ବିଭିନ୍ନ ହାଟ ବନ୍ଦ, ଯାନବାହନ ଯାଞ୍ଚ

ଆର.ଉଦୟଗିରି,୨୫ା୩(ଡି.ଏନ.ଏ.)- ଆର୍‌.ଉଦୟଗିରି ଓ ସେରଙ୍ଗ ଥାନା ଖଜୁରିପଦା ଫାଣ୍ଡି ପକ୍ଷରୁ ଲକ୍‌ଡାଉନ ଯୋଗୁ ଯାନବାହନ ଯାଞ୍ଚ କଡ଼ାକଡ଼ି କରିବା ସହ ସଚେତନତା ଜାରି ରଖାଯାଇଛି। ସୋମବାର ଆର୍‌.ଉଦୟଗିରି ହାଟ ବନ୍ଦ ଥିବାବେଳେ ମଙ୍ଗଳବାର ନୂଆଗଡ ସାପ୍ତାହିକ ହାଟ ଓ ବୁଧବାର ଖଜୁରିପଦା ହାଟ ବନ୍ଦ ରହିଛି। ପୋଲିସ ଭିଡ ନ କରିବାକୁ ପ୍ରଚାର କରୁଥିଲେ ମଧ୍ୟ କିଛି ଅଞ୍ଚଳରେ ଲୋକେ ମାନୁ ନାହାନ୍ତି। କିଣାବିକା ପାଇଁ ଆର.ଉଦୟଗିରି, ଖଜୁରିପଦା ଓ ନୂଆଗଡ ଆସୁଥିବାରୁ ଆର୍‌.ଉଦୟଗିରି ଥାନା ଅଧିକାରୀ ମମତା ନାୟକଙ୍କ ନେତୃତ୍ୱରେ ଅତାରସିଂ ଛକ ଓ ଖଜୁରିପଦା ଫାଣ୍ଡି ଅଧିକାରୀ ରବୀନ୍ଦ୍ର କୁମାର ପାତ୍ର ଛକଠାରେ ଲୋକଙ୍କୁ ବୁଝାଉଥିବା ଦେଖିବାକୁ ମିଳିଥିଲା।


All Right Reserved By Dharitri.Com

ଗୃହିଣୀ ହାତରେ ବନ୍ଧୁକ

ଭଦ୍ରକ ଅଫିସ, ୨୬।୫ – ଯେଉଁ ନାରୀ ହାତରେ ରୋଷେଇ କରି ଚାରିକାନ୍ଥ ମଧ୍ୟରେ ସୀମିତ ରହେ ସେହି ନାରୀ ବି ବନ୍ଧୁକ ଚାଳନା କରି...

ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ

ବାଲେଶ୍ୱର ଅଫିସ, ୩୦।୬-କେନ୍ଦ୍ର ମତ୍ସ୍ୟ ଓ ପଶୁପାଳନ ଏବଂ କ୍ଷୁଦ୍ର ମଧ୍ୟମଶିଳ୍ପ ରାଷ୍ଟ୍ର ମନ୍ତ୍ରୀ ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ରବିବାର ଜିଲା...

ଆଦର୍ଶ ସହରର ଉପେକ୍ଷିତ ୩ନଂ. ୱାର୍ଡ:ନର୍ଦ୍ଦମା ପାଣି ରାସ୍ତାରେ

ଢେଙ୍କାନାଳ ଅଫିସ, ୨।୧୧ ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଢେଙ୍କାନାଳକୁ ମିଳିଛି ଆଦର୍ଶ ସହରର ମାନ୍ୟତା। ଲକ୍ଷ୍ମୀପୂଜା ଅବସରରେ ଆୟୋଜିତ ଜାତୀୟସ୍ତରୀୟ...

ହଜିଗଲାଣି ମଣିଷପଣିଆ: କାର୍‌ ଡିକିରେ ବାପାଙ୍କ ମୃତଦେହ ସ୍ବର୍ଗଦ୍ୱାର ଆଣିଲେ ପୁଅ

ପୁରୀ ଅଫିସ, ୨।୨: ମୃତଦେହକୁ ମଶାଣି ପର୍ଯ୍ୟନ୍ତ ନେବା ପାଇଁ ଲୋଡ଼ା ହେଉଥିଲା ଛ’ ଖଣ୍ଡ କାଠ। କାନ୍ଦ ବୋବାଳିରେ ଫାଟି ପଡୁଥିଲା ଘରଦ୍ୱାର। ସାହିଭାଇ...

କାନ୍ଥ ନିର୍ମାଣ ନେଇ ପଡ଼ୋଶୀଙ୍କ ସଂଘବଦ୍ଧ ଆକ୍ରମଣରେ ଗୋଟିଏ ପରିବାରର ୩ ଗୁରୁତର: ୫ ଗିରଫ

ଆସିକା,୨।୨(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ସୁମନ୍ତପଲ୍ଲୀ ଗ୍ରାମରେ ଶନିବାର ବିଳମ୍ବତ ରାତିରେ ସଂଘବଦ୍ଧ ଆକ୍ରମଣ ହୋଇଛି। ଏଥିରେ ଉକ୍ତ ଗ୍ରାମର ଗୋଟିଏ ପରିବାରର...

ଦକ୍ଷତାବିହୀନ ୫ କର୍ମଚାରୀଙ୍କୁ ପ୍ରାକ୍‌ ଅବସର ନୋଟିସ

ଛତ୍ରପୁର,୧-୧(ଡି.ଏନ୍‌.ଏ.):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୫-ଟି କାର୍ଯ୍ୟକ୍ରମର ମାନଦଣ୍ଡରେ ପ୍ରଶାସନିକ କାର୍ଯ୍ୟ ନିର୍ବାହ କରିବା ବାଧ୍ୟତାମୂଳକ ରହିଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ...

ଜାତୀୟ ରାଜପଥ ଅବରୋଧ କଲେ ଚାଷୀ: ମଣ୍ଡିରେ ଧାନ କିଣାରେ ବିଳମ୍ବ ନେଇ ଅସନ୍ତୋଷ

ବିରିଡି (ଡି.ଏନ୍‌.ଏ.)/ବାଲିଆ, ୨୭।୨: ବିରିଡ଼ି ବ୍ଲକ ଅଧୀନ ଉତ୍ତରଶାସନ ସମବାୟ ସମିତିରେ ଧାନକିଣାରେ ବିଳମ୍ବ ନେଇ ବୁଧବାର ଚାଷୀମାନେ କନ୍ଦରପୁର-ନୂଆଗଁ। ୫୫ ନଂ. ଜାତୀୟ ରାଜପଥ...

କୁନି ପ୍ରଧାନ ହତ୍ୟା ମାମଲା: ନାତି ବଳରାମଙ୍କୁ ଆଜୀବନ ଜେଲ୍‌ ଦଣ୍ଡ

ଜଗତ୍‌ସିଂହପୁର ଅଫିସ,୨୧।୯: ଜଗତ୍‌ସିଂହପୁର ଜିଲା ବାଲିକୁଦା ଥାନା ଅନ୍ତର୍ଗତ ପ୍ରସନ୍ନପୁରର କୁନି ପ୍ରଧାନ(୮୩)ଙ୍କୁ ୨୦୧୪ ମସିହାରେ ତାଙ୍କ ନାତି ବଳରାମ ସ୍ବାଇଁ ହତ୍ୟା କରିଥିବା ଅଭିଯୋଗ...

Leave a comment

Your email address will not be published. Required fields are marked *