ଲକ୍‌ଡାଉନ୍‌କୁ ନେଇ କଳାବଜାରି ସକ୍ରିୟ: ଭଦ୍ରକ ସହର ବନ୍ଦ ଘରୁ ଦୁଇ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ମୂଲ୍ୟର ମଦ ଜବତ

ଭଦ୍ରକ ଅଫିସ,୨୫।୩: ଭଦ୍ରକ ସହରର ଏକ ବନ୍ଦ ଘର ଭିତରୁ ବୁଧବାର ଦୁଇ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ମୂଲ୍ୟର ମଦ ଜବତ କରାଯାଇଛି। ଖବର ପାଇ ଟାଉନ ପୋଲିସର ସ୍ବତନ୍ତ୍ର ସ୍କ୍ବାର୍ଡ ନରିପୁର ଅଞ୍ଚଳରେ ଚଢ଼ାଉ କରି ଏହି ମଦ ଜବତ କରିଛି। ମଦ ରଖିଥିବା ବ୍ୟକ୍ତି ଫେରାର ହୋଇଯାଇଛନ୍ତି। ତେବେ ଲକ୍‌ଡାଉନ୍‌ ସମୟରେ ବିକ୍ରି ପାଇଁ ଏହି ମଦ ରଖାଯାଇଥିବା ଖବର ପାଇ ପୋଲିସ ଚଢ଼ାଉ କରିଥିବା ସୂଚନା ମିଳିଛି।


All Right Reserved By Dharitri.Com

ପିକ୍‌ଅପ୍‌ ଭ୍ୟାନ ଓଲଟି ୭ ଆହତ

ସୋରଡା,୧୩ା୨(ଡି.ଏନ.ଏ.): ସୋରଡା-ଆସିକା ରାସ୍ତା ତତାବାଲି ଗ୍ରାମ ନିକଟରେ ବୁଧବାର ରାତି ପ୍ରାୟ ୮ଟାରେ ଏକ ପିକ୍‌ଅପ୍‌ ଭ୍ୟାନ ଓଲଟି ୭ଜଣ ଆହତ ହୋଇଛନ୍ତି। ସୋରଡା ମେଡିକାଲରେ...

ସାନ ୨ ଭାଇଙ୍କୁ ଆକ୍ରମଣ ମାମଲା: ବଡ଼ ଭାଇ ଗଲେ ଜେଲ

ଦିଗପହଣ୍ଡି,୭ା୧୨(ଡି.ଏନ.ଏ.)-ଦିଗପହଣ୍ଡି ଥାନା ମଙ୍ଗରାଜପୁର ଗ୍ରାମରେ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ୨ ଭାଇଙ୍କୁ ଗତ ରବିବାର ସକାଳେ ସଂଘବଦ୍ଧ ଆକ୍ରମଣ କରାଯାଇଥିଲା। ମାମଲା ନଂ.୨୫୫/୧୯ରେ...

ଯୌତୁକ ଦାବିରେ ସ୍ତ୍ରୀଙ୍କୁ ଆକ୍ରମଣ ମାମଲା: ଅଭିଯୁକ୍ତ ସ୍ବାମୀ କୋର୍ଟଚାଲାଣ

ଛତ୍ରପୁର,୧୫।୬(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅଧୀନ ପୋଡ଼ାପଦର ଗାଁରେ ସ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ସମ୍ପୃକ୍ତ ସ୍ବାମୀଙ୍କୁ ପୋଲିସ ଗିରଫ କରିଛି। ସେ ହେଲେ...

ସଡକ ଦୁର୍ଘଟଣାରେ ୨ ଏନଟିପିସି କର୍ମଚାରୀଙ୍କ ଜୀବନ ଗଲା

ସୁନ୍ଦରଗଡ଼, ୩।୯(ଡି.ଏନ.ଏ.): ସୁନ୍ଦରଗଡ଼ ବାଲିଯୋରୀ ଛକରେ ମଙ୍ଗଳବାର ଏକ ସଡକ ଦୁର୍ଘଟଣାରେ ଦୁଇଜଣ ଏନଟିପିସି କର୍ମଚାରୀଙ୍କ ମୃତ ଘଟିଛି। ସେମାନେ ହେଲେ ସସ୍ମିତା କବିରାଜ ଓ...

ଋଣ ଦେବା ନାମରେ ୨୩ଲକ୍ଷ ଠକେଇ: ଧାରଣା ଦେଲେ ସଂଯୋଜକ

ଖଇରା, ୨୬।୨(ଡି.ଏନ.ଏ.): ଋଣ ଯୋଗାଇ ଦେବାର ପ୍ରଲୋଭନ ଦେଖାଇ ଏକ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥା ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଗଣ୍ଡିବେଡ ଅଞ୍ଚଳର...

ପାଟଣାରେ ମୁସଲିମ ଭଉଣୀଭାଇଙ୍କ ଇଦ୍‌ ପର୍ବ ପାଳିତ

ପାଟଣା,୫।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟଠାରେ ବୁଧବାର ସଂଖ୍ୟାଲଘୁ ମୁସଲିମ ଭଉଣୀଭାଇଙ୍କୁ ନେଇ ଇଦ୍‌ ପର୍ବ ପାଳିତ ହୋଇଯାଇଛି। ଏକ ମାସ ଧରି ଚାଲିଥିବା ଏହି...

ଦ୍ରୁତଗତିରେ ଟ୍ରକ ଚଳାଇବାକୁ ନେଇ ଡ୍ରାଇଭରଙ୍କୁ ମାଡ଼: ଶାନ୍ତି କମିଟି ବୈଠକ ଜାରି

ଢେଙ୍କିକୋଟ, ୩୧ା୫ (ଡି.ଏନ.ଏ.)-କେନ୍ଦୁଝର ଜିଲା ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ସାନ୍ତରାପୁର ଗ୍ରାମରେ ଦ୍ରୁତଗତିରେ ଟ୍ରକ ଚଳାଚଳକୁ ନେଇ ବୁଧବାର ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ଜଣେ...

ଓଡ଼ିଶାରୁ ଖସିଗଲେ, ପଶ୍ଚିମବଙ୍ଗରେ ଧରାପଡ଼ିଲେ: ୩.୨୫ ଲକ୍ଷ ଟଙ୍କାର ଗଞ୍ଜେଇ, କାର୍‌ ଜବତ

ଜଳେଶ୍ୱର,୨୭।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ଲକ୍ଷ୍ମଣନାଥ ଗେଟ୍‌ ଦେଇ ଓଡ଼ିଶାରୁ ଲକ୍ଷ ଲକ୍ଷ ଟଙ୍କାର ଗଞ୍ଜେଇ ପଶ୍ଚିମବଙ୍ଗ ଚାଲାଣ ହେଉଛି। ଏହି ଗେଟ୍‌ ଦେଇ ଚାଲାଣକାରୀମାନେ ସହଜରେ...

Leave a comment

Your email address will not be published. Required fields are marked *