କୋଭିଡ-୧୯ ମୁକାବିଲା ଲାଗି ଏମ୍‌ଜିଏମ୍‌ ଦେଲା ୧ କୋଟି

ଭୁବନେଶ୍ୱର ୨୬/୩ (ବ୍ୟୁରୋ)- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କୋଭିଡ୍‌-୧୯ ମୁକାବିଲା ଏମ୍‌ଜିଏମ୍‌ ମିନେରାଲ୍ସ ଯୋଗଦରାନ ରଖିଛି। କମ୍ପାନୀ ପକ୍ଷରୁ ଏଥି ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ୩ ମାସର ଦରମା ପ୍ରଦାନ କରିବାର ପଦକ୍ଷେପ ଗ୍ରହଣ କରାଯାଇଛି। ରାଜ୍ୟର ବିଶିଷ୍ଟ ଶିଳ୍ପପତି ଏବଂ ଅନ୍ୟ ଅଂଶୀଦାରଙ୍କୁ ଏହା ଅନୁପ୍ରାଣିତ କରିବ ବୋଲି କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି। ବୁଧବାର ଭୁବନେଶ୍ୱର ସ୍ଥିତ ଏମ୍‌ଜିଏମ୍‌ ମିନେରାଲ୍‌ସର ଅଧ୍ୟକ୍ଷ ପଙ୍କଜ ଲୋଚନ ମହାନ୍ତି ଏବଂ ପରିଚାଳନା ନିର୍ଦ୍ଦେଶକ ପଦ୍ମ ଲୋଚନ ମହାନ୍ତି ମୁଖ୍ୟମନ୍ତ୍ରଙ୍କ ରିଲିଫ୍‌ ପାଣ୍ଠିକୁ ୧କୋଟି ଟଙ୍କା ପ୍ରଦାନ କରିଛନ୍ତି । ଆର୍‌.ଟି.ଜି.ଏସ୍‌ ମାଧ୍ୟମରେ ଏହି ଅର୍ଥ ପ୍ରଦାନ କରାଯାଇଥିବା କମ୍ପାନୀ ପକ୍ଷରୁ କୁହାଯାଇଛି।


All Right Reserved By Dharitri.Com

ଟ୍ରେଡ ଓ୍ବାରରୁ ଫାଇଦା ନେବାକୁ ମାଷ୍ଟର ପ୍ଲାନ

ନୂଆଦିଲ୍ଲୀ,୨୧-୧୧: ଆମେରିକା ଏବଂ ଚାଇନା ମଧ୍ୟରେ ଚାଲିଥିବା ଟ୍ରେଡ ଓ୍ବାର (ବାଣିଜ୍ୟ ଯୁଦ୍ଧ)ର ଫାଇଦା ନେବାକୁ ଭାରତ ଏବେ ମାଷ୍ଟର ପ୍ଲାନ ପ୍ରସ୍ତୁତ କରୁଥିବା କୁହାଯାଉଛି।...

କରୋନା ଯୋଗୁ ପର୍ଯ୍ୟଟନ ଶିଳ୍ପର ୩,୫୦୦ କୋଟି କ୍ଷତି ଆଶଙ୍କା

ନୂଆଦିଲ୍ଲୀ,୧୦-୨: କରୋନା ଭାଇରସ ଯୋଗୁ ଦେଶର ଅନ୍ୟ କ୍ଷେତ୍ର ଉପରେ ପ୍ରଭାବ ପଡୁଥିବା ଦେଖାଯାଉଛି। ଦେଶର ପର୍ଯ୍ୟଟନ ଶିଳ୍ପ ଏହା ଦ୍ୱାରା ଗଭୀର କ୍ଷତି ସହିଥିବା...

ଓଏନ୍‌ଜିସି, ଆଇଓସି, ଏନ୍‌ଟିପିସି, ଗେଲ୍‌ର ସରକାରୀ ନିୟନ୍ତ୍ରଣ ହଟିବ

ବଜେଟ ନିଅଣ୍ଟକୁ ନିୟନ୍ତ୍ରଣରେ ରଖିବା ଲାଗି କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ଏବେ ଲାଭଜନକ ରାଷ୍ଟ୍ରାୟତ୍ତ ଉଦ୍ୟୋଗରୁ ନିଜର ନିୟନ୍ତ୍ରଣ ହଟାଇବାକୁ ଚାହୁଁଛନ୍ତି। ଏହାଦ୍ୱାରା ଦେଶରେ...

ରାଘବେନ୍ଦ୍ର ସମବାୟ ବ୍ୟାଙ୍କ ଉପରେ ଆର୍‌ବିଆଇର କଟକଣା

ନୂଆଦିଲ୍ଲୀ,୧୫-୧: ପଞ୍ଜାବ ଏବଂ ମହାରାଷ୍ଟ୍ର କୋଅପରେଟିଭ (ପିଏମ୍‌ସି) ବ୍ୟାଙ୍କ ପରେ ରିଜର୍ଭ ବ୍ୟାଙ୍କ କର୍ନାଟକର ରାଘବେନ୍ଦ୍ର ସହକାର ବ୍ୟାଙ୍କ ଉପରେ ଉଠାଣ ନେଇ କଟକଣା ଜାରି...

୨୩ ମାସର ସର୍ବନିମ୍ନ ସ୍ତରରେ ପାଇକାରୀ ମୁଦ୍ରାସ୍ଫୀତି

ନୂଆଦିଲ୍ଲୀ,୧୬-୭: ମୋଦି ସରକାରଙ୍କୁ ମୁଦ୍ରାସ୍ଫୀତି କ୍ଷେତ୍ରରେ ଆଶ୍ୱସ୍ତି ମିଳିଛି। ପାଇକାରୀ ମୂଲ୍ୟ ସୂଚକାଙ୍କ ଆଧାରିତ ମୁଦ୍ରାସ୍ଫୀତି ତଥ୍ୟ ସୋମବାର ଜାରି କରାଯାଇଛି। ଜୁନ୍‌ରେ ମୁଦ୍ରାସ୍ଫୀତି ୨.୦୨...

କୁଚିନାର ପ୍ରାଥମିକତା ଟେକ୍ନୋଲୋଜିଯୁକ୍ତ ପ୍ରଡକ୍ଟ

ରୋଷେଇ ଘରେ ବ୍ୟବହାର ହେଉଥିବା ଚିମିନୀ ମାନୁଫାକଚରିଂ କ୍ଷେତ୍ରରେ କୁଚିନା ଏକ ପରିଚିତ ବ୍ରାଣ୍ଡ। ଏହା ଉକ୍ତ ବର୍ଗରେ ପ୍ରମୁଖ ବଜାର ଅଂଶୀଦାର ହୋଇ ପାରିଛି।...

ଏଚ୍‌ଓ୍ବାନ ବି ଭିଜାଧାରୀଙ୍କୁ ୟୁଏସ୍‌ ନ୍ୟାୟାଳୟଙ୍କଠାରୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୧-୧୧: ଆମେରିକାରେ କାର୍ଯ୍ୟରତ ଏଚ୍‌ଓ୍ବାନ ବି ଭିଜାଧାରୀଙ୍କୁ ସେଠାକାର ନ୍ୟାୟାଳୟଙ୍କଠାରୁ ଆଶ୍ୱସ୍ତି ମିଳିଛି। ଏହି ଭିଜା ଲାଭ କରିଥିବା ଭାରତୀୟଙ୍କ ଜୀବନସାଥୀ ଆମେରିକାରେ କାର୍ଯ୍ୟ କରିବା...

ଅଶୋଧିତ ତୈଳ ଦର ୨୮ବର୍ଷରେ ସର୍ବବୃହତ ବୃଦ୍ଧି;୭ ଟଙ୍କା ପର୍ଯ୍ୟନ୍ତ ବଢ଼ିବ ପେଟ୍ରୋଲ, ଡିଜେଲ

ନୂଆଦିଲ୍ଲୀ,୧୭-୯: ବିଶ୍ୱର ସର୍ବବୃହତ ତୈଳ ଉତ୍ପାଦକ କମ୍ପାନୀ ସୌଦି ଆରାମ୍‌କୋରେ ଡ୍ରୋନ ଆକ୍ରମଣ ଯୋଗୁ ଅନ୍ତର୍ଜାତୀୟ ତୈଳ ବଜାରରେ ତେଲ ଦରରେ ନିଆଁ ଲାଗିଛି। ସୋମବାର...

Leave a comment

Your email address will not be published. Required fields are marked *