କେରଳରେ ସର୍ବାଧିକ କରୋନା ସଂକ୍ରମିତ: ଦ୍ୱିତୀୟ ସ୍ଥାନରେ ମହାରାଷ୍ଟ୍ର

ନୂଆଦିଲ୍ଲୀ,୨୫।୩: କରୋନା ସଂକ୍ରମଣ ଭାରତରେ ଆତଙ୍କ ସୃଷ୍ଟି କରିଛି। ଏହାକୁ ରୋକିବା ଲାଗି ଦେଶରେ ୨୧ ଦିନିଆ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। ପୂର୍ବରୁ କରୋନା ସଂକ୍ରମଣ ଘଟଣାରେ ମହାରାଷ୍ଟ୍ର ଏକ ନମ୍ବର ସ୍ଥାନରେ ଥିବାବେଳେ ଏବେ ଏହା ଦ୍ୱିତୀୟ ସ୍ଥାନକୁ ଆସିଛି। କେରଳରେ ସର୍ବାଧିକ ୧୦୯ ଜଣ କରୋନା ସଂକ୍ରମଣଙ୍କୁ ଚିହ୍ନଟ କରାଯାଇଛି।  ମହାରାଷ୍ଟ୍ରରେ ଏଠାରେ ୧୦୧ ଜଣ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ସେହିପରି କର୍ନାଟକରେ ୪୨ ଜଣ ସଂକ୍ରମିତ ରହିଛନ୍ତି। ଉତ୍ତରପ୍ରଦେଶରେ ୩୫ ଏବଂ ତେଲେଙ୍ଗାନାରେ ସଂକ୍ରମିତଙ୍କ ସଂଖ୍ୟା ୩୫ ରହିଛି। ରାଜସ୍ତାନରେ ୩୨ ଏବଂ ଗୁଜରାଟରେ ୩୩ ଜଣ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି।


All Right Reserved By Dharitri.Com

ଜ୍ୟୋତିରାଦିତ୍ୟଙ୍କ ଇସ୍ତଫା ପରେ ଟୁଇଟ୍‌ କଲେ ପୁଅ

ଭୋପାଳ,୧୧।୩: ମଧ୍ୟପ୍ରଦେଶର କଂଗ୍ରେସ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ମଙ୍ଗଳବାର କଂଗ୍ରେସରୁ ଇସ୍ତଫା ଦେବା ପରେ ଏବେ ରାଜନୀତି ହୋଇଛି ସରଗରମ। ଜ୍ୟୋତିରାଦିତ୍ୟଙ୍କ ଇସ୍ତଫା ପରେ ତାଙ୍କ...

ଗୁଜରାଟ ଉପକୂଳରେ ପାକିସ୍ତାନୀ ଡଙ୍ଗା: ସର୍ଚ୍ଚ ଅପରେଶନ ଜାରି

ଗାନ୍ଧିନଗର,୫।୧୦: ଗୁଜରାଟ କଚ୍ଛ ଅଞ୍ଚଳରେ ପାକିସ୍ତାନ ଅନୁପ୍ରବେଶ ଉଦ୍ୟମ ଜାରି ରଖିଥିବା ବେଳେ ଏବେ ପାକିସ୍ତାନ ମତ୍ସଜୀବୀଙ୍କ ଦୁଇଟି ଡଙ୍ଗା ମିଳିବା ପରେ ସର୍ଚ୍ଚ ଅପରେଶନ...

ମାନହାନି ମାମଲା:ରାହୁଲ, ୟେଚୁରୀଙ୍କୁ ଜାମିନ

ମୁମ୍ବାଇ,୫।୭(ପି.ଟି.):ଏକ ମାନହାନି ମାମଲାରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଓ ସିପିଆଇ(ଏମ୍‌) ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀ ଗୁରୁବାର କୋର୍ଟରେ ହାଜର ହୋଇ ନିଜକୁ ନିର୍ଦ୍ଦୋଷ...

ଭୟରେ ଛତ୍ରଭଙ୍ଗ

ନୂଆଦିଲ୍ଲୀ,୮ା୭(ପି.ଟି.): ପୁଲ୍‌ଓ୍ବାମାରେ ଜୈଶ୍‌-ଇ-ମହମ୍ମଦ (ଜେଇଏମ୍‌) ଆତଙ୍କବାଦୀଙ୍କ ଆତ୍ମଘାତୀ ଆକ୍ରମଣରେ ୪୦ରୁ ଊର୍ଦ୍ଧ୍ୱ ସିଆର୍‌ପିଏଫ୍‌ ଯବାନ ଶହୀଦ ହେବା ପରେ ଭାରତୀୟ ବାୟୁସେନା ଫେବୃୟାରୀ ୨୬ରେ ବାଲାକୋଟରେ...

ନିମନ୍ତ୍ରଣ କାର୍ଡ ଛାପୁଥିବା ବ୍ୟକ୍ତିଙ୍କୁ ଦେବାକୁ ପଡ଼ିବ କନ୍ୟା-ବରଙ୍କ ବୟସ ପ୍ରମାଣ !

ରାଞ୍ଚି,୨୫।୨: ଝାଡ଼ଖଣ୍ଡର କେତେକ ଅଞ୍ଚଳରେ ବାଲ୍ୟ ବିବାହ ଘଟଣା ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ଚାଇଲ୍ଡ ଲାଇନ୍‌ ପକ୍ଷରୁ ଏଭଳି ବିବାହ ରୋକିବା ଲାଗି...

ମୌସୁମୀ ବର୍ଷାରେ ବେହାଲ ମହାରାଷ୍ଟ୍ର

ମୁମ୍ବାଇ,୯।୬: ଚଳିତ ବର୍ଷ ପ୍ରଥମ କରି ଶନିବାର କେରଳ ଛୁଇଁଲା ମୌସୁମୀ। ଏହାର ପ୍ରଭାବରେ ମହାରାଷ୍ଟ୍ରରେ ପ୍ରବଳ ବର୍ଷା ସାଙ୍ଗକୁ ପବନ ମଧ୍ୟ ବହିଥିଲା। ଏହି...

ଓକିଲଙ୍କ ଚ୍ୟାମ୍ବରକୁ ସିଲ୍‌ କଲେ ସୁପ୍ରିମକୋର୍ଟ: ଭିଡିଓ କନଫରେନ୍ସିଂ ଜରିଆରେ ହେବ ଶୁଣାଣି

ନୂଆଦିଲ୍ଲୀ ୨୩।୩: ଦେଶରେ କରୋନା ଭାଇରସ୍‌ର ପ୍ରକୋପକୁ ଦେଖି ସୁପ୍ରିମକୋର୍ଟ ବଡ଼ ନିଷ୍ପତ୍ତି ନେଇଛନ୍ତି। ସୋମବାର ଓକିଲଙ୍କ ଚ୍ୟାମ୍ବରକୁ ସିଲ୍‌ କରାଯିବାକୁ ନିର୍ଦ୍ଦେଶ ଦେବା ସହ...

ଦିନକରେ ୮୭ ଜଣଙ୍କ ନାଁରେ ମାମଲା

ଛତ୍ରପୁର,୨୬ା୩(ଡି.ଏନ୍‌.ଏ.)-କରୋନା ନେଇ ଜାରି ହୋଇଥିବା ଗାଇଡଲାଇନ ଓ ଲକ୍‌ଡାଉନ୍‌କୁ ଉଲ୍ଲଂଘନ କରି ଗଞ୍ଜାମ ପୋଲିସ ଜିଲାରେ ଗୁରୁବାର ୩୬ଟି ମାମଲା ରୁଜୁ କରାଯାଇଛି। ଏଥିରେ ୮୭...

Leave a comment

Your email address will not be published. Required fields are marked *