୧୬ ଦିନରେ ଭାରତରେ ୧୬ କରୋନା ମୃତ୍ୟୁ: ସଂକ୍ରମିତଙ୍କ ସଂଖ୍ୟା ୬୫୦ ଟପିଲା

ନୂଆଦିଲ୍ଲୀ,୨୬।୩: କରୋନା ସଂକ୍ରମଣ ସାରା ପୃଥିବୀରେ କୋକୁଆ ଭୟ ସୃଷ୍ଟି କରିଛି। ଭାରତରେ ଅବସ୍ଥା ଧୀରେଧୀରେ ସଙ୍କଟଜନକ ହେବାରେ ଲାଗିଛି। ଗତ ୧୬ ଦିନ ମଧ୍ୟରେ ଦେଶରେ ୧୬ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଇତିମଧ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୫୦ ଟପିଛି। ଜମ୍ମୁ-କଶ୍ମୀର, ମହାରାଷ୍ଟ୍ର ଓ ଗୁଜରାଟରେ ଜଣେ ଲେଖାଏଁ କରୋନା ସଂକ୍ରମିତଙ୍କର ଚିକିତ୍ସା ସମୟରେ ମୃତ୍ୟୁ ଘଟିଛି। ସୁରକ୍ଷା ଦୃଷ୍ଟିରୁ ଦେଶବ୍ୟାପୀ ୨୧ ଦିନ ପାଇଁ ଲକ୍‌ ଡାଉନ୍‌ ଜାରି ହୋଇଛି। ପରିସ୍ଥିତିରେ ସୁଧାର ନ ହେଲେ ଭାରତ ଷ୍ଟେଜ୍‌ ଥ୍ରୀକୁ ଯିବାର ଆଶଙ୍କା ମଧ୍ୟ ଦେଖାଦେଇଛି।


All Right Reserved By Dharitri.Com

ଭିଭିଆଇପି ବିମାନ ସୁରକ୍ଷା: ଆମେରିକା-ଭାରତ ୧୨୦୦ କୋଟି ଚୁକ୍ତି

ନୂଆଦିଲ୍ଲୀ,୫।୩: ଭିଭିଆଇପି ବିମାନ ସୁରକ୍ଷା ପାଇଁ ଆମେରିକା ଭାରତ ମଧ୍ୟରେ ୧୨୦୦ କୋଟି ଟଙ୍କାର ଚୁକ୍ତି ହୋଇଛି। ଏହି ବିକଶିତ ପ୍ରଣାଳୀ ଭିଭିଆଇପି ବିମାନକୁ କ୍ଷେପଣାସ୍ତ୍ରରୁ...

୪ ରାଜ୍ୟରେ ବନ୍ୟା ନେଲାଣି ୧୬୦ ଜୀବନ

ଥିରୁଭାନନ୍ଥପୁରମ୍‌ / ବେଙ୍ଗାଲୁରୁ,୧୨ା୮(ପି.ଟି.): ଲାଗାଣ ବର୍ଷାଜନିତ ବନ୍ୟା ପରିସ୍ଥିତି ଭୟଙ୍କର ହୋଇପଡ଼ିଛି। କେରଳ, କର୍ନାଟକ, ମହାରାଷ୍ଟ୍ର, ଗୁଜରାଟରେ ସ୍ଥିତି ଗମ୍ଭୀର ରହିଥିବାବେଳେ ମୃତ୍ୟୁସଂଖ୍ୟା ୧୪୦ ଟପିଛି। କେରଳରେ...

ଭାରତରେ ୬ ଲସ୍କର ଆତଙ୍କବାଦୀ ପଶିଲେ: ତାମିଲନାଡୁରେ ହାଇଆଲର୍ଟ

ଚେନ୍ନାଇ,୨୩।୮:ଜମ୍ମୁ-କଶ୍ମୀରରୁ ୩୭୦ ଉଚ୍ଛେଦ ପରେ ଦେଶରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଫଳରେ ଏପର୍ଯ୍ୟନ୍ତ ଆତଙ୍କବାଦୀ ଆକ୍ରମଣର କୌଣସି ଘଟଣା ଘଟିନାହିଁ। କଡା ସୁରକ୍ଷା...

ଏକ୍‌ଜିଟ୍‌ ପୋଲ୍‌କୁ ନେଇ ଦିନରେ ସ୍ବପ୍ନ ଦେଖିବା ଠିକ୍‌ ନୁହେଁ କହିଲେ ପ୍ରକାଶ ରାଜ

ନୂଆଦିଲ୍ଲୀ,୨୦।୫: ଲୋକ ସଭା ନିର୍ବାଚନ ସରିଥିବା ବେଳେ ଏବେ ଅପେକ୍ଷା ଫଳାଫଳକୁ । ରବିବାର ଶେଷ ପର୍ଯ୍ୟାୟ ନିର୍ବାଚନ ସରିବା ପରେ ଏବେ ପ୍ରାୟ ସବୁ...

ସିଏଏ ବିରୋଧରେ ସୁପ୍ରିମକୋର୍ଟ ଗଲେ କେରଳ ସରକାର

ଥିରୁଭାନନ୍ତପୁରମ୍‌,୧୪।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧରେ କେରଳ ରେକର୍ଡ ଉପରେ ରେକର୍ଡ ସୃଷ୍ଟି କରିଛି। ପୂର୍ବରୁ ରାଜ୍ୟରେ ସିଏଏ ଲାଗୁ ନ କରିବା ପାଇଁ ଏକ...

ଶହୀଦ୍‌ ପରିବାରଙ୍କୁ ମିଳିବ ୪ ଗୁଣା ଅଧିକ କ୍ଷତିପୂରଣ: ରାଜନାଥ ସିଂ କଲେ ଘୋଷଣା

ନୂଆଦିଲ୍ଲୀ,୫।୧୦: ଏଣିକି ଶହୀଦ୍‌ ପରିବାରଙ୍କୁ ୪ ଗୁଣା ଅଧିକ କ୍ଷତିପୂରଣ ମିଳିବ। ପୂର୍ବରୁ ଶହୀଦ୍‌ ପରିବାରଙ୍କୁ ୨ ଲକ୍ଷ ଟଙ୍କାର ସହାୟତା ସରକାରଙ୍କ ପକ୍ଷରୁ ଯୋଗାଇ...

ସ୍ଥିର ଅଛି ଜେଟଲୀଙ୍କ ସ୍ବାସ୍ଥ୍ୟାବସ୍ଥା

ନୂଆଦିଲ୍ଲୀ,୧୦।୮: ପୂର୍ବତନ ଅର୍ଥମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ଅରୁଣ ଜେଟଲୀଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣାପଡିଛି। ଶୁକବାର ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବା...

ଖାଇକୁ ଖସିଲା ବାୟୁସେନା ଟ୍ରକ

ଜୟପୁର,୨୧।୮: ରାଜସ୍ଥାନ ବାଡମେରରେ ଭାରତୀୟ ବାୟୁସେନାର ଏକ ଟ୍ରକ ବୁଧବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୩ଯବାନଙ୍କ ମୃତ୍ୟୁ ହୋଇଥିବା ବେଳେ ୫ଜଣ ଗୁରୁତର ଆହତ...

Leave a comment

Your email address will not be published. Required fields are marked *