ଟାଇଗର ଯାହା ଚାହୁଁଥିଲେ..

ବଲିଉଡ୍‌ର ୟଙ୍ଗ ସେନସେସନ ଟାଇଗର ଶ୍ରଫ। ନିକଟରେ ତାଙ୍କ ଅଭିନୀତ ‘ବାଗୀ-୩’ ରିଲିଜ ହୋଇଛି। ଫିଲ୍ମଟିକୁ ପ୍ରାରମ୍ଭରୁ ବେଶ୍‌ ସଫଳତା ମଧ୍ୟ ମିଳିଛି। ଏହି ଫିଲ୍ମରେ ତାଙ୍କର ଆକ୍ସନ ଅବତାରକୁ ଭୁରି ଭୁରି ପ୍ରଶଂସା କରାଯାଉଛି। ଏ ସମ୍ପର୍କରେ ଟାଇଗର କହନ୍ତି, ‘ବେଳେ ବେଳେ ଏମିତି ହୁଏ ଯେ ମନଲାଖି ଭୂମିକାଟିଏ ହାତ ପାଆନ୍ତାରେ ମିଳିଯାଏ। ୟା ଭିତରେ ମୁଁ କେତୋଟି ଆକ୍ସନଭିତ୍ତିକ ଫିଲ୍ମରେ ଅଭିନୟ କରିସାରିଲିଣି। ହେଲେ ନିଜକୁ କେବଳ ଗୋଟିଏ ଭୂମିକାରେ ମୁଁ ବାନ୍ଧି ରଖିବାକୁ ଚାହେଁନା।’ ତେବେ ଟାଇଗରଙ୍କ ଏହି ଆଶା କେତେ ପୂରଣ ହେଉଛି ତାହା ଦେଖିବାକୁ ବାକି ରହିଲା।


All Right Reserved By Dharitri.Com

‘ବାଗି ୩’ ରିଲିଜ୍‌ ହେବା ପରେ ବୋହୂ ବେଶରେ ନଜର ଆସିଲେ ଅଙ୍କିତା

ମୁମ୍ବାଇ: ଟେଲିଭିଜନ ଦୁନିଆରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଙ୍କିତା ଲୋଖଣ୍ଡେ ଏବେ ବଲିଉଡ୍‌ ଦୁନିଆରେ ଦର୍ଶକଙ୍କ ଦୃଷ୍ଟ ଆକର୍ଷଣ କରିଛନ୍ତି। ‘ମଣିକର୍ନିକା’ରେ...

ମତଦାନରେ ନିଜକୁ ସାମିଲ କଲେ ବଲିଉଡ୍‌ ସେଲିବ୍ରିଟି

ମୁମ୍ବାଇ,୨୧।୧୦: ମହାରାଷ୍ଟ୍ର ଓ ହରିୟାଣାରେ ସୋମବାର ବିଧାନସଭା ନିର୍ବାଚନ ହୋଇଥିବା ବେଳେ ଏହାର ଫଳାଫଳ ଗୁରୁବାର ପ୍ରକାଶ ପାଇବ। ଏହାକୁ ନେଇ ଦଳୀୟ ପ୍ରାର୍ଥିମାନେ ଯେତିକି...

ଦ୍ରୌପଦୀ ହେବେ ଦୀପିକା ପାଦୁକୋନ୍‌

ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦ୍ୟୁକୋନ୍‌ ଫିଲ୍ମ ‘ମହାଭାରତ’ରେ ଦ୍ରୌପଦୀ ଭୂମିକାରେ ନଜର ଆସିବେ। ଏହି ଫିଲ୍ମ ୩ଟି ଭାଗରେ ରିଲିଜ୍‌ ହେବାକୁ ଯାଉଥିବାବେଳେ ପ୍ରଥମ ଭାଗ...

କୁକୁଡ଼ା ଚୋର

କୁକୁଡ଼ା ଚୋରିକୁ ନେଇ କ’ଣ ଏକ ସିନେମା ନିର୍ମାଣ କରାଯାଇପାରେ? ହେଲେ ସେପରି ଏକ କୌତୂହଳପୂର୍ଣ୍ଣ ତଥା ସତ୍ୟ ଘଟଣାକୁ ଆଧାର କରି ପ୍ରସ୍ତୁତ ହୋଇଛି...

ଘରକୁ ଫେରିଲେ ଶବାନା

ମୁମ୍ବାଇ: ଦୀର୍ଘ ୧୪ ଦିନ ହସ୍ପିଟାଲରେ ରହିବା ପରେ ଏବେ ଘରକୁ ଫେରିଛନ୍ତି ବଲିଉଡ୍‌ ଅଭିନେତ୍ରୀ ଶବାନା ଆଜମୀ। ଟୁଇଟ୍‌ କରି ନିଜେ ଶବାନା ଏହି...

ଚଳଚ୍ଚିତ୍ର ପୋଷ୍ଟରକୁ ନେଇ ବିବାଦରେ ପପୁ ପମ୍‌ପମ୍‌

ଭୁବନେଶ୍ୱର, ୧୭।୮(ବ୍ୟୁରୋ): ଓଡ଼ିଆ ହାସ୍ୟ ଅଭିନେତା ପପୁ ପମ୍‌ପମ୍‌ ପୁଣି ଥରେ ବିବାଦକୁ ଟାଣିହୋଇ ଆସିଛନ୍ତି। ଏଥର ସେ ନିଜର ଆଗାମୀ ଚଳଚ୍ଚିତ୍ର ପୋଷ୍ଟରକୁ ନେଇ...

ହସ୍ପିଟାଲରେ ଋଷି କପୁର, ଦେଖିବାକୁ ଗଲେ ରଣବୀର-ଆଲିଆ

ବଲିଉଡ ଅଭିନେତା ଋଷି କପୁର ଦିଲ୍ଲୀର ଏକ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଏକ ବିବାହ କାର୍ଯ୍ୟକ୍ରମରେ ଯୋଗଦେବା ସମୟରେ ହଠାତ୍‌ ତାଙ୍କ ସ୍ବାସ୍ଥବସ୍ଥା ଖରାପ ହେବାକୁ...

ବିବାହ ପୂର୍ବରୁ ଭାଙ୍ଗିଲା ପ୍ରିୟଙ୍କା ଚୋପ୍ରାଙ୍କ ଭାଇଙ୍କ ନିର୍ବନ୍ଧ, କନିକାଙ୍କ ଭଳି ଇଶିତା ଛାଡ଼ିଲେ ହାତ

ମୁମ୍ବାଇ: ପୁଣି ଥରେ ଭାଙ୍ଗିଛି ପିସି ଓରଫ ପ୍ରିୟଙ୍କା ଚୋପ୍ରା ଜୋନାସଙ୍କ ଭାଇ ସିଦ୍ଧାର୍ଥଙ୍କ ନିର୍ବନ୍ଧ। ପ୍ରଥମେ ୨୦୧୪ ମସିହାରେ କନିକା ମାଥୁରଙ୍କ ସହ ସିଦ୍ଧାର୍ଥଙ୍କ...

Leave a comment

Your email address will not be published. Required fields are marked *