ବଢ଼ିଲା କ୍ଲୋରୋକ୍ୱିନ୍‌ ଚାହିଦା: ଇପ୍କାର ଶେୟାରରେ ୧୨ ପ୍ରତିଶତ ବୃଦ୍ଧି

ନୂଆଦିଲ୍ଲୀ,୨୪।୩: କରୋନା ସଂକ୍ରମିତଙ୍କ ପାଇଁ ମ୍ୟାଲେରିଆ ଔଷଧ କ୍ଲୋରୋକ୍ୱିନ୍‌ ଉପଯୋଗୀ ସାବ୍ୟସ୍ତ ହେବ ବୋଲି ଇଣ୍ଡିଆନ୍‌ ମେଡ଼ିକାଲ୍‌ କାଉନସିଲ୍‌ ରିସର୍ଚ୍ଚ ପକ୍ଷରୁ ଘୋଷଣା କରାଯାଇଛି। ଏହାପରେ କ୍ଲୋରୋକ୍ୱିନ୍‌ର ଚାହିଦା ଯଥେଷ୍ଟ ବଢ଼ିବାରେ ଲାଗିଛି। ଏହା ସହିତ ଏହାର ନିର୍ମାତା କମ୍ପାନୀ ଇପ୍କା ଲାବୋଟୋରିଜ୍‌ ଲିମିଟେଡ୍‌ର ଶେୟାରରେ ମଧ୍ୟ ବୃଦ୍ଧି ଘଟିବାରେ ଲାଗିଛି। ଇତିମଧ୍ୟରେ କମ୍ପାନୀର ଶେୟାରରେ ୧୨ ପ୍ରତିଶତ ବୃଦ୍ଧି ହୋଇଥିବା କୁହାଯାଉଛି।


All Right Reserved By Dharitri.Com

ଆମେରିକାରେ ୪୦ ଭାରତୀୟଙ୍କ ମୃତ୍ୟୁ ହେଲାଣି

ଓ୍ବାଶିଂଟନ,୧୨।୪: ଆମେରିକା କୋଭିଡ୍‌-୧୯ ସଂକ୍ରମଣର ବିଶ୍ୱ ହଟ୍‌ସ୍ପଟରେ ପରିଣତ ହୋଇଛି। ଏଠାରେ କରୋନା ସଂକ୍ରମଣରେ ୪୦ରୁ ଊର୍ଦ୍ଧ୍ୱ ଭାରତୀୟ ନାଗରିକ ତଥା ଭାରତୀୟ-ଆମେରିକୀୟଙ୍କର ମୃତ୍ୟୁ ଘଟିଲାଣି।...

କରୋନାକୁ ନିଷ୍କ୍ରିୟ କରିବ ପ୍ରୋଟିନ

ବେଜିଂ,୨୮ା୫: ଚାଇନା ଏବଂ ଆମେରିକାର ଗବେଷେକମାନେ ମିଳିତ ଭାବେ ବ୍ୟାକ୍ଟେରିଆ ଦ୍ୱାରା କ୍ଷରିତ ୨ ପ୍ରୋଟିନ ଚିହ୍ନଟ କରିଛନ୍ତି, ଯାହା କରୋନା ଭୂତାଣୁ, ଡେଙ୍ଗୁ ଏବଂ...

୨୦୬ ନଂ. କରୋନା ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର,୭।୫(ବ୍ୟୁରୋ)-ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଗୁରୁବାର ୨୦୬ ନଂ. କରୋନା ଆକ୍ରାନ୍ତଙ୍କ ତଥ୍ୟ ପ୍ରଦାନ କରାଯାଇଛି। ଆକ୍ରାନ୍ତ ଯୁବକଙ୍କ ବୟସ ୩୫...

ଜି-୨୦ ଦେଶ ମଧ୍ୟରେ ଭାରତର ସ୍ଥିତି ଉନ୍ନତ

ନୂଆଦିଲ୍ଲୀ,୧୮।୪: ବର୍ତ୍ତମାନ ସାରା ବିଶ୍ୱରେ କୋଭିଡ୍‌-୧୯ ଏହାର କାୟାବିସ୍ତାର କରିଛି। ଲକ୍‌ଡାଉନ ପାଇଁ ସାରା ବିଶ୍ୱର ଅର୍ଥ ବ୍ୟବସ୍ଥା ଏବେ କ୍ଷତିଗ୍ରସ୍ତ ହୋଇଛି। ଅର୍ଥ ବ୍ୟବସ୍ଥାକୁ...

ଘରୋଇ ସଂସ୍ଥାଙ୍କୁ ‘ଓ୍ବାର୍କ ଫ୍ରମ ହୋମ’ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୦-୩: ଏବେ ସାରା ଦେଶରେ କରୋନାରେ ୧୭୦ ଲୋକ ଆକ୍ରାନ୍ତ ହୋଇଛନ୍ତି। ଅନ୍ତର୍ଜାତୀୟ ଫ୍ଲାଇଟଗୁଡିକୁ ସରକାର ଆଗାମୀ କିଛି ଦିନ ବ୍ୟାନ କରି ଦେଇଛନ୍ତି। ଘରୋଇ...

ଚିନ୍ତା ବଢ଼ାଉଛନ୍ତି ସୁରଟ ଫେରନ୍ତା: ମୟୁରଭଞ୍ଜରେ ଆକ୍ରାନ୍ତଙ୍କ ସଂଖ୍ୟା ୭କୁ ବୃଦ୍ଧି

ବାରିପଦା ଅଫିସ,୯।୫: ମୟୁରଭଞ୍ଜ ଜିଲାରେ ଶନିବାର ସକାଳେ ଆଉ ୩ କରୋନା ପଜିଟିଭି ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତ କପ୍ତିପଦା ବ୍ଲକର ହୋଇଥିବା...

ରିଟର୍ନ ଦାଖଲ ଲାଗି ଇ-ଫାଇଲିଂ ଲାଇଟ୍‌

ନୂଆଦିଲ୍ଲୀ,୨-୮: ଆୟକର ବିଭାଗ ପକ୍ଷରୁ ରିଟର୍ନ ଦାଖଲ କରିବା ଉଦ୍ଦେଶ୍ୟରେ ଗୁରୁବାର ଏକ ନୂଆ ସରଳ ସୁବିଧା ଆରମ୍ଭ କରାଯାଇଛି। ବିଭାଗର ଓ୍ବେବ୍‌ସାଇଟରେ ‘ଇ-ଫାଇଲିଂ ଲାଇଟ୍‌’...

କରୋନା ଭୟରେ ଟ୍ରେନ୍‌ ସିଟ୍‌ ସଫା କଲେ ରବୀନା

କରୋନାକୁ ନେଇ ସମସ୍ତଙ୍କ ମନରେ ଭୟ। ଏ ନେଇ ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଲିଉଡ୍‌ କଳାକାର ପର୍ଯ୍ୟନ୍ତ କେହି ହେଲେ ଘରୁ ବାହାରକୁ ବାହାରୁ...

Leave a comment

Your email address will not be published. Required fields are marked *