ଓଡଗାଁ, ୨୪।୩(ସ୍ବ. ପ୍ର.): ନୟାଗଡ ଜିଲା ଓଡଗାଁ ଆଦର୍ଶ ଥାନା ଅଞ୍ଚଳରେ ସୋମବାର ସନ୍ଧ୍ୟାରୁ ଲକ୍‌ଡାଉନ୍‌ ପ୍ରଭାବ ଦେଖିବାକୁ ମିଳିଛି। ସାଧାରଣ ଲୋକେ କରୋନାର ଭୟାବହତାକୁ ଗୁରୁତ୍ୱର ସହିତ ନେଉ ନ ଥିବାରୁ ସ୍ଥାନୀୟ ପ୍ରଶାସନ ଏନେଇ ଚିନ୍ତା ପ୍ରକଟ କରିଥିଲା। ଛକ ବଜାରରେ ଲୋକମାନେ ଏକାଠି ହୋଇ ଗୁଲିଖଟି କରୁଥିବା ବେଳେ ପରିବା କିଣିବା ବାହାନାରେ ଅଯଥା ଗହଳି କରିଥିଲେ। ଏପରି କି କେତେକ ପରିବା ଦୋକାନୀ ପରିବା ବଜାର ବଦଳରେ ସ୍ଥାନୀୟ ଡାକ୍ତରଖାନା ସାମ୍ନାରେ ବଜାର ଖୋଲିଥିଲେ। ଏ ନେଇ ପ୍ରଶାସନ ପକ୍ଷରୁ ତହସିଲଦାର ଓ ପୋଲିସ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ମଙ୍ଗଳବାର କେବଳ ଗ୍ରୋସରୀ ଓ ପନିପରିବା ଦୋକାନ ବ୍ୟତୀତ ସମସ୍ତ ଦୋକାନକୁ ପୋଲିସ ବନ୍ଦ କରିଛି। କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ନ ଥାଇ ବୁଲୁଥିବା ବାଇକ ଆରୋହୀଙ୍କୁ ପୋଲିସ ଘଉଡାଇ ଦେଇଛନ୍ତି ଏବଂ ଏ ନେଇ ପ୍ରଶାସନ ଜନ ସାଧାରଣଙ୍କ ସହଯୋଗ ଲୋଡିଛନ୍ତି ।


All Right Reserved By Dharitri.Com

ଜିଲାରେ ପ୍ରଥମ: ସରପଞ୍ଚଙ୍କ ଅଭିଯୋଗ ଶୁଣାଣି

ନୟାଗଡ଼ ଅଫିସ,୨୨ା୧୦: ନୟାଗଡ଼ ଜିଲା ସଦର ବ୍ଲକ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ସରପଞ୍ଚଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା। ପୂର୍ବରୁ ଜିଲାପାଳ ଓ...

କଳାହାଣ୍ଡିରେ ଲଗାଣ ବର୍ଷା, ଜନଜୀବନ ଅସ୍ତବ୍ୟସ୍ତ: କୂଳ ଲଘିଂଲା ହାତୀନଦୀ,୧୦ ଘର ଭାଙ୍ଗିଲା, ଚାଷ ଜମି ଜଳମଗ୍ନ

ଭବାନୀପାଟଣା/ଜୁନାଗଡ଼,୮।୮(ଡି.ଏନ.ଏ.) ଗତ ୩ ଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରବଳ ବର୍ଷା ଯୋଗୁ ଜନଜୀବନ...

ଖବରଦାତାଙ୍କୁ ଆକ୍ରମଣ ଘଟଣା: ବ୍ରହ୍ମପୁର ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ନିନ୍ଦା

ବ୍ରହ୍ମପୁର ଅଫିସ,୨୦।୭: ରାଜ୍ୟର ବିଭିନ୍ନ ସ୍ଥାନରେ ଗତ କିଛିଦିନ ହେବ ଖବରଦାତାଙ୍କ ଉପରେ ବାରମ୍ବାର ଆକ୍ରମଣ ହେଉଛି। ଏହାକୁ ବ୍ରହ୍ମପୁର ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ...

୧୨ ବର୍ଷ ହେଲା ଶିକୁଳିରେ ବନ୍ଧା ୨ ଭାଇ

କୋକସରା, ୭।୭(ଡି.ଏନ.ଏ.) ସମୟ ବଦଳିଛି। ତା’ସହିତ ତାଳ ଦେଇ ବଦଳିଛି ଲୋକଙ୍କ ଜୀବନ ଶୈଳୀ। ହେଲେ ଅନ୍ଧବିଶ୍ୱାସରୁ ଆଜି ବି ମଣିଷ ବାହାରି ପାରିନାହିଁ। ତା’ର...

ବ୍ଲକ ଶିକ୍ଷା ଅଧିକାରୀଙ୍କ ଅଚାନକ ସ୍କୁଲ ପରିଦର୍ଶନ: ୪ ଶିକ୍ଷକଙ୍କ ଦିନକର ଦରମା ବନ୍ଦ

ଚନ୍ଦାହାଣ୍ଡି,୧୯।୮(ଡି.ଏନ.ଏ)-ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକର ୪ ଜଣ ଶିକ୍ଷକ ସ୍କୁଲକୁ ଠିକ ସମୟରେ ଆସି ନଥିବାରୁ ସେମାନଙ୍କଙ୍କ ଦିନକର ଦରମା ବ୍ଲକ ଶିକ୍ଷା ଅଧିକାରୀ ଭଜନଲାଲ...

ବୟସର ଶେଷ ପାହାଚରେ ଆନ୍ତରିକତା ଶିଖାଇଦେଲା ଶ୍ମଶାନ

କୋରାପୁଟ,୨୯।୪(ସ୍ବ.ପ୍ର.): ଶ୍ମଶାନ କଥା କହିଲେ ସାଧାରଣତଃ ଆମ ଭିତରେ କେବଳ ଭୟଟିଏ ଉକୁଟେ। କିନ୍ତୁ ସେଇ ଶ୍ମଶାନ ପରିଣତ ବୟସରେ ପାଦ ଦେଇଥିବା ୨ ଜଣ...

ଚିତ୍ରକୋଣ୍ଡାରେ ବ୍ଲକ ସ୍ତରୀୟ ସମ୍ବିଧାନ ଦିବସ ପାଳିତ

ଚିତ୍ରକୋଣ୍ଡା,୨୬।୧୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଆନୁକୂଲ୍ୟରେ ଚିତ୍ରକୋଣ୍ଡା ବ୍ଲକଠାରେ ମଙ୍ଗଳବାର ସମ୍ବିଧାନ ଦିବସ ପାଳିତ ହୋଇଯାଇଛି। ଆମ୍ବେଦକର ଜୟନ୍ତୀ ପାଳନ କମିଟି ତଥା...

ଭାଲୁ ସହ ହାତାହାତି: ଯୁବକ ଗୁରୁତର

କେନ୍ଦୁଝର, ୯ା୩: (ସ୍ବ.ପ୍ର.):ଜଙ୍ଗଲଜାତ ଆଳୁ ଖୋଳିବାକୁ ଜଣେ ଯୁବକ ଯାଇଥିବା ବେଳେ ଭାଲୁ ହାବୁଡ଼ରେ ପଡ଼ି ଗୁରୁତର ହୋଇଛନ୍ତି। ଉକ୍ତ ଯୁବକ ହେଲେ ହରିଚ଼ନ୍ଦନପୁର ବ୍ଲକ...

Leave a comment

Your email address will not be published. Required fields are marked *