ପେନସନ ଦାନ କଲେ ପୂର୍ବତନ ବିଧାୟକ

ଛେଣ୍ଡିପଦା,୨୫।୩(ସ୍ବ.ପ୍ର.)- କରୋନା ଭାଇରସ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ମାସକର ପେନସନ ଦାନ କରିଛନ୍ତି ଅନୁଗୋଳ ଜିଲା ଛେଣ୍ଡିପଦାର ପୂର୍ବତନ ବିଧାୟକ ଖଗେଶ୍ୱର ବେହେରା। ସେ ପେନସନ ବାବଦ ୩୦ ହଜାର ଟଙ୍କାର ଚେକ୍‌ ବୁଧବାର ଜିଲାପାଳଙ୍କ ଉଦ୍ଦେଶ୍ୟରେ ବିଡିଓ ସୁନୀଲ କେରକେଟାଙ୍କୁ ପ୍ରଦାନ କରିଛନ୍ତି।


All Right Reserved By Dharitri.Com

ଅସ୍ଥାୟୀ କର୍ମଚାରୀଙ୍କୁ ପିଏଚ୍‌ଡି ଦେଉଛି ଦୈନିକ ୭୪ ଟଙ୍କା ମଜୁରି : ଚାକିରି ୧୭ ବର୍ଷ, ଦରମା ୨ ହଜାର

ତାଳଚେର,୧୨ା୧(ମନୋଜ ନନ୍ଦ) ସରକାର ଅଣକୁଶଳୀ ଶ୍ରମିକଙ୍କ ଦୈନିକ ମଜୁରି ୨୯୮ ଟଙ୍କା ଧାର୍ଯ୍ୟ କରିଛନ୍ତି। ହେଲେ ତାଳଚେର ଜନସ୍ବାସ୍ଥ୍ୟ ବିଭାଗ (ପିଏଚ୍‌ଡି) ନିଜ ଅସ୍ଥାୟୀ କର୍ମଚାରୀଙ୍କୁ...

ଲକ୍‌ ଡାଉନ ନିୟମକୁ ଉଲ୍ଲଂଘନ: ୧୯ ଜଣଙ୍କ ନାଁରେ ମାମଲା

ପୁରୀ ଅଫିସ,୨୬ା୩: କରୋନା ମୁକାବିଲା ନେଇ ସମଗ୍ର ଦେଶରେ ଲକ୍‌ ଡାଉନ ଘୋଷଣା ହୋଇଛି। ହେଲେ ଏହି ସମୟରେ କେତେକ ଲୋକଙ୍କର କୌଣସି କାମ ନ...

ହାଇଓ୍ବା ଧକ୍କା: ଜଣେ ମୃତ, ଜଣେ ଗୁରୁତର; ସ୍ଥାନୀୟ ଲୋକଙ୍କ ରାସ୍ତାରୋକୋ

ବଅଁରପାଳ,୯।୧(ଡି.ଏନ୍‌.ଏ.): ୫୫ ନଂ. ଜାତୀୟ ରାଜପଥର ବଅଁରପାଳ ଥାନା ସନ୍ତ୍ରୀ ଛକ ନିକଟରେ ଗୁରୁବାର ସକାଳେ ଏକ ହାଇଓ୍ବା ଧକ୍କାରେ ପୁରୁଣାଗଡ଼ ଅଞ୍ଚଳର ମନୁ ବାରିକ(୨୫)...

୧୧ ତାରିଖ ଯାଏ ପର୍ଯ୍ୟଟକଙ୍କୁ ସାତକୋଶିଆ ମନା: ଆଜିଠୁ ପକ୍ଷୀ, ୯ରୁ କୁମ୍ଭୀର ଗଣନା

ବନ୍ତଳା,୩।୧(ଡି.ଏନ.ଏ.) – ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟରେ ଶୁକ୍ରବାରଠାରୁ ପକ୍ଷୀ ଗଣନା ହେବ। ଏଥିସହିତ ଆସନ୍ତା ୯ ରୁ୧୧ ତାରିଖ ପର୍ଯ୍ୟନ୍ତ କୁମ୍ଭୀର ଗଣନା କରାଯିବ।...

ଜରପଡା ଥାନା ଅଞ୍ଚଳରୁ ନଷ୍ଟ କରାଗଲା ୩୨୦ ଗଞ୍ଜେଇ ଗଛ

ଛେଣ୍ଡିପଦା,୨୬।୧୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଜରପଡ଼ା ଥାନା କଞ୍ଜରା ଗ୍ରାମରେ ଅବକାରୀ ପୋଲିସ ଓ ବନବିଭାଗ ମିଳିତ ଚଢାଉରେ ମଙ୍ଗଳବାର ବିପୁଳ ପରିମାଣର ଗଞ୍ଜେଇ ଗଛ ନଷ୍ଟକରାଯାଇଛି।...

ପୋକତୁଙ୍ଗା ଡମସାହିରେ ବ୍ୟାପୁଛି ଝାଡ଼ାବାନ୍ତି: ୨୨ ଗୁରୁତର; ଚିକିତ୍ସାଳୟରେ ଭର୍ତ୍ତି

ବନ୍ତଳା,୬ା୧୧(ଡି.ଏନ.ଏ.)-ଅନୁଗୋଳ ବ୍ଲକ ବନ୍ତଳା ଗୋଷ୍ଠୀ ସାସ୍ଥ୍ୟକେନ୍ଦ୍ର ଅଧୀନରେ ଥିବା ପୋକତୁଙ୍ଗା ଡମସାହିରେ ୨ ଦିନ ହେଲା ଝାଡ଼ାବାନ୍ତି ବ୍ୟାପୁଛି। ଇତିମଧ୍ୟରେ ୨୨ ଆକ୍ରାନ୍ତଙ୍କୁ ସ୍ଥାନୀୟ ଗୋଷ୍ଠୀ...

ପୋକତୁଙ୍ଗା ସେବା ସମବାୟ ବ୍ୟାଙ୍କରୁ ଲୁଟ୍‌: ତାଲା ତାଡ଼ି ନେଇଗଲେ ଆଇରନ ଚେଷ୍ଟ

ବନ୍ତଳା,୭।୮ (ଡି.ଏନ.ଏ.):ଅନୁଗୋଳ ଜିଲା ବନ୍ତଳା ଥାନା ପୋକତୁଙ୍ଗା ସେବା ସମବାୟ ବ୍ୟାଙ୍କରୁ ସୋମବାର ରାତିରେ ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ବ୍ୟାଙ୍କ ଗ୍ରୀଲ ତାଡି ଭିତରେ ପଶିବା...

ଗୋଟିଏ ଦିନରେ ୩ ମୁଣ୍ଡ ନେଲା କରୋନା: ଭାରତରେ ମୃତ୍ୟୁ ସଂଖ୍ୟା ୭; ମୃତକଙ୍କ ମଧ୍ୟରେ ୬ଜଣଙ୍କୁ ଡାଇବେଟିସ୍‌

ନୂଆଦିଲ୍ଲୀ,୨୨।୩: କରୋନା ସଂକ୍ରମଣ ଯୋଗୁ ଭାରତରେ ଆତଙ୍କ ଦେଖାଦେଇଛି। ରବିବାର ଗୋଟିଏ ଦିନରେ କରୋନା ସଂକ୍ରମିତଙ୍କ ମଧ୍ୟରୁ ୩ ଜଣଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ...

Leave a comment

Your email address will not be published. Required fields are marked *