ଲକ୍‌ଡାଉନ୍‌ ନିୟମ ନମାନିବାରୁ ଦଣ୍ଡ: ଖୋର୍ଦ୍ଧାରେ ୩୬ ଗାଡ଼ି ଜବତ

ଖୋର୍ଦ୍ଧା ଅଫିସ,୨୪।୩: କୋଭିଡ-୧୯ ସହ ମୁକାବିଲା ନିମନ୍ତେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସମସ୍ତ ଜିଲାକୁ ସମ୍ପୂର୍ଣ୍ଣ ତାଲା ବନ୍ଦ ବା ଲକ୍‌ଡାଉନ୍‌ କରିବାକୁ ଘୋଷଣା କରାଯାଇଛି। ତେବେ ଏହି ଲକ୍‌ଡାଉନ୍‌ ନିୟମ ଭାଙ୍ଗି ଖୋର୍ଦ୍ଧାରେ ୩୬ ଗାଡ଼ି ଜବତ ହୋଇଛି। କଟକଣା ନ ମାନି ବାହାରକୁ ଆସିଥିବାରୁ ଆରୋହୀକୁ ଦଣ୍ଡ ଦିଆଯାଇଛି। ତେବେ ୩୬ଟି ଗାଡ଼ି ମଧ୍ୟରେ ୩୧ଟି ଦୁଇଚକିଆ, ୫ଟି ଚାରି ଚକିଆ ରହିଥିବା ନେଇ ଖୋର୍ଦ୍ଧା ଉପଜିଲାପାଳ ଶାନ୍ତନୁ ମହାନ୍ତିଙ୍କ ସୂଚନା ଦେଇଛନ୍ତି।


All Right Reserved By Dharitri.Com

ଯକ୍ଷ୍ମା ରୋଗୀଙ୍କ ମୃତଦେହ ଉଦ୍ଧାର

ଯୋଡ଼ା,୩।୧୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା କାଳିମାଟି ଗ୍ରାମ ଦୋଳମଣ୍ଡପ ନିକଟରୁ ଶନିବାର ପୋଲିସ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରିଛି। ସେ ସୁନ୍ଦରଗଡ ଜିଲା...

ସ୍କୁଟି ଡିକି ଭାଙ୍ଗି ୧.୪୦ ଲକ୍ଷ ଟଙ୍କା ଲୁଟ୍‌

ପାରାଦୀପ,୧୪ା୧୧(ସ୍ବ.ପ୍ର.): ପାରାଦୀପ ମଡେଲ ଥାନା ଅନ୍ତର୍ଗତ ବ୍ୟାଙ୍କ ଲେନ୍‌ରୁ ବୁଧବାର ଦୁର୍ବୃତ୍ତ ଏକ ସ୍କୁଟି ଡିକି ଭାଙ୍ଗି ୧ ଲକ୍ଷ ୪୦ ହଜାର ଟଙ୍କା ଲୁଟ୍‌...

ଢାବାରୁ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଗୋପାଳପୁର/କନିଷି(ଡି.ଏନ୍‌.ଏ.),୨୪ା୧୧- ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଗୋବିନ୍ଦନଗର ଗ୍ରାମସ୍ଥିତ ଶ୍ୟାମା ଢାବା ବାରଣ୍ଡାରୁ ରବିବାର ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ପୋଲିସ ଉଦ୍ଧାର କରିଛି। ସେ...

ପରମ୍ପରା ଉପରେ କରୋନା ଅଙ୍କୁଶ

ସର୍ବଧର୍ମ ସମନ୍ବୟର ପ୍ରତୀକ ବରାହ-ବିରଜା କ୍ଷେତ୍ରର ସଂସ୍କୃତି, ପରମ୍ପରା ଓ ଐତିହାସିକ ପୀଠଗୁଡ଼ିକର ଅନେକ ପ୍ରସିଦ୍ଧ କାର୍ଯ୍ୟକ୍ରମ ଉପରେ କରୋନା ଅଙ୍କୁଶ ଲାଗିଛି। ଫଳରେ ଚଳିତ...

ମଦ୍ୟପ ପ୍ରଧାନଶିକ୍ଷକ ପିଲାଙ୍କୁ ଡରାଇବା ଘଟଣା : ବଦଳିଲେ ୩ ଶିକ୍ଷକ

ବାଲିଗୁଡ଼ା,୪।୮(ଡି.ଏନ୍‌.ଏ.): ଜଣେ କାର୍ଯ୍ୟରତ ପ୍ରଧାନଶିକ୍ଷକ ବିଦ୍ୟାଳୟକୁ ମଦ୍ୟପାନ କରି ଆସି ପାଠ ପଢ଼ିବାକୁ ଆସିଥିବା ଛାତ୍ରୀଛାତ୍ରଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବାରୁ ପିଲାମାନେ ମଧ୍ୟାହ୍ନଭୋଜନ ସମୟରେ...

ହୃଦ୍‌ଘାତରେ କଏଦୀଙ୍କ ମୃତ୍ୟୁ

ବ୍ରହ୍ମପୁର ଅଫିସ,୧୫ା୯-ସ୍ତ୍ରୀ ହତ୍ୟା ମାମଲାରେ ଅଭିଯୁକ୍ତ ଥାଇ ବ୍ରହ୍ମପୁର ମଣ୍ଡଳ କାରାଗାରରେ ଥିବା ଜଣେ କଏଦୀଙ୍କର ଶନିବାର ମୃତ୍ୟୁ ଘଟିଛି। ସେ ହେଲେ ନକୁଳ ସାହୁ...

୩୪ଜଣଙ୍କ ସ୍ବାବ ପରୀକ୍ଷା ଲାଗି ପଠାଗଲା ଏମ୍ସ

ଖୋର୍ଦ୍ଧା ଅଫିସ,୨ା୪ : କୋଭିଡ-୧୯(କରୋନା ଭାଇରସ) ସଂକ୍ରମଣ ମୁକାବିଲା ଲାଗି ଦେଶରେ ଲକଡାଉନ ଜାରି ରହିଛି। ଏହି ଭୂତାଣୁକୁ ରୋକିବା ପାଇଁ ରାଜ୍ୟ ସ୍ବାସ୍ଥ୍ୟ ଓ...

ଶିଶୁକନ୍ୟା ବଳାତ୍କାର ଅଭିଯୋଗ: ବୃଦ୍ଧଙ୍କୁ ଜେଲ

ଖଣ୍ଡପଡ଼ା,୨୧ା୯(ସ୍ବ.ପ୍ର.): ଖଣ୍ଡପଡ଼ା ଥାନା କଣ୍ଟିଲୋ ଫାଣ୍ଡି ଅଞ୍ଚଳର ଏକ ୪ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଅଭିଯୋଗରେ ପୋଲିସ ଜଣେ ବୃଦ୍ଧଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ...

Leave a comment

Your email address will not be published. Required fields are marked *