ଓଲଟିଲା ଟ୍ରକ୍‌: ବର୍ତ୍ତିଲେ ଡ୍ରାଇଭର, ହେଲ୍‌ପର

ବଅଁରପାଳ, ୨୪।୩(ଡି.ଏନ.ଏ.): ନାଲ୍‌କୋ ଥାନା କୁଲାଡ଼ ଥର୍ମାଲ ରାସ୍ତାର ବଳରାମପ୍ରସାଦ କେନ୍ଦୁଢ଼ିପ ସାହି ନିକଟରେ ମଙ୍ଗଳବାର ଏକ ଟ୍ରକ୍‌ ଓଲଟି ପଡ଼ିଛି। ତେବେ ଟ୍ରକ୍‌ ଡ୍ରାଇଭର ଏବଂ ହେଲ୍‌ପର ଏଥିରୁ ବର୍ତ୍ତିଯାଇଛନ୍ତି। ଉକ୍ତ ଟ୍ରକ୍‌ଟି ତାଳଚେରରୁ କୋଇଲା ନେଇ ଜିଏମ୍‌ଆର୍‌ ଅଞ୍ଚଳକୁ ଆସିଥିଲା। ସେଠାରୁ କୋଇଲା ବୋଝେଇ କରି ରାତି ୩ଟାରେ ବଳରାମପ୍ରସାଦ ଆଡ଼କୁ ଆସୁଥିବା ସମୟରେ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ଦୁର୍ଘଟଣା ଯୋଗୁ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା।


All Right Reserved By Dharitri.Com

ଅନ୍ଧାରରେ ରୋଗୀ, ପ୍ରତିକାର ନାହିଁ

ଚମ୍ପୁଆ,୩ା୬(ଡି.ଏନ.ଏ)- କେନ୍ଦୁଝର ଜିଲା ଚମ୍ପୁଆ ଉପଖଣ୍ଡ ଚିକିତ୍ସାଳୟରେ ଡିଜି ଓ ଇନ୍‌ଭର୍ଟର ଥିଲେ ମଧ୍ୟ ବିଦ୍ୟୁତ୍‌ କାଟ୍‌ ସମୟରେ ରୋଗୀମାନେ ଅନ୍ଧାରରେ ରହୁଛନ୍ତି। ଅସହ୍ୟ ଗରମ...

ବିସ୍ଫୋରକ ଜବତ ଘଟଣା: ୨ କୋର୍ଟ ଚାଲାଣ

ଜୟପୁର,୯ା୩(ଡ଼ି.ଏନ୍‌.ଏ)- ଜୟପୁର ଟାଉନ୍‌ ଥାନା ପକ୍ଷରୁ ଗତ ସପ୍ତାହରେ ୫ଟନ୍‌ ବିସ୍ଫୋରକ ଜବତ ଘଟଣାରେ ହାଇଦ୍ରାବାଦର ୨ ଜାଲ୍‌ ବିକ୍ରେତା ରାଜି ରେଡ୍ଡୀ ଏବଂ ମହେଶ୍ୱର...

ନାବାଳିକା ବଳାତ୍କାର ଘଟଣା: ମାମୁଙ୍କୁ ମାଡ଼,୩ ଗିରଫ

ଅନୁଗୋଳ ଅଫିସ, ୫।୮: ଅନୁଗୋଳ ସହର ବସ୍‌ଷ୍ଟାଣ୍ଡ ନିକଟରେ ଗତ ୨୧ ତାରିଖରେ ବଳାତ୍କାର ଶିକାର ହୋଇଥିବା ୮ ବର୍ଷୀୟା ନାବାଳିକାଙ୍କ ସମ୍ପର୍କୀୟଙ୍କୁ ମାଡ଼ ମାରିବା ଅଭିଯୋଗରେ...

ଶାଗୁଆନ କାଠ, ଟ୍ରାକ୍ଟର ଜବତ: ଜଣେ ଗିରଫ

ନୟାଗଡ଼ ଅଫିସ,୧ା୧୦- ନୟାଗଡ଼ ଜିଲା ଶରଣକୁଳ ଥାନା ଗୋତିସାହି ବାଉଁଶିଆ ରାସ୍ତାରୁ ରବିବାର ରାତିରେ ବନ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୯ ଗୋଟି ଶାଗୁଆନ...

ଲକ୍‌ଡାଉନ୍‌: କଳାବଜାର ରୋକିବାକୁ ଦେବଗଡ଼ ଜିଲା ପୋଲିସର ବୈଠକ

ଦେବଗଡ଼,୨୮।୩(ଡି.ଏନ୍‌.ଏ.): ଲକ୍‌ଡାଉନ୍‌ ସମୟରେ ଅତ୍ୟାବଶ୍ୟକ ସାମଗ୍ରୀର ବେଆଇନ ମହଜୁଦ ଓ କଳାବଜାର ରୋକିବା ପାଇଁ ଦେବଗଡ଼ ଆଦର୍ଶ ଥାନା ପରିସରରେ ଜିଲା ପୋଲିସ ପକ୍ଷରୁ ସ୍ଥାନୀୟ...

ତପ୍ତପାଣି ଘାଟିରେ ବସ ଦୁର୍ଘଟଣାଗ୍ରସ୍ତ: ମୃତକଙ୍କ ମଧ୍ୟରେ ରାୟଗଡ଼ାର ୩

ରାୟଗଡ଼ା ଅଫିସ,୨୯।୧: ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ବୁଧବାର ଏକ ଯାତ୍ରୀବାହୀ ବସ ଓଲଟି ପଡ଼ିବା ଯୋଗୁ ୮ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩୭ରୁ ଊର୍ଦ୍ଧ୍ୱ...

ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ

ବାଲେଶ୍ୱର ଅଫିସ, ୩୦।୬-କେନ୍ଦ୍ର ମତ୍ସ୍ୟ ଓ ପଶୁପାଳନ ଏବଂ କ୍ଷୁଦ୍ର ମଧ୍ୟମଶିଳ୍ପ ରାଷ୍ଟ୍ର ମନ୍ତ୍ରୀ ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ରବିବାର ଜିଲା...

ମହିଳା ଦିବସରେ ସମସ୍ତ ଥାନାଧିକାରିଣୀଙ୍କୁ ଡିଜିଙ୍କ ପ୍ରଶଂସା

କଟକ ଅଫିସ,୮ା୩: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରବିବାର ମହିଳା ଥାନା ଅଧିକାରିଣୀଙ୍କୁ ପ୍ରଶଂସା କରିଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ(ଡିଜି) ଅଭୟ। ଡିଜିଙ୍କ ଟୁଇଟର୍‌ରେ ଲେଖାଯାଇଛି,...

Leave a comment

Your email address will not be published. Required fields are marked *