା ସାମ୍ନାକୁ ଆସିଥିଲା। ସେ ବେକରେ...

ଘରକୁ ଫେରିଲେ ଶବାନା

ମୁମ୍ବାଇ: ଦୀର୍ଘ ୧୪ ଦିନ ହସ୍ପିଟାଲରେ ରହିବା ପରେ ଏବେ ଘରକୁ ଫେରିଛନ୍ତି ବଲିଉଡ୍‌ ଅଭିନେତ୍ରୀ ଶବାନା ଆଜମୀ। ଟୁଇଟ୍‌ କରି ନିଜେ ଶବାନା ଏହି...

ଦଶନ୍ଧିର ସବୁଠାରୁ ସେକ୍ସି ପୁରୁଷ ହ୍ରିତିକ୍‌

ନୂଆଦିଲ୍ଲୀ: ବଲିଉଡ୍‌ ହ୍ୟାଣ୍ଡସମ୍‌ ହଙ୍କ୍‌ ହ୍ରିତିକ୍‌ ରୋଶନଙ୍କ ପାଇଁ ୨୦୧୯ ଅନେକ ସଫଳତା ଆଣିଦେଇଛି। ଫିଲ୍ମ ‘ସୁପର୍‌ ୩୦’ ଏବଂ ‘ଓ୍ବାର୍‌’ ବକ୍ସ-ଅଫିସ୍‌ରେ ସୁପର୍‌ହିଟ୍‌ ହେବା...

ନିଆରା ଖଳନାୟକ ଶୁଭେନ୍ଦୁ

ଓଡ଼ିଆ ଯାତ୍ରାଜଗତର ଜଣେ ନିଆରା ଖଳନାୟକ ଭାବରେ ଶୁଭେନ୍ଦୁ ଚୌଧୁରୀ ବେଶ୍‌ ଜଣାଶୁଣା। ତାଙ୍କର ଗେଟ୍‌ଅପ୍‌, ଚାହାଣି ପୁଣି ଗମ୍ଭୀର ଗଳାର ଆଓ୍ବାଜ୍‌ ତାଙ୍କର ଖଳନାୟକୀକୁ...

‘ଲଭ୍‌ ଆଜ୍‌ କଲ୍‌-୨’ର ପ୍ରଥମ ପୋଷ୍ଟର ରିଲିଜ, ରୋମାଣ୍ଟିକ ଭାବେ ନଜର ଆସିଲେ ସାରା-କାର୍ତ୍ତିକ

ବମ୍ବେ: ରିଲିଜ ହୋଇଛି ସୈଫ ଲଳନା ସାରା ଅଲ୍ଲୀ ଖାଁ- ଅଭିନେତା କାର୍ତ୍ତିକ ଆର୍ୟନ ଅଭିନୀତ ଫିଲ୍ମ ‘ଲଭ ଆଜ୍‌ କଲ-୨’ର ପ୍ରଥମ ଲୁକ୍‌। ଉଭୟ...

Leave a comment

Your email address will not be published. Required fields are marked *