ସିଏମ୍‌ସି ପକ୍ଷରୁ ହୋମ ଡେଲିଭରି ସେବା

କଟକ ଅଫିସ,୨୬ା୩: ସମ୍ପ୍ରତି ଲକ୍‌ଡାଉନ୍‌ ସମୟରେ କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ଅତ୍ୟାବଶ୍ୟକ ସାମଗ୍ରୀ ପାଇଁ ହୋମ ଡେଲିଭରି ସେବା ଯୋଗାଇଦେବାକୁ ବୁଧବାର ପଦକ୍ଷେପ ନିଆଯାଇଛି। ଜନଗହଳିକୁ ନିୟନ୍ତ୍ରଣ କରିବା ପାଇଁ ଏହି ବ୍ୟବସ୍ଥା କରାଯାଇଥିବା ସିଏମ୍‌ସି କମିଶନର ଅନନ୍ୟା ଦାସ ସୂଚନା ଦେଇଛନ୍ତି। ଜନସାଧାରଣ ଏହି ସେବା ବିଗ୍‌ବଜାର, ରିଲାଏନ୍ସ ଫ୍ରେଶ୍‌, ମେଟୋ ସୁପର ମାର୍କେଟରୁ ପାଇପାରିବେ। ଏହିସବୁ ସ୍ଥାନର ଠିକଣା ଓ ଯୋଗାଯୋଗ ନମ୍ବର ବିଜ୍ଞପ୍ତି ମାଧ୍ୟମରେ ଅବଗତ କରାଯିବ ବୋଲି କମିଶନର କହିଛନ୍ତି।


All Right Reserved By Dharitri.Com

କରୋନା ମୁକାବିଲା ପାଇଁ ନିରନ୍ତର ଦାୟିତ୍ୱସମ୍ପନ୍ନ ଭାବେ ସରକାରଙ୍କୁ ସାହାଯ୍ୟ କରୁଛନ୍ତି ଗଣମାଧ୍ୟମ, ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୭।୩(ବ୍ୟୁରୋ): ମହାମାରୀ ରୂପ ନେବାରେ ଲାଗିଛି କରୋନା ସଂକ୍ରମଣ। ଦିନକୁ ଦିନ ଏଥିରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାର ମୁକାବିଲା ଦିଗରେ ଅତ୍ୟାବଶ୍ୟକ...

ମହିଳାଙ୍କ ତଣ୍ଟିି କାଟି ହତ୍ୟା: ୩ ଦିନ ପରେ ମୃତଦେହ ଉଦ୍ଧାର

ବଡବିଲ, ୧୯।୮(ସ୍ବ.ପ୍ର.)-କେନ୍ଦୁଝର ଜିଲା ବାମେବାରୀ ଥାନା ଅଞ୍ଚଳରେ ଶୁକୁରମୁନି ମୁଣ୍ଡା (୫୦) ନାମ୍ନୀ ଜଣେ ମହିଳାଙ୍କୁ ତଣ୍ଟିକାଟି ହତ୍ୟା କରାଯାଇଛି। ୩ ଦିନ ପରେ ଏହି...

ସଂକ୍ରମଣ ରୋକିବାକୁ ଜାଗତିଆର

ଢେଙ୍କାନାଳ ଅଫିସ, ୨୫।୩ – ଢେଙ୍କାନାଳ ଜିଲାକୁ ଲକ୍‌ଡାଉନ୍‌ ଘୋଷଣା କରାଯିବାପରେ କରୋନା ସଂକ୍ରମଣ ରୋକିବାକୁ ଜୋର୍‌ ଦେଉଛି ପ୍ରଶାସନ। ବାଜିଚୌକ୍‌ସ୍ଥିତ ପୁରୁଣା ଜିଲା ମୁଖ୍ୟ...

ଲକ୍‌ଡାଉନ୍‌ ସମୟରେ ଅସହାୟଙ୍କ ସାହାରା ପାଲଟିଛନ୍ତି ଯୁବଗୋଷ୍ଠୀ

ଝାରସୁଗୁଡ଼ା ଅଫିସ,୨୬।୩: ସମଗ୍ର ଦେଶରେ କରୋନା କଟକଣା ଯୋଗୁ ଯାନବାହନ ସମେତ ହୋଟଲଗୁଡ଼ିକ ବନ୍ଦ ରହିଛି। ଏପରିସ୍ଥିତିରେ ବହୁ ସ୍ଥାନରେ ଲୋକେ ଫସି ରହିଛନ୍ତି। ଦୁଇ...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା

ଭୁବନେଶ୍ୱର,୨୭ା୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ବିଭିନ୍ନ ସୂତ୍ରରୁ ସହାୟତା ମିଳିବାରେ ଲାଗିଛି। ସେହିଭଳି ରିଲିଫ ପାଣ୍ଠିକୁ କେଉଁ ମାନେ କେତେ ଟଙ୍କା...

ଶ୍ରୀଲିଙ୍ଗରାଜଙ୍କ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ନୀତି ନିର୍ଘଣ୍ଟ

ପୁରୁଣା ଭୁବନେଶ୍ୱର,୧୧।୧୧(ଡି.ଏନ.ଏ.) : ଆସନ୍ତା ୧୨ ତାରିଖରେ କାର୍ତ୍ତିକ ପୂର୍ଣ୍ଣିମା ଲାଗି ଶ୍ରୀଲିଙ୍ଗରାଜ ମନ୍ଦିରରେ ନୀତି ନିର୍ଘଣ୍ଟ କରାଯାଇଛି। ଶ୍ରୀଜୀଉଙ୍କ ଦର୍ଶନ ନିମନ୍ତେ ପୂର୍ବାହ୍ନରେ ବହୁ...

ସୂର୍ଯ୍ୟୋପରାଗ ଲାଗି ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ପ୍ରସ୍ତୁତ ହେଲା ନୀତିକାନ୍ତି

ଆରଡ଼ି,୨୫।୧୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଆରଡ଼ିରେ ଥିବା ପ୍ରସିଦ୍ଧ ଶୈବପୀଠ ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ସୂର୍ଯ୍ୟୋପରାଗ ଲାଗି ବୁଧବାର ସମସ୍ତ ନୀତିକାନ୍ତି ପ୍ରସ୍ତୁତ ହୋଇଛି । ବିରଜା...

୨ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟଣା: ୨ ମୃତ

ସୋରଡା,୧୨ା୧୧(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ସୋରଡା ଥାନା ନୂଆଗଡ ଗ୍ରାମ ଖଦାଳସାହିରେ ମଙ୍ଗଳବାର ୨ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି ୨ ଜଣଙ୍କ ମୃତ୍ୟୁ ହୋଇଛି। ୫ଜଣ...

Leave a comment

Your email address will not be published. Required fields are marked *