ଗୁରୁଦ୍ୱାରାକୁ ଆଇଏସ୍‌ ଟାର୍ଗେଟ: ୨୫ ନିହତ

କାବୁଲ,୨୬ା୩: ଆଫଗାନିସ୍ତାନ ରାଜଧାନୀ କାବୁଲର କେନ୍ଦ୍ରସ୍ଥଳରେ ଥିବା ସଂଖ୍ୟାଲଘୁ ଶିଖ୍‌ମାନଙ୍କ ଗୁରୁଦ୍ୱାରା ଉପରେ ଇସ୍‌ଲାମିକ୍‌ ଷ୍ଟେଟ୍‌ (ଆଇଏସ୍‌) ଆତଙ୍କବାଦୀ ଆକ୍ରମଣ କରିଛନ୍ତି। ଏଥିରେ୨୫ ଜଣଙ୍କ ମୃତ୍ୟୁ ହେବା ସହ ୧୫ ଜଣ ଆହତ ହୋଇଛନ୍ତି। କାବୁଲ ଶୋର୍‌ ବଜାରରେ ଥିବା ଏକ ଧର୍ମଶାଳାକୁ ଟାର୍ଗେଟ କରି ଆକ୍ରମଣ କରାଯାଇଥିଲା। ଆକ୍ରମଣ ପାଇଁ ଆଇଏସ୍‌ ନିଜକୁ ଦାୟୀ କରିଛି। ସାରା ବିଶ୍ୱ କରୋନା ସଂକ୍ରମଣରେ ଆତଙ୍କିତ ହୋଇଥିବାବେଳେ ଆତଙ୍କବାrଦୀମାନେ ଧର୍ମସ୍ଥଳୀ ଉପରେ ଆକ୍ରମଣ କରିବା ଘଟଣାକୁ ଭାରତ ପକ୍ଷରୁ ତୀବ୍ର ନିନ୍ଦା କରାଯାଇଛି। ଏହା ଆକ୍ରମଣକାରୀ ଓ ସେମାନଙ୍କ ସମର୍ଥକମାନଙ୍କର ପୈଶାଚିକ ମାନସିକତା ବୋଲି ଭାରତ କହିଛି। କ୍ଷତିଗ୍ରସ୍ତ ହିନ୍ଦୁ ଓ ଶିଖ୍‌ ପରିବାରକୁ ଯଥାସମ୍ଭବ ସହାୟତା ଯୋଗାଇଦେବାକୁ ନୂଆଦିଲ୍ଲୀ ପକ୍ଷରୁ କୁହାଯାଇଛି।


All Right Reserved By Dharitri.Com

ବିଲ୍‌ ଗେଟସ୍‌ କିଣିଲେ ସୁପର ୟାଚ୍‌: ଦାମ ୪୬୧୨ କୋଟି

ନ୍ୟୁୟର୍କ,୧୦।୨: ପୃଥିବୀର ଦ୍ୱିତୀୟ ଧନୀକ ବିଲ୍‌ ଗେଟସ୍‌ ଏକ ସୁପର ୟାଚ୍‌ କିଣିଛନ୍ତି। ଏହାର ଦାମ ୪୬୧୨କୋଟି ଟଙ୍କା ରହିଛି। ଏହା ତରଳ ହାଇଡ୍ରୋଜେନ୍‌ ଇନ୍ଧନରେ...

ବ୍ରେକ୍‌ଫାଷ୍ଟ କରୁ ନ ଥିବା ପିଲା କମ୍‌ ମାର୍କ ରଖନ୍ତି

ଲଣ୍ଡନ:ପିତାମାତାମାନେ ଏବେଠାରୁ ସାବଧାନ ହୋଇଯାନ୍ତୁ। ବ୍ରେକଫାଷ୍ଟ କରୁ ନ ଥିବା ପିଲା କମ୍‌ ମାର୍କ ରଖନ୍ତି ବୋଲି ଏକ ସର୍ବେକ୍ଷଣରୁ ଜଣାପଡ଼ିଛି। ପିଲାମାନେ ଖାଲିପେଟରେ ରହି...

ଡୋରିଆନ ସାମୁଦ୍ରିକ ଝଡ଼ ପାଇଁ ୬ଶହ ବିମାନ ବାତିଲ

ଓ୍ବାଶିଂଟନ,୨।୯: ମାଡି ଆସୁଛି ସାମୁଦ୍ରିକ ଝଡ଼ ଡୋରିଆନ। ଏହା ଉତ୍ତର ବାହାମସରେ ଲ୍ୟାଣ୍ଡଫଲ୍‌ କରିବାର ଅନୁମାନ କରାଯାଉଛି। ଏହା ଆମେରିକାରେ ତାଣ୍ଡବ ରଚିବ ବୋଲି କହିଛି...

ଟ୍ରମ୍ପ୍‌ଙ୍କ ବିରୋଧରେ ମହାଭିଯୋଗ ପ୍ରକ୍ରିୟା ଆରମ୍ଭ

ଓ୍ବାଶିଂଟନ,୨୫।୯: ବିଦେଶରୁ ସହାୟତା ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ ନିର୍ବାଚନ ଜିତିଥିବା ଅଭିଯୋଗ ହୋଇଛି। ଏନେଇ କଂଗ୍ରେସ ପକ୍ଷରୁ ମହାଭିଯୋଗ ପ୍ରକ୍ରିୟା ଆରମ୍ଭ କରାଯାଇଛି।...

କରୋନା ମୁକାବିଲା ପାଇଁ ଭାରତର ସହଯୋଗ ଲୋଡ଼ିଲେ ଟ୍ରମ୍ପ୍‌

ୱାଶିଂଟନ,୫ ।୪: କରୋନା ସଂକ୍ରମଣ ଯୋଗୁ ଆମେରିକାର ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି । ଏପରିସ୍ଥଳେ କରୋନା ମୁକାବିଲା ଲାଗି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍...

କାଲିଫର୍ନିଆ ସ୍କୁଲ ଗୁଳିକାଣ୍ଡର ମୁଖ୍ୟ ଅଭିଯୁକ୍ତଙ୍କ ମୃତ୍ୟୁ

କାଲିଫର୍ନିଆ,୧୬।୧୧: ଆମେରିକାର କାଲିଫର୍ନିଆରେ ଘଟିଥିବା ଗୁଳିକାଣ୍ଡରେ ସମ୍ପୃକ୍ତ ଥିବା ମୁଖ୍ୟ ଅଭିଯୁକ୍ତଙ୍କ ହସ୍ପିଟାଲରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଅଭିଯୁକ୍ତଙ୍କର ବୟସ ୧୬ ବର୍ଷ ଥିବା...

ସିଙ୍ଗାପୁରରେ ପ୍ରଥମ କରୋନା ମୃତ୍ୟୁ

ସିଙ୍ଗାପୁର,୨୧।୩: କରୋନା ଭାଇରସ କଥା ଉଠିଲେ ଆପଣାଛାଏଁ ମନକୁ ଆସି ଯାଉଛି ଏଥିରେ ବୃଦ୍ଧି ପାଇଛି ସଂକ୍ରମିତ ଓ ମୃତକଙ୍କ ସଂଖ୍ୟା। ସାରା ବିଶ୍ୱ ପାଇଁ...

ପାକିସ୍ତାନକୁ ଝିଣ୍ଟିକା ଦାଉରୁ ରକ୍ଷା କରିବାକୁ ଚାଇନା ପଠାଇବ ବତକ

ଇସ୍‌ଲାମାବାଦ,୨୮।୨: ଏବେ ପାକିସ୍ତାନରେ ଝିଣ୍ଟିକା ବା ପଙ୍ଗପାଳଙ୍କ ଉପଦ୍ରବ ବହୁ ମାତ୍ରାରେ ବଢିଯାଇଛି। ଏମାନଙ୍କ ଉପଦ୍ରବ ଯୋଗଁ ବହୁ ପରିମାଣରେ ଫସଲ ହାନୀ ଘଟୁଛି। ଧିରେ...

Leave a comment

Your email address will not be published. Required fields are marked *