ଜହ୍ନାପଙ୍କ ଛକରେ ବସିଲା ମଙ୍ଗଳବାର ବଜାର

ଜହ୍ନାପଙ୍କ, ୨୫।୩ (ଡି.ଏନ.ଏ): କରୋନା ପାଇଁ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ବୌଦ୍ଧ ବ୍ଲକ ଲକ୍ଷ୍ମୀପ୍ରସାଦ ପଞ୍ଚାୟତର ନାରାୟଣନଗରଠାରେ ମଙ୍ଗଳବାର ବସୁଥିବା ସାପ୍ତାହିକ ହାଟ ଜହ୍ନାପଙ୍କ ଛକଠାରେ ବସିଥିବା ଦେଖିବାକୁ ମିଳିଥିଲା । ଏ ନେଇ ପ୍ରଶାସନର ଥିବା ନିର୍ଦ୍ଦେଶକୁ ବ୍ୟବସାୟୀମାନେ ମାନିଥିଲେ । ବ୍ୟବସାୟୀମାନେ ପସରାକୁ ପସରା ୧ ମିଟର ଦୂରତ୍ୱରେ ବସିଥିବା ଦେଖିବାକୁ ମିଳିଥିଲା । ମୁଖ୍ୟ ଛକର ରାସ୍ତାର ଉଭୟ ପାର୍ଶ୍ୱରେ ବ୍ୟବସାୟୀ ବସିଥିବା ଯୋଗୁ ଗହଳି ଜଣାପଡିଥିଲା । ଏହି ହାଟ ଏକ ବଡ ପନିପରିବା ବଜାର ହୋଇଥିବାରୁ ଅଞ୍ଚଳର ୪ଟି ପଞ୍ଚାୟତର ଖାଉଟିମାନେ ସପ୍ତାହକ ଚଳିବା ପାଇଁ ପନିପରିବା କିଣିଥାନ୍ତି ।


All Right Reserved By Dharitri.Com

ଯୁଗ୍ମ ଶ୍ରମ କମିଶନର କାର୍ଯ୍ୟାଳୟ ଅଚଳ: ବର୍ଷେ ହେଲା ଡିଏଲଓ ପଦବୀ ଖାଲି,କାର୍ଯ୍ୟକାରୀ ହେଉନି ଶ୍ରମିକ ଆଇନ

ଯାଜପୁର ଅଫିସ,୨୮ା୨: ଯାଜପୁର ଯୁଗ୍ମ ଶ୍ରମ କମିଶନର କାର୍ଯ୍ୟାଳୟରେ ଅଚଳାବସ୍ଥା ଜାରି ରହିଛି। ଏନେଇ ବିଭିନ୍ନ ସଂଗଠନ ପକ୍ଷରୁ ଆନ୍ଦୋଳନ, ପ୍ରତିବାଦ ସଭା ଆଦି ହେଉଥିଲେ...

ପକ୍କା ରାସ୍ତା ନିର୍ମାଣ ପାଇଁ ଶିଳାନ୍ୟାସ

ବଇଣ୍ଡା,୧।୧୦(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ କୁର୍ତ୍ତିବାସପୁର ପଞ୍ଚାୟତ ବରପଦାଠାରୁ କରଡ଼ାବାହାଳି ୨ କିମି ରାସ୍ତାକୁ ସ୍ଥାୟୀ ପକ୍କା ରାସ୍ତା ନିର୍ମାଣ କରାଯିବ। ଏ ନେଇ ପୂର୍ତ୍ତବିଭାଗ ପକ୍ଷରୁ ୨...

ବରଗଡ଼ ସହର ବନ୍ଦ: ସରକାରୀ, ବେସରକାରୀ ଅଫିସ ଅଚଳ

ବରଗଡ଼ ଅଫିସ,୪।୨: ବରଗଡ଼ ସହରରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ସିଟି ହସ୍ପିଟାଲ ଘୋଷଣା ଦାବିରେ ସ୍ଥାନୀୟ ଏକତା ମଞ୍ଚ ଆହ୍ବାନରେ ମଙ୍ଗଳବାର ବନ୍ଦ...

ଦୁର୍ଦ୍ଦିନରେ କରତକଳ ଶ୍ରମିକ

ବାଲେଶ୍ୱର ଅଫିସ, ୭।୧୨- ବାଲେଶ୍ୱର ଜିଲାର କାଠ ଶିଳ୍ପ ସହିତ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ଜଡ଼ିତ ବିଭିନ୍ନ ବର୍ଗର ୧୨ଶହରୁ ଊର୍ଦ୍ଧ୍ୱ ଶ୍ରମିକ ପରିବାର...

ସୁବର୍ଣ୍ଣରେଖାରେ ବୁଡ଼ି ଜଣେ ମୃତ : ବେଆଇନ ବାଲି ଉତ୍ତୋଳନକୁ ଦାୟୀ କଲେ ଗ୍ରାମବାସୀ

ଜଳେଶ୍ୱର, ୯।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଅଧୀନ ସୁବର୍ଣ୍ଣରେଖା ନଦୀର ମହମ୍ମଦନଗରପାଟଣାସ୍ଥିତ ବାଲିଉତ୍ସ ଗଭୀର ଗର୍ତ୍ତରେ ବୁଡ଼ି ଜଣକର ମୃତ୍ୟୁ ଘଟିଛି। ମୃତକ ହେଲେ ଜଳେଶ୍ୱର...

ମାଲକାନଗିରି ଟ୍ରେଜେରି କର୍ମଚାରୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ଜଣେ ମୃତ, ୫ ପୋଲିସ ସମେତ ୮ ଆହତ

ଛତ୍ରପୁର,୧୪ା୧୨(ଡି.ଏନ.ଏ.)-ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଜଗନ୍ନାଥପୁର ଜାତୀୟ ରାଜପଥ ସମ୍ମୁଖ ଏକ ଢାବା ନିକଟରେ ଶୁକ୍ରବାର ଭୋର୍‌ରେ ଏକ ହାଇୱା ପଛରେ ଟ୍ରାଭେଲର୍‌ ପିଟି ହୋଇ...

ବାବା ମୁକ୍ତେଶର ମନ୍ଦିରରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ଼

କେନ୍ଦୁଝର,୨୧।୨(ସ୍ବ.ପ୍ର.): କେନ୍ଦୁଝର ଜିଲାର ବିଭିନ୍ନ ସ୍ଥାନରେ ଥିବା ଶୈବପୀଠରେ ଜାଗରଯାତ୍ରା ଧୁମଧାମରେ ପାଳନ ହେଉଛି। ବିଭିନ୍ନ ଶୈବପୀଠରେ ସକାଳୁ ଭକ୍ତଙ୍କ ଭିଡ଼ ଜମିଥିଲା। ଝୁମ୍ପୁରା ବ୍ଲକ...

ଜିଲା ବିଦ୍ୟାଳୟସ୍ତରୀୟ ଫୁଟବଲ: ସଦର ବ୍ଲକ କ୍ୱାଟର ଫାଇନାଲରେ

ଢେଙ୍କାନାଳ ଅଫିସ,୨ା୮- ଢେଙ୍କାନାଳ ଜିଲା କ୍ରୀଡା ସଂଘ ପକ୍ଷରୁ ସ୍ଥାନୀୟ ଷ୍ଟାଡିୟମଠାରେ ଚାଲିଥିବା ବିଦ୍ୟାଳୟସ୍ତରୀୟ ଫୁଟବଲ ପ୍ରତିଯୋଗିତାର ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ସଦର ବ୍ଲକ, ଭୁବନ...

Leave a comment

Your email address will not be published. Required fields are marked *