ଲକଡାଉନ ନ ମାନି ୧୦ ଗିରଫ

ଢେଙ୍କାନାଳ ଅଫିସ୍, ୨୫ା୩- ସାରା ଦେଶରେ ଲକଡାଉନ ଜାରିଥିବାବେଳେ ଅନେକ ଲୋକେ ଏହାକୁ ନ ମାନି ବାହାରକୁ ବାହାରୁଥିବା  ଦେଖାଯାଉଛି। ଏହି ନିୟମ ନ ପାଳିବା ଅଭିଯୋଗରେ ଢେଙ୍କାନାଳ ପୋଲିସ ବୁଧବାର ୧୦ ଜଣଙ୍କୁ ଗିରଫ କରିଛି। ଏଥତ୍ସହ ୧୦ଟି ବାଇକ୍ ଜବତ କରାଯାଇଛି। ଏସ୍ପି ଜେମ୍ସଙ୍କ ନେତୃତ୍ୱରେ ସଦର ଏସଡିପିଓ ଶ୍ରୀହର୍ଷ ମିଶ୍ର, ଟାଉନ ଥାନା ଆଇଆଇସି ଜ୍ଞାନ ରଞ୍ଜନ ସାମଲ ପ୍ରମୁଖ ଯାଞ୍ଚ କରିବା ସହ ଲୋକଙ୍କୁ ଘରୁ ନ ବାହାରିବାକୁ ସଚେତନ କରୁଛନ୍ତି।


All Right Reserved By Dharitri.Com

ହରିଶଙ୍କରରୁ ନୃସିଂହନାଥକୁ ପାହାଡ ଚଢି ଯିବା ମଜା ନିଆରା

ଖପ୍ରାଖୋଲ, ୧୭ା୫(ଡି.ଏନ.ଏ.):ବଲାଙ୍ଗୀର ଜିଲା ଓ ବରଗଡ ଜିଲା ସୀମାନ୍ତରେ ରହିଛି ଗନ୍ଧମାର୍ଦ୍ଦନ ପାହାଡ ା ପାହାଡର ଦୁଇପାର୍ଶ୍ୱରେ ହରିଶଙ୍କର ଏବଂ ନୃସିଂହନାଥ ପୀଠ ା ବର୍ଷ...

ଜନସ୍ବାସ୍ଥ୍ୟ ବିଭାଗର ଦାୟିତ୍ୱହୀନତା: ଜଣ୍ଡିସ୍‌କୁ ଡାକୁଛି ଗୋଳିଆପାଣି

ବ୍ରହ୍ମପୁର ଅଫିସ୍‌,୨୬ା୭- ସ୍ବଚ୍ଛ ପାଣି ଯୋଗାଇବାରେ ଜନସ୍ବାସ୍ଥ୍ୟ ବିଭାଗର ବିଫଳତାକୁ ନେଇ ଏବେ ଅସନ୍ତୋଷ ଚରମସୀମାରେ ପହଞ୍ଚିଛି। ଦୁଇ ଦିନ ହେଲା ପାଇପ୍‌ରେ କେବଳ ଗୋଳିଆ...

ଶାରୀଶୂଆ ପାହାଡରେ ସାଇଣ୍ଟଫିକ ଟିମ

ଖଇରା, ୨୫।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ ଶାରୀଶୂଆ ପାହାଡର ୭୭ ନମ୍ବର ତଥା ଅନ୍ୟାନ୍ୟ ଖଣି ଉପରେ କଟକ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ର ଚଢାଉର ୧୨...

ଦୀପାବଳୀ ପାଇଁ ଜୟପୁରରେ ଫୁଲ, ବାଣ ବଜାର

ଜୟପୁର,୨୭ା୧୦(ଡି.ଏନ୍‌.ଏ.): ଦୀପାବଳି ପାଇଁ ଜୟପୁର ସହରର ବଜାର ଚଳଚଞ୍ଚଳ ହୋଇଛି ା ରବିବାର ଦୀପାବଳି ପର୍ବ ପାଳନ ଲାଗି ସହରର ଦୈନିକ ବଜାର ମୁଖ୍ୟରାସ୍ତାରେ ମଣ୍ଡା,...

ଦାରିଙ୍ଗବାଡ଼ିରେ ଶୀତ ବଢ଼ିବା ସତ୍ତ୍ୱେ ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୮।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର ଶୀତ ବୃଦ୍ଧି ପାଇଛି । ସକାଳ ୮ଟା ସୁଦ୍ଧା ସର୍ବନିମ୍ନ ତାପମାତ୍ରା ୭ ଡିଗ୍ରୀ ରହିଥିବା...

ମାଲବାହୀ ଟ୍ରେନ୍‌ରେ ନିଆଁ

ଗଞ୍ଜାମ,୧୪।୧(ଡି.ଏନ୍‌.ଏ.): ଭୁବନେଶ୍ୱରରୁ ଗଞ୍ଜାମ ଅଭିମୁଖେ ଯାଉଥିବା ଏକ ମାଲବାହୀ ଟ୍ରେନ୍‌ରେ ମଙ୍ଗଳବାର ଅଗ୍ନିକାଣ୍ଡ ଘଟିଛି। ଉକ୍ତ କୋଇଲା ବୋଝେଇ ଟ୍ରେନ୍‌ର ଦୁଇଟି ବଗିରୁ ଧୂଆଁ ବାହାରୁଥିବା...

ଆଇନଜୀବୀ ଓ ଯୁବନେତାଙ୍କୁ ପୋଲିସର ମାଡ଼

ଆନନ୍ଦପୁର,୨୬।୩(ସ୍ବ.ପ୍ର.)-କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସ୍ପେଶାଲ ସ୍କାଡ୍‌ରେ କାର୍ଯ୍ୟ କରୁଥିବା ରାମଚନ୍ଦ୍ରପୁର ଥାନାର ଜଣେ ଏସଆଇ ମଙ୍ଗଳବାର ଅପରାହ୍ନରେ ସ୍ଥାନୀୟ ବ୍ରିଜ ଛକ ନିକଟରୁ ଜଣେ...

ଓଡ଼ଗାଁ ଗୋଠବଣ ଡକାୟତି ମାମଲାର ପର୍ଦ୍ଦାଫାଶ, ୨ ଗିରଫ

ଓଡ଼ଗାଁ, ୨୪ା୮(ସ୍ବ.ପ୍ର.): ଓଡ଼ଗାଁ ଥାନା ଗୋଠବଣ ଗ୍ରାମରେ ଗତ ୧୨ ତାରିଖ ମଧ୍ୟ ରାତ୍ରରେ ହୋଇଥିବା ଡକାୟତି ମାମଲାର ପର୍ଦ୍ଦାଫାଶ ହୋଇଛି। ସେହି ରାତିରେ ୫...

Leave a comment

Your email address will not be published. Required fields are marked *