ମୋକିମଙ୍କୁ ହାଇକୋର୍ଟରୁ ଲାଗିଲା ବଡ଼ ଝଟକା

ଭୁବନେଶ୍ୱର, ୧୦।୪: ଓଆରଏଚ୍‌ଡିସି ମାମଲାରେ ମହମ୍ମଦ ମୋକିମଙ୍କୁ ହାଇକୋର୍ଟରୁ ବଡ଼ ଝଟକା ଲାଗିଛି। ମହମ୍ମଦ ମୋକିମଙ୍କୁ ଆବେଦନକୁ କୋର୍ଟ ବୁଧବାର ଖାରଜ କରିଦେଇଛନ୍ତି। ହାଇକୋର୍ଟ ନିମ୍ନ ଅଦାଲତଙ୍କ ରାୟକୁ କାଏମ ରଖିଛନ୍ତି । ନିମ୍ନ ଅଦାଲତ ମୋକିମଙ୍କୁ ୩ ବର୍ଷ...

ନିର୍ବାଚନୀ ପ୍ରଚାର ବେଳେ ଆହତ ହେଲେ ବାଂଶୁରୀ ସ୍ବରାଜ

ନୂଆଦିଲ୍ଲୀ,୧୦।୪: ନୂଆଦିଲ୍ଲୀ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ବାଂଶୁରୀ ସ୍ବରାଜ ନିରନ୍ତର ଜୋରଦାର ପ୍ରଚାର କରୁଥିବା ଦେଖିବାକୁ ମିଳିଛି। ଏହି ସମୟରେ ମଙ୍ଗଳବାର ନିର୍ବାଚନୀ ପ୍ରଚାର ବେଳେ ତାଙ୍କ ଆଖିରେ ଆଘାତ ଲାଗିଛି। ସୋସିଆଲ ମିଡିଆ ଆକାଉଣ୍ଟ ଏକ୍ସରେ...

ସୁପ୍ରିମକୋର୍ଟଙ୍କ ପରେ ପତଞ୍ଜଳିକୁ କେନ୍ଦ୍ର ସରକାରଙ୍କ ଠାରୁ ଝଟ୍‌କା

ନୂଆଦିଲ୍ଲୀ,୧୦।୪: ଏଲୋପାଥିକ ଔଷଧ ବିରୋଧରେ ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ କେନ୍ଦ୍ର ସରକାର ସୁପ୍ରିମକୋର୍ଟରେ ପତଞ୍ଜଳି ବିରୋଧରେ ଏକ ଆଫିଡେଭିଟ ଦାଖଲ କରିଛନ୍ତି। ଆୟୁଷ ମନ୍ତ୍ରଣାଳୟ ପତଞ୍ଜଳିର ଏଲୋପାଥିକ ଔଷଧ ସମ୍ପର୍କରେ ଦେଇଥିବା ବିବୃତ୍ତିକୁ ସମାଲୋଚନା କରିଛି। ମନ୍ତ୍ରଣାଳୟ କହିଛି ଯେ,...

ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀଙ୍କ ମଧ୍ୟରୁ ସବୁଠାରୁ ଧନୀ କମଲ ନାଥଙ୍କ ପୁଅ ନକୁଲ ନାଥ

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଲ ନାଥଙ୍କ ପୁଅ ତଥା କଂଗ୍ରେସ ଏମ୍‌ପି ନକୁଲ ନାଥ ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ୭୧୭ କୋଟି ଟଙ୍କା ସମ୍ପତ୍ତିର ସବୁଠାରୁ ଧନୀ ପ୍ରାର୍ଥୀ ଅଟନ୍ତି। ଆସୋସିଏଶନ ଅଫ ଡେମୋକ୍ରାଟିକ ରିଫର୍ମସ...

ସକ୍ରିୟ ରାଜନୀତିରୁ ସନ୍ୟାସ ନେଲେ ବିରପ୍ପା ମୋଇଲି

ବେଙ୍ଗାଲୁରୁ,୧୦।୪: ରାଜନୀତିରୁ ସନ୍ୟାସ ନେଲେ ବରିଷ୍ଠ କଂଗ୍ରେସ ନେତା ବିରପ୍ପା ମୋଇଲି। କର୍ନାଟକର ଚିକ୍କୱଲାପୁର ଲୋକ ସଭା ଆସନରୁ ଟିକେଟ ଆଶାୟୀ ଥିବା ମୋଇଲି ଶେଷରେ ନିରାଶ ହେବା ପରେ ଏପରି ନିଷ୍ପତ୍ତି ନେଇଛନ୍ତି। ଚିକ୍କୱଲାପୁର ଆସନ ନିମନ୍ତେ ଟିକେଟ...

କେଜ୍‌ରିଓ୍ବାଲଙ୍କୁ ବଡ଼ ଝଟକା

ନୂଆଦିଲ୍ଲୀ,୧୦।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି (ଏଏପି) ଜାତୀୟ ସଂଯୋଜକ ଅରବିନ୍ଦ କେଜ୍‌ରିୱାଲଙ୍କୁ ରୌଜ୍‌ ଏଭେନ୍ୟୁ କୋର୍ଟରୁ ଏକ ବଡ଼ ଝଟକା ଲାଗିଛି। କେଜ୍‌ରିୱାଲଙ୍କ ପକ୍ଷରୁ ଜେଲରେ ଓକିଲମାନଙ୍କୁ ସପ୍ତାହରେ ୫ଥର ଭେଟିବାକୁ ଦାବି କରି ଆବେଦନ...

କିଏ ସେହି ନୀତୀଶ ରେଡ୍ଡୀ, ଯିଏ ଚୌକା-ଛକା ବର୍ଷା କରି ପ୍ରୀତି ଜିଣ୍ଟାଙ୍କ ଦଳକୁ ଚଟାଇଲେ ଧୂଳି

ନୂଆଦିଲ୍ଲୀ,୧୦।୪: ପଞ୍ଜାବ କିଙ୍ଗସ (ପିବିଏକେ) ବିପକ୍ଷରେ ପ୍ରଥମେ ବ୍ୟାଟିଂ କରି ସନରାଇଜର୍ସ ହାଇଦ୍ରାବାଦ୍‌ ୧୮୨ ରନ ସଂଗ୍ରହ କରିଥିଲା। ପଞ୍ଜାବ କିଙ୍ଗ୍ସର ନୂଆ ଘରୋଇ ଗ୍ରାଉଣ୍ଡରେ ସନରାଇଜର୍ସ ହାଇଦ୍ରାବାଦର ବ୍ୟାଟ୍ସମ୍ୟାନ୍‌ନେ ରନ ସ୍କୋର କରିବାକୁ ସଂଘର୍ଷ କରୁଥିବା ଦେଖିବାକୁ ମିଳିଥିଲା।...

ବ୍ରାହ୍ମଣୀଗାଁ ପୋଲିସକୁ ସଫଳତା: ୨ ଫେରାର ଅଭିଯୁକ୍ତଙ୍କୁ ଗିରଫ

ଦାରିଙ୍ଗବାଡି, ୯।୪ (ଅରୁଣ ସାହୁ )-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ପକ୍ଷରୁ ଅବାଧ ଓ ମୁକ୍ତ ନିର୍ବାଚନ କରିବାକୁ ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଛି। ଥାନା ଅଞ୍ଚଳରେ ପୋଲିସର ଉପସ୍ଥିତକୁ ଲୋକଙ୍କୁ ଜଣାଇବା ଓ ଶାନ୍ତିଶୃଙ୍ଖଳା...

ଆଉ ଓକିଲମାନେ ପିନ୍ଧିବେନି କଳା କୋର୍ଟ-ଗାଉନ୍‌, ଜାଣନ୍ତୁ କାହିଁକି କୋର୍ଟ ଦେଲେ ଏପରି ନିର୍ଦ୍ଦେଶ

ଥିରୁଭାନନ୍ତପୁରମ୍‌,୧୦।୯: ପ୍ରବଳ ଖରା ଯୋଗୁ ମଣିଷ ଠାରୁ ଆରମ୍ଭ କରି ଜୀବଜନ୍ତୁ ମଧ୍ୟ ଅସ୍ତବ୍ୟସ୍ତ ହୋଇ ପଡୁଛନ୍ତି। ଉତ୍ତର ଭାରତରେ ଏବେ ପାରା ୪୦ ଡିଗ୍ରୀ ପାର୍‌ କରି ସାରିଛି। ତେବେ ଏଥିପାଇଁ ଓକିଲଙ୍କୁ କଳା କୋର୍ଟ ନ ପିନ୍ଧିବାକୁ...

ବିପକ୍ଷ ବ୍ୟାଟ୍ସମ୍ୟାନ୍‌ଙ୍କ ବ୍ୟାଟ୍‌ ଛଡାଇଲେ ଚହଲ, ତା’ପରେ ଘଟିଲା ଏମିତି: ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୧୦।୪: ଆଇପିଏଲ ୨୦୨୪ର ୨୪ତମ ମ୍ୟାଚ ରାଜସ୍ଥାନ ରୟାଲ୍ସ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ଖେଳାଯିବ। ଏହି ମ୍ୟାଚ ପୂର୍ବରୁ ଅଭ୍ୟାସ ସେଶନର ଏକ ଭିଡିଓ ସାମ୍ନାକୁ ଆସିଛି, ଯେଉଁଥିରେ ୟୁଜବେନ୍ଦ୍ର ଚହଲ ଜିଟି ପ୍ଲେୟାର ସହିତ ଅଜବ କାର୍ଯ୍ୟ...

ଗୁଲମକ୍କି ଦଳକୁ ଆସିବା ପରେ ଶକ୍ତିଶାଳୀ ହେଉଛି ବିଜେଡି

ଭୁବନେଶ୍ୱର,୧୦ା୪(ଅନିଲ ଦାସ):ଭଦ୍ରକ ପୌରପାଳିକାର ପୌରାଧ୍ୟକ୍ଷା ଗୁଲମକ୍କି ହବିବଙ୍କ ସମେତ ଶତାଧିକ କର୍ମୀ ମଙ୍ଗଳବାର ଶଙ୍ଖଭବନଠାରେ ପୂର୍ବତନ ମନ୍ତ୍ରୀ ତଥା ଭଦ୍ରକ ଜିଲା ପର୍ଯ୍ୟବେକ୍ଷକ ସଞ୍ଜୟ କୁମାର ଦାସବର୍ମା, ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲ, ରାଜ୍ୟ ସଭା ସଦସ୍ୟ ଦେବାଶିଷ ସାମନ୍ତରାୟ,...

ପୁରୀରୁ ବାହାରିଲା ଉଠ ଓଡ଼ିଆ ସ୍ବାଭିମାନ ସଙ୍କଳ୍ପ ପଦଯାତ୍ରା

ଭୁବନେଶ୍ୱର, ୧୦।୪: ଆଜିଠୁ ଉଠ ଓଡ଼ିଆ ସ୍ବାଭିମାନ ସଙ୍କଳ୍ପ ପଦଯାତ୍ରା। ପୁରୀ ଶ୍ରୀମନ୍ଦିର ନିକଟରୁ ଯାତ୍ରା ବାହାରି ବୀର ହରେକୃଷ୍ଣପୁର, ସୁଆଣ୍ଡୋ, ସତ୍ୟବାଦୀ, ଧଉଳି ଦେଇ ୧୪ ତାରିଖ ପଣାସଂକ୍ରାନ୍ତି ତଥା ଓ ନବବର୍ଷ ଦିନ ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିବ।...

କିଏ ସେହି ହିମାଙ୍ଗୀ ସାଖି, ଯିଏ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦେବେ ଟକ୍କର

ନୂଆଦିଲ୍ଲୀ,୧୦।୩:ଟ୍ରାନ୍ସଜେଣ୍ଡର ମହାମଣ୍ଡଳେଶ୍ୱର ହିମାଙ୍ଗୀ ସାଖି ଆଗାମୀ ଲୋକ ସଭା ର୍ନିବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ପ୍ରତିଦ୍ୱନ୍ଦ୍ୱିତା କରିବେ। ଅଖିଳ ଭାରତ ହିନ୍ଦୁ ମହାସଭା ତାଙ୍କୁ ବାରାଣସୀ ସଂସଦୀୟ ଆସନରୁ ଟିକେଟ ଦେଇଛି। ସେ ଆସନ୍ତା ସପ୍ତାହରେ ବାରାଣସୀ ଆସି...

ଟାଟୁ କରିଥିବା ପୋଲିସ କର୍ମଚାରୀଙ୍କୁ କଡ଼ା ନିର୍ଦ୍ଦେଶ, ୧୫ ଦିନ ଭିତରେ ନ ଲିଭାଇଲେ…

ଭୁବନେଶ୍ୱର, ୧୦।୪: ପୋଲିସ କର୍ମଚାରୀଙ୍କ ପାଇଁ ନୂଆ ନିୟମ। ବାଟାଲିୟନରେ ଟାଟୁ କରିପାରିବେନି କୌଣସି ପୋଲିସ। ଯେଉଁମାନେ ଟାଟୁ କରିଛନ୍ତ, ୧୫ ଦିନ ଭିତରେ ଲିଭାଇବାକୁ ଡିସିପି (ସିକ୍ୟୁରିଟି)ନିର୍ଦ୍ଦେଶ ଦେଇଛନ୍ତି। ଶୃଙ୍ଖଳିତ ବିଭାଗରେ ବିଶୃଙ୍ଖଳାଙ୍କୁ ପ୍ରଶୟ ଦିଆଯିବନାହିଁ ଡିସିପି (ସିକ୍ୟୁରିଟି)...

ହାଇକୋର୍ଟରୁ ନିରାଶ ପରେ ସୁପ୍ରିମକୋର୍ଟରେ ପହଞ୍ଚିଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୧୦।୪: ଦିଲ୍ଲୀ ମଦ ନୀତି ସହ ଜଡିତ ଅର୍ଥ ହେରଫେର ମାମଲାରେ ଗିରଫ ହୋଇଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ହାଇକୋର୍ଟଙ୍କ ଆଦେଶ ବିରୋଧରେ ସୁପ୍ରିମକୋର୍ଟଙ୍କ ନିକଟରେ ପହଞ୍ଚିଛନ୍ତି। କେଜ୍‌ରିଓ୍ବାଲଙ୍କ ଓକିଲମାନେ ବୁଧବାର ପୂର୍ବାହ୍ନ ୧୦.୩୦ରେ ପ୍ରଧାନ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୂଡଙ୍କୁ...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଜୀବନ, ୪ ଆହତ

ଜୟପୁର,୧୦।୩: କୋରାପୁଟ ଜିଲା ଜୟପୁର ସଦର ଥାନା ଅନ୍ତର୍ଗତ ଗାଗନାପୁର ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଦୁଇଟି ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ଆହତ...

ରାଏବରେଲିରେ ପ୍ରିୟଙ୍କାଙ୍କୁ ହରାଇବେ ଅପର୍ଣ୍ଣା ଯାଦବ, ବଡ଼ ଦାବି କଲେ ମୁଲାୟମଙ୍କ ବୋହୂ

ନୂଆଦିଲ୍ଲୀ,୧୦।୪: ଲୋକ ସଭା ନିର୍ବାଚନର ତାରିଖ ପାଖେଇ ଆସୁଥିବାରୁ ରାଜନୈତିକ ତାପମାତ୍ରା ବୃଦ୍ଧି ପାଉଛି। ସମସ୍ତ ଦଳ ନିର୍ବାଚନୀ ପ୍ରଚାର କରିବାରେ ବ୍ୟସ୍ତ ଅଛନ୍ତି। ଏସବୁ ମଧ୍ୟରେ, ତଥାପି କିଛି ସିଟ ଅଛି ଯାହା ଉପରେ ଅଧିକ ଆଲୋଚନା କରାଯାଇନାହିଁ...

ବିଜେଡି ଗଡ଼ ପତନ ପାଇଁ ଭାଜପା କରୁଛି ଏମିତି ରଣନୀତି

ଚିକିଟି,୧୦ା୪(ପ୍ରକାଶ ଚନ୍ଦ୍ର ସାହୁ):ଗଞ୍ଜାମ ଜିଲାର ଚିକିଟି ନିର୍ବାଚନମଣ୍ଡଳୀ ବିଜେଡି ଗଡ଼ ଭାବରେ ପରିଚିତ। ମନ୍ତ୍ରୀ ଉଷା ଦେବୀ ଦୀର୍ଘ ୨୪ବର୍ଷ ଧରି ଅକ୍ତିଆର କରି ରହିଥିବା ଏହି ଆସନ ପାଇଁ ତାଙ୍କ ସୁପୁତ୍ର ଚିନ୍ମୟାନନ୍ଦ ଶ୍ରୀରୁପ ଦେଓଙ୍କୁ ଚଳିତ ବର୍ଷ...

ଜହ୍ନରୁ ଆସିବ ମାଟି: ଖୁସି ଖବର ଦେଲେ ଇସ୍ରୋ ମୁଖ୍ୟ

ନୂଆଦିଲ୍ଲୀ,୧୦।୪: ଏବେ ଭାରତର୍‌ ମୁନ୍‌ ମିଶନ୍‌ ଧୀରେ ଧୀରେ ସଫଳତାର ପାହାଚ ଚଢୁଛି। ଜହ୍ନରୁ ମାଟି ଆଣିବା ପାଇଁ ଯେଉଁ ଚର୍ଚ୍ଚା ହେଉଥିଲା, ତାହା ଏବେ ସତ ହେବାକୁ ଯାଉଛି। ଭାରତର ଚତୁର୍ଥ ମୁନ ମିଶନରେ ଜହ୍ନରୁ ମାଟି ଓ...

ଏଥର ବିକଳ୍ପ ଖୋଜୁଛନ୍ତି ଭୋଟର

ଯାଜପୁର,୧୦ା୪(ହର୍ଷବର୍ଦ୍ଧନ ବେହେରା) :ଯାଜପୁର ଜିଲାର ବିଞ୍ଝାରପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ୧୯୬୭ରୁ ଏଯାବତ ସଂରକ୍ଷିତ ଆସନ ହୋଇ ରହିଛି। ଅଞ୍ଚଳବାସୀ ଏନେଇ ରାଜ୍ୟ ଓ କେନ୍ଦ୍ର ନିର୍ବାଚନ କମିଶନରଙ୍କୁ ବାରମ୍ବାର ଦୃଷ୍ଟି ଆକର୍ଷଣ କରିଥିଲେ ହେଁ କିଛି ସୁଫଳ ମିଳି...

୬ ଦିନରେ ୩,୦୨,୯୫୦ କଇଁଛଙ୍କ ଅଣ୍ଡାଦାନ

ରାଜନଗର,୧୦ା୪(ଭାସ୍କର ରାଉତରାୟ):ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ବିରଳ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ଅନ୍ତୁଡ଼ିଶାଳ ଗହୀରମଥା ଲକ୍ଷାଧିକ କଇଁଛଙ୍କ ଅଣ୍ଡାଦେବା ପ୍ରକ୍ରିୟାରେ ଚଳଚଞ୍ଚଳ ହୋଇପଡ଼ିଛି। ଚଳିତମାସ ୨ ତାରିଖରୁ ଆରମ୍ଭ ହୋଇଥିବା ଏହି ସମୂହ ଅଣ୍ଡାଦାନ ପ୍ରକ୍ରିୟା ଶେଷ ହୋଇଛି। ଅନୁକୂଳ ପାଗର...