କରୋନା ମହାମାରୀ ଯୋଗୁ ଦେଶବ୍ୟାପୀ ଟୋଲ୍‌ ଆଦାୟ ବନ୍ଦ

ନୂଆଦିଲ୍ଲୀ,୨୬।୩: କରୋନା ସଂକ୍ରମଣ ଯୋଗୁ ଭାରତରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଭାରତ ସରକାର ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ୨୧ ଦିନିଆ ଲକ୍‌ ଡାଉନ୍‌ ଘୋଷଣା କରିଛନ୍ତି। ସାମାଜିକ ଦୂରତା ବଢ଼ାଇବାକୁ ସରକାରଙ୍କ ପକ୍ଷରୁ ଗୁରୁତ୍ୱ ଦିଆଯାଉଥିବାବେଳେ ଏବେ ଦେଶବ୍ୟାପୀ ଟୋଲ୍‌ ଆଦାୟ କିଛିଦିନ ପାଇଁ ବନ୍ଦ ରଖିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଏନେଇ ସଡ଼କ ପରିବହନ ତଥା ଜାତୀୟ ରାଜପଥ ମନ୍ତ୍ରୀ ନୀତୀନ ଗଡ଼କରୀ କହିଛନ୍ତି। ଏସମ୍ପର୍କରେ ଗଡ଼କରୀ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଜାରି ହୋଇଥିବା ମାର୍ଗଦର୍ଶିକା ଅନୁସାରେ ଏଗଭଳି କରାଯାଇଥିବା ସେ କହିଛନ୍ତି।


All Right Reserved By Dharitri.Com

୧୮ ବର୍ଷ ମଧ୍ୟରେ ୨ଶହରୁ ଅଧିକ ଅଚିହ୍ନା ମୃତଦେହ ସଂସ୍କାର କଲେଣି ନବୀନ

ପାଟନା,୮।୮: ଅଚିହ୍ନା ମୃତଦେହର ସଂଗ୍ରହ କରି ସେଗୁଡ଼ିକର ଅନ୍ତିମ ସଂସ୍କାର କରିବା ହେଉଛି ବିହାର ପାଟନାର ଜଣେ ବ୍ୟକ୍ତିଙ୍କ ନିଶା। ସେ ହେଉଛନ୍ତି ନବୀନ ଶ୍ରୀବାସ୍ତବ।...

କେଜରିଓ୍ବାଲଙ୍କ ବିପକ୍ଷରେ ନିର୍ବାଚନ ଲଢିବେ ନିର୍ଭୟାଙ୍କ ମା’!

ନୂଆଦିଲ୍ଲୀ,୧୭।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ବିଭିନ୍ନ ଦଳ ସେମାନଙ୍କ ପ୍ରାର୍ଥୀ ତାଲିକା ପ୍ରସ୍ତୁତ କରି ଚାଲିଛନ୍ତି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା...

କରୋନା ସଂକ୍ରମିତଙ୍କ ମଧ୍ୟରୁ ପ୍ରତି ହଜାରେ ଲୋକଙ୍କ ମଧ୍ୟରୁ ପ୍ରାୟ ୯ ଜଣଙ୍କ ଘଟିଥାଏ ମୃତ୍ୟୁ !

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୬।୩: କରୋନା ସଂକ୍ରମଣ ପୃଥିବୀରେ ଆତଙ୍କ ସୃଷ୍ଟି କରିଛି। ଏଥିରୁ ଦୂରେଇ ରହିବା ପାଇଁ ସାମାଜିକ ଦୂରତା ସୃଷ୍ଟି ଉପରେ ଲୋକଙ୍କୁ ପରାମର୍ଶ ଦିଆଯାଉଛି। ତେବେ...

ତାମିଲନାଡୁରେ ପ୍ରବଳ ବର୍ଷା: ସ୍କୁଲ, କଲେଜ ବନ୍ଦ

ଚେନ୍ନାଇ,୩୦।୧୦: ତାମିଲନାଡୁର ମଦୁରେ ଏବଂ ରାମନାଥପୁରମ ସମେତ ଅନେକ ଜିଲାରେ ପ୍ରବଳ ବର୍ଷା ଲାଗି ରହିଛି। ବର୍ଷା ଯୋଗୁ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଏହାକୁ...

୨୭ ବର୍ଷରେ ୪ ମହିଳା ମନ୍ତ୍ରୀ

ନୂଆଦିଲ୍ଲୀ,୧୭ା୨: କେନ୍ଦ୍ରଶାସିତ ଅଞ୍ଚଳ ଦିଲ୍ଲୀରେ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) କ୍ରମାଗତ ତୃତୀୟ ଥର ପାଇଁ କ୍ଷମତାସୀନ ହେଇଛି। ନିର୍ବାଚନ ପ୍ରଚାର ବେଳେ ଏହି ଦଳ...

ଗୋଟିଏ ପରିବାରର ୧୩ ଜଣ କରୋନାରେ ପୀଡ଼ିତ

ମିରଠ,୩୦।୩: ଉତ୍ତରପ୍ରଦେଶର ମିରଠରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏଠାରେ ଏବେ ଗୋଟିଏ ପରିବାରର ୧୩ ଜଣ କରୋନା ଭାଇରସରେ ପୀଡ଼ିତ ଥିବା ଜଣାପଡିଛି।...

ସିନ୍ଧିଆଙ୍କ ୭୫ତମ ଜୟନ୍ତୀରେ ଜ୍ୟୋତିରାଦିତ୍ୟ କରିପାରନ୍ତି ବଡ଼ ଘୋଷଣା: ହାତ ଛାଡ଼ି ପଦ୍ମ ଧରିବା ନେଇ ଚର୍ଚ୍ଚା

ଭୋପାଳ,୧୦।୩: ମଧ୍ୟପ୍ରଦେଶରେ ରାଜନୈତିକ ସମୀକରଣ ଏବେ ରୋଚକ ସ୍ଥିତିରେ ପହଞ୍ଚିଛି। ପିତା ମାଧବ ରାଓ ସିନ୍ଧିଆଙ୍କ ୭୫ ତମ ଜୟନ୍ତୀରେ ଜ୍ୟୋତିରାଦିତ୍ୟ ସିନ୍ଧିଆ ବଡ଼ ଘୋଷଣା...

ପ୍ଲାଷ୍ଟିକ ନୁହେଁ ଫଳ ଖୋଳରେ ଦେଉଛନ୍ତି ଜୁସ୍‌

ବେଙ୍ଗାଲୁରୁ,୬।୨: କର୍ନାଟକର ଜଣେ ଜୁସ୍‌ ଦୋକାନୀ ଏବେ ଅନ୍ୟମାନଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ସମସ୍ତଙ୍କର ପ୍ରଶଂସାର ପାତ୍ର ହୋଇଛନ୍ତି। ସେ ଏବେ ପ୍ଲାଷ୍ଟିକ ନୁହେଁ...

Leave a comment

Your email address will not be published. Required fields are marked *