ରେଖାଙ୍କିତ ଚିହ୍ନ ମଧ୍ୟରେ ଠିଆହୋଇ ରାଶନ କିଣିବାକୁ ପୋଲିସର ପରାମର୍ଶ

ଦିଗପହଣ୍ଡି,୨୫।୩(ଡି.ଏନ୍‌.ଏ.): ଦିଗପହଣ୍ଡି ଥାନା ପୋଲିସ ପକ୍ଷରୁ ସହରରେ ଥିବା ରାଶନ ଦୋକାନଗୁଡିକର ଭିଡ଼ ନିୟନ୍ତ୍ରଣ କରି ସତର୍କତା ଅବଲମ୍ବନ କରିବାକୁ ପଦକ୍ଷେପ ନିଆଯାଇଛି। ପ୍ରତି ଦୋକାନ ସମ୍ମୁଖରେ ରେଖାଙ୍କିତ ଚିହ୍ନ ମଧ୍ୟରେ ଠିଆହୋଇ ଆବଶ୍ୟକ ରାଶନ କିଣିବା ପାଇଁ ଲୋକଙ୍କୁ ପରାମର୍ଶ ଦିଆଯାଇଛି। ଦୋକାନ ସମ୍ମୁଖରେ ଅଯଥା ଭିଡ଼ ନ କରି ପରସ୍ପର ମଧ୍ୟରେ ସମଦୂରତା ରକ୍ଷାକରି ଜଣଙ୍କ ପରେ ଜଣେ ଦୋକାନକୁ ଯାଇ ଆବଶ୍ୟକ ସାମଗ୍ରୀ କିଣିବା ଲାଗି ପୋଲିସ ପକ୍ଷରୁ ସଚେତନ କରାଯାଇଛି।


All Right Reserved By Dharitri.Com

‘୨୦୨୪ ସୁଦ୍ଧା ପ୍ରତି ଘରେ ପହଞ୍ଚତ୍ବ ପାଇପ ଯୋଗେ ପାନୀୟଜଳ’

ପୁରୀ ଅଫିସ,୧୨ା୯: ବର୍ତ୍ତମାନ ସୁଦ୍ଧା ଭାରତର ସାଢେ ୧୮ ପ୍ରତିଶତ ପରିବାରକୁ ପାଇପ ଯୋଗେ ପାନୀୟଜଳ ପହଞ୍ଚତ୍ ପାରିଛି। ଆଗାମୀ ସାଢେ ୪ ବର୍ଷ ମଧ୍ୟରେ...

ଆଜି ସିଂହବାହିନୀ ବେଶରେ ଦର୍ଶନ ଦେବେ ମା’ମଙ୍ଗଳା

କାକଟପୁର,୪।୧୦(ଡି.ଏନ୍‌.ଏ): ପୁରୀ ଜିଲା କାକଟପୁର ମା’ ମଙ୍ଗଳାଙ୍କ ମନ୍ଦିରରେ ଆଶ୍ୱିନ ମୂଳାଷ୍ଠମୀ ତିଥିରୁ ଚାଲିଛି ଶାରଦୀୟ ପାର୍ବଣ ପୂଜା। ଶୁକ୍ରବାର ଆଶ୍ୱିନ ଶୁକ୍ଳ ସପ୍ତମୀ ତିଥି...

କାନଝରି ଡ୍ୟାମରେ ଭାସୁଛି ମଲା କୁକୁଡା

କେନ୍ଦୁଝର, ୯ା୩(ସ୍ବ.ପ୍ର.)-କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ କାନଝରି ଡ୍ୟାମରେ ବସ୍ତାରେ ବନ୍ଧା ହୋଇଥିବା ବହୁ ସଂଖ୍ୟାରେ ମଲା କୁକୁଡ଼ା ଭାସୁଥିବା ଦେଖିବାକୁ ମିଳିଛି। ସୋମବାର ଆଖପାଖ...

କୂଅରେ ବୁଡି ବୃଦ୍ଧଙ୍କ ମୃତ୍ୟୁ ଘଟଣା: ରାତି ଅଧରେ ବ୍ୟବଚ୍ଛେଦ ଦାବିରେ ସମ୍ପର୍କୀୟଙ୍କ ଡାକ୍ତରଙ୍କୁ ମାଡ଼ ଅଭିଯୋଗ

ପାଟଣା,୧୧।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସୋମବାର ବିଳମ୍ବିତ ରାତିରେ ଜଣେ ବୃଦ୍ଧଙ୍କ ମୃତଦେହ ବ୍ୟବ୍ୟଚ୍ଛେଦ ଦାବିରେ ସେମାନଙ୍କ ସମ୍ପର୍କୀୟ ୨ ଡାକ୍ତରଙ୍କୁ ମାଡ଼...

୮୫ କେନ୍ଦ୍ରରେ ୧୭,୫୧୩ ପରୀକ୍ଷାର୍ଥୀ

ଅନୁଗୋଳ ଅଫିସ, ୧୯।୨ – ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହେବ। ଏହି ପରୀକ୍ଷାରେ ଅନୁଗୋଳ ଜିଲାରେ ୮୫ଟି...

୪୮ ଦିନ ପରେ ବ୍ରହ୍ମପୁର ଫେରିଲେ ଶିବାଶିଷ: କହିଲେ ‘ମୁଁ ପୁନର୍ଜନ୍ମ ପାଇଛି’

ବ୍ରହ୍ମପୁର ଅଫିସ, ୧୪।୩- ସମ୍ପ୍ରତି ବିଶ୍ୱରେ ଭୟଙ୍କର କରୋନା ଭାଇରସ୍‌ ଆତଙ୍କ ଜାରି ରହିଥିବା ବେଳେ ଜାପାନ ଜଳଜାହାଜରେ ଫସି ରହିଥିବା ଶିବାଶିଷ ନାୟକ ଫେବୃୟାରୀ...

୫୦ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

ରେମୁଣା,୨୪।୭(ଡି.ଏନ.ଏ.)-ଖନ୍ତାପଡ଼ା ଥାନା ବରପଦା ଗାଁରୁ ଏକ କାର୍‌(ନଂ. ଓଡ଼ି୩୧-୭୦୭୦)ରେ ଥିବା ୭ ପେଟି ଗଞ୍ଜେଇ (ଆନୁମାନିକ ଓଜନ ୫୦କେଜି)କୁ ମଙ୍ଗଳବାର ରାତି ପ୍ରାୟ ସାଢେ ୮ଟା...

ଜଳୁଛି କଳାହାଣ୍ଡି : ୪୪.୫ ଡିଗ୍ରୀ ତାପମାତ୍ରା, ଜନଜୀବନ ଅସ୍ତବ୍ୟସ୍ତ

ଭବାନୀପାଟଣା,୨୭ା୫(ଡି.ଏନ୍‌.ଏ.): ସାରା ରାଜ୍ୟ ପ୍ରବଳ ଗ୍ରୀଷ୍ମତାପରେ ଜଳୁଥିବାବେଳେ ଭବାନୀପାଟଣାରେ ତାପମାତ୍ରା ୪୪.୫ ଡିଗ୍ରୀ ରହିଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ପୂର୍ବାହ୍ନ ୧୦ଟାରୁ ସନ୍ଧ୍ୟା ୭ଟା...

Leave a comment

Your email address will not be published. Required fields are marked *