Posted inଖେଳ

୨୦୦ ଗରୀବ ପରିବାରକୁ ରାଶନ ବାଣ୍ଟିଲେ ଆଫ୍ରିଦୀ

କରାଚୀ,୨୫।୩- ପୂରା ବିଶ୍ୱକୁ ଧିରେ ଧିରେ ଗ୍ରାସ କରୁଛି କରୋନା ଭାଇରସ। ଏହି ମାରାତ୍ମକ ଭାଇରସରୁ ବଞ୍ଚତ୍ବା ପାଇଁ କୌଣସି ଔଷଧ ନ ଥିବାରୁ ବିଭିନ୍ନ ଦେଶ ଭଳି ପାକିସ୍ତାନ ସରକାର ଦେଶରେ ଲକ୍‌ଡାଉନ ଜାରି କରିଛନ୍ତି। ଏଭଳି ସ୍ଥିତିରେ ଦିନ ମଜୁରିଆ ଓ ଖଟିକିଆଙ୍କ ନିଜର ଆବଶ୍ୟକତା ପୂରଣ କରିବାକୁ ସଂଘର୍ଷ କରୁଛନ୍ତି। ଏଣୁ ସେମାନଙ୍କୁ ସାହାଯ୍ୟ ଦରକାର। ଏଥିନେଇ ଆଗେଇ ଆସିଛନ୍ତି ପୂର୍ବତନ ଅଲରାଉଣ୍ଡର ଶାହିଦ ଆଫ୍ରିଦୀ। ବିସ୍ଫୋରକ ବ୍ୟାଟ୍ସମ୍ୟାନ ପାକିସ୍ତାନରେ ୨୦୦ ଗରିବ ପରିବାରକୁ ନିଜେ ରାଶନ ବାଣ୍ଟିଛନ୍ତି। ଏ ନେଇ ଟୁଇଟରରେ କିଛି ଫଟୋ ସହ ଏକ ପୋଷ୍ଟ ଶେୟାର କରିଥିଲେ। ଏହା ତାଙ୍କ ପ୍ରଶଂସକଙ୍କ ହୃଦୟ ସହ ଭେଟେରାନ ଭାରତୀୟ ଖେଳାଳି ହରଭଜନ ସିଂଙ୍କ ମଧ୍ୟ ମନ ଜିଣିପାରିଛି। ଫିଲ୍ଡରେ ସର୍ବଦା ମୁହଁାମୁହିଁ ହେଉଥିବା ହରଭଜନ ଏବେ ଆଫ୍ରିଦୀଙ୍କୁ ପ୍ରଶଂସା କରିଛନ୍ତି। ମାନବିକା ଲାଗି ଏହା ମହତ କାର୍ଯ୍ୟ। ଭଗବାନ ତୁମକୁ ସାହା ହୁଅନ୍ତୁ ବୋଲି ଟରବୋନେଟର ଟୁଇଟ୍‌ କରି ଲେଖିଛନ୍ତି।


All Right Reserved By Dharitri.Com

Posted inଖେଳ View All

ଏଫ୍‌ଆଇଏଚ ହକି ପ୍ରୋ ଲିଗ୍‌: ବେଲ୍‌ଜିୟମ ପହଞ୍ଚିଲା, ୮ରୁ ମ୍ୟାଚ

ଭୁବନେଶ୍ୱର, ୬।୨(କ୍ରୀଡ଼ା ପ୍ରତିନିଧି)- ଏଫଆଇଏଚ୍‌ ହକି ପ୍ରୋ ଲିଗ୍‌ ମ୍ୟାଚ ଖେଳିବା ପାଇଁ ବିଶ୍ୱ ଚାମ୍ପିୟନ ତଥା ବିଶ୍ୱର ନମ୍ବର ଓ୍ବାନ ଦଳ ବେଲଜିୟମ ବୁଧବାର...

ଐତିହାସିକ ଟେଷ୍ଟରେ ଟସ୍‌ ଜିତିଲା ବାଂଲାଦେଶ, ପ୍ରଥମେ ବ୍ୟାଟିଂ ନିଷ୍ପତି

କୋଲକାତା,୨୨।୧୧: ଶୁକ୍ରବାରଠାରୁ ଭାରତ ଏବଂ ବାଂଲାଦେଶ ମଧ୍ୟରେ ପ୍ରଥମ ଦିବାରାତ୍ର ଟେଷ୍ଟ ଆରମ୍ଭ ହୋଇଛି। କୋଲକାତାର ଇଡେନ ଗାର୍ଡେନ୍ସ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ବାଂଲାଦେଶ...

୪୫ ବର୍ଷ ପୂର୍ବେ ଏକମାତ୍ର ବିଶ୍ୱକପ୍‌ ଜିତିଥିଲା ଭାରତ

ନୂଆଦିଲ୍ଲୀ,୧୬।୩(ପି.ଟି.)- ଚାରି ଦଶନ୍ଧି ପୂର୍ବେ ଭାରତୀୟ ହକି ଦଳ ଆଜିର ଦିନରେ ତା’ର ଏକମାତ୍ର ବିଶ୍ୱକପ୍‌ ଜିତିଥିଲା। ଏହା ଭାରତୀୟ ହକି ଦଳର ଏକ ଜାଜ୍ୱଲ୍ୟମୟ...

ପିଙ୍କ୍‌ ବଲ୍‌ କ୍ରିକେଟ

ଏପର୍ଯ୍ୟନ୍ତ ୧୧ଟି ପିଙ୍କ୍‌ ବଲ୍‌ ଟେଷ୍ଟ ସଫଳତାର ସହ ଆୟୋଜନ ହୋଇଛି। ଅବଶ୍ୟ ଥରେ ମାତ୍ର ମହିଳା ଦିବାରାତ୍ର ଟେଷ୍ଟ ଖେଳାଯାଇଛି। ଦିବାରାତ୍ର ଟେଷ୍ଟ ଦେଖିବାକୁ...

୧୬ ଜଣଙ୍କୁ ଦୂରଦର୍ଶୀ କ୍ରୀଡ଼ା ସମ୍ମାନ

ଭୁବନେଶ୍ୱର, ୨୯।୮(ସ୍ପୋଟର୍‌ସ ବ୍ୟୁରୋ)- ଜଣାଶୁଣା ପତ୍ରିକା ‘ଦୂରଦର୍ଶୀ’ ତରଫରୁ ଏଥର ମଧ୍ୟ କ୍ରୀଡ଼ାରେ ଉଲ୍ଲେଖନୀୟ ଅବଦାନ ପାଇଁ ୧୬ଜଣଙ୍କୁ ସମ୍ମାନିତ କରାଯାଇଛି। ସ୍ଥାନୀୟ ଇଡକଲ ଅଡିଟୋରିୟମଠାରେ...

ଅଭ୍ୟାସରେ ଯୋଗଦେଲେ ଷ୍ଟୋକ୍ସ

ସେଞ୍ଚୁରିୟନ,୨୬।୧୨(ଏଏଫ୍‌ପି)- ସ୍ଥାନୀୟ ସୁପରସ୍ପୋର୍ଟ ପାର୍କ ଗ୍ରାଉଣ୍ଡରେ ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ ଆରମ୍ଭ ହେବା ପୂର୍ବରୁ ଇଂଲଣ୍ଡ ତାରକା ଅଲରାଉଣ୍ଡର ବେନ୍‌ ଷ୍ଟୋକ୍ସ...

ଭାରତୀୟ ଦଳରେ ଫାଟ

ମୁମ୍ବାଇ,୧୩।୭- ଚଳିତ ବିଶ୍ୱକପ୍‌ ସେମିଫାଇନାଲ ପରାଜୟ ପରେ ଭାରତୀୟ ଦଳରେ ଫାଟ ଦେଖାଦେଇଥିବା କିଛି ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ଭାରତୀୟ ଦଳର ସମସ୍ତ ସଦସ୍ୟ ୧୪...

ଅନୁଷ୍କାଙ୍କ ନାଁ ନେବାରୁ ରାଗିଲେ ବିରାଟ

ନୂଆଦିଲ୍ଲୀ,୧।୧୨: ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କ ନାଁରେ ଅନେକ ବଡ ରେକର୍ଡ ରହିଛି। କୋହଲିଙ୍କ ବ୍ୟାଟିଂକୁ ଯେତେ ପ୍ରଶଂସା କରାଯାଏ, ଫ୍ଲପ୍‌ ହେଲେ...

Leave a comment

Your email address will not be published. Required fields are marked *