ଖୋଲା ରହିବ ଖାଦ୍ୟଶସ୍ୟ, ଔଷଧ ଦୋକାନ

ମୁମ୍ବାଇ,୨୬। ୩: ଲୋକମାନେ ଭୟଭୀତ ନ ହୋଇ ସାମଗ୍ରୀ କିଣିବାକୁ କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର ନିବେଦନ କରିଛନ୍ତି। ଲକ୍‌ଡାଉନ ସମୟରେ ଖାଦ୍ୟଶସ୍ୟ, ଔଷଧ ସମେତ ଅତି ଦରକାରୀ ସାମଗ୍ରୀଗୁଡିକର ଦୋକାନ ଖୋଲା ରହିବ ବୋଲି ସେ ସୂଚନା ଦେଇଛନ୍ତି। କଳାବଜାରୀ ଏବଂ ମହଜୁଦକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜାଭଡେକର ସ୍ପଷ୍ଟ କରିଛନ୍ତି। ଲକ୍‌ଡାଉନ ସମୟରେ ଲୋକମାନେ ଯେଭଳି ଅତିଆବଶ୍ୟକ ସାମଗ୍ରୀ ଲାଗି କୌଣସି ଅସୁବିଧା ସାମ୍ନା ନ କରିନ୍ତି ସେ ଦିଗରେ କେନ୍ଦ୍ର ଏବଂ ରାଜ୍ୟ ସମନ୍ବୟ ରକ୍ଷା କରୁଛନ୍ତି ବୋଲି ସେ ସ୍ପଷ୍ଟ କରିଛନ୍ତି।


All Right Reserved By Dharitri.Com

ବିତ୍ତୀୟ ପରିଚାଳନାକୁ ନେଇ ସତର୍କ କରାଇଲେ ସୁବାରାଓ

ମୁମ୍ବାଇ,୧୮-୧୨: ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ନର ଡି.ସୁବାରାଓ ସରକାରଙ୍କୁ ବିତ୍ତୀୟ ପରିଚାଳନା ନେଇ ସତର୍କ କରାଇଛନ୍ତି। ମଙ୍ଗଳବାର ସେ ସରକାରଙ୍କୁ କହିଛନ୍ତି ଯେ, ବିତ୍ତୀୟ ନିଅଣ୍ଟକୁ...

କରୋନା ଦୁଃଖ ୭୩ ବର୍ଷ ତଳର ଦେଶ ବିଭାଜନ ସଙ୍କଟକୁ ବି ବଳିଗଲା !

ନୂଆଦିଲ୍ଲୀ,୨୯।୩: କରୋନା ସଂକ୍ରମଣ ଭାରତରେ ଆତଙ୍କ ସୃଷ୍ଟି କରିଛି। ଏହାକୁ ରୋକିବା ଲାଗି ଦେଶରେ ୨୧ ଦିନିଆ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। ସମ୍ପ୍ରତି ଭାରତ...

୫ ମାସର ସର୍ବନିମ୍ନ ସ୍ତରରେ ଡିଜେଲ ଦର

ନୂଆଦିଲ୍ଲୀ,୯-୬: ଦେଶରେ ତୈଳ ଦର କ୍ରମାଗତ ହ୍ରାସ ପାଇବାରେ ଲାଗିଛି। ଫଳରେ ସାଧାରଣ ଖାଉଟିଙ୍କୁ ଆଶ୍ୱସ୍ତି ମିଳୁଛି। ଶନିବାର ପେଟ୍ରୋଲ ଦର ଲିଟର ପିଛା ୨୨ରୁ...

ବ୍ୟାଙ୍କରେ କମିଛି ୧ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ୱ ଠକେଇ

ନୂଆଦିଲ୍ଲୀ,୨୬-୬: ବ୍ୟାଙ୍କରେ ୧ ଲକ୍ଷ ବା ତା’ଠାରୁ ଊର୍ଦ୍ଧ୍ୱ ଟଙ୍କାର ଠକେଇ ପରିମାଣ ୨୦୧୬-୧୭ରୁ ହ୍ରାସ ପାଇଛି। ୨୦୧୬-୧୭ରେ କେବଳ ୨୫,୮୮୪ କୋଟି ଟଙ୍କାର ଏହି...

ରିଲାଏନ୍ସ ପେଟ୍ରୋ ରିଟେଲରେ ନିବେଶ କରିବ ବିପି

ବ୍ରିଟେନର ମଲ୍ଟିନ୍ୟାଶନାଲ ତୈଳ ଓ ବାଷ୍ପ କମ୍ପାନୀ ବିପି ରିଲାଏନ୍ସର ପେଟ୍ରୋ ରିଟେଳ ନେଟ୍‌ଓ୍ବର୍କର ୪୯ ପ୍ରତିଶତ ଅଂଶଧନ କିଣିବ। ଏଥିଲାଗି ବିପି ୭ ହଜାର...

ଇଣ୍ଡିଗୋ ବିବାଦ:ନିଜ ଅଂଶଧନ ବିକିବେନି ଗଙ୍ଗଓ୍ବାଲ

ନୂଆଦିଲ୍ଲୀ,୧୭-୭: ଇଣ୍ଡିଗୋ ବିମାନ କମ୍ପାନୀର ଦୁଇ ସହ ପ୍ରତିଷ୍ଠାତାଙ୍କ ମଧ୍ୟରେ ବିବାଦ ଲାଗି ରହିଛି। ଏପରି ସ୍ଥିତିରେ କମ୍ପାନୀରେ ଥିବା ନିଜ ଅଂଶଧନ ବିକ୍ରି ନ...

୫ ଟ୍ରିଲିୟନ ଡଲାର ଜିଡିପି ହାସଲ କଷ୍ଟସାଧ୍ୟ

ଅହମ୍ମଦାବାଦ,୨୩-୧୧: ଦେଶର ଅର୍ଥବ୍ୟବସ୍ଥାର ସ୍ଥିତି ଏବେ ଠିକ୍‌ ନାହିଁ। ୨୦୨୫ ସୁଦ୍ଧା ଭାରତକୁ ୫ ଲକ୍ଷ କୋଟି ଡଲାର ଅର୍ଥନୀତିରେ ରୂପାନ୍ତରିତ କରିବା ଲାଗି ଲକ୍ଷ୍ୟ...

ଗୋଦ୍‌ରେଜ ଅଧ୍ୟକ୍ଷଙ୍କୁ ମିଳିଛି ୧୧୪ ଗୁଣା ବେତନ

ନୂଆଦିଲ୍ଲୀ,୮-୭: ଗୋଦ୍‌ରେଜ କଞ୍ଜ୍ୟୁମର ପ୍ରଡକ୍ଟସ ଲିମିଟେଡର ଅଧ୍ୟକ୍ଷ ଆଦି ଗୋଦ୍‌ରେଜଙ୍କୁ ୨୦୧୮-୧୯ ଆର୍ଥିକ ବର୍ଷରେ କର୍ମଚାରୀଙ୍କ ବେତନର ୧୧୪ ପ୍ରତିଶତ ଅଧିକ ପାରିତୋଷିକ ମିଳିଛି। ତାଙ୍କୁ...

Leave a comment

Your email address will not be published. Required fields are marked *