୨୦ଟି ସିନେମାରେ ଡକାଏତ୍‌

ବଲିଉଡ୍‌ରେ ଡକାଏତ୍‌ ଗେଟଅପ ପାଇଁ ସେ ବେଶ୍‌ ଚର୍ଚ୍ଚିତ ଥିଲେ। କେବଳ ସେତିକି ନୁହେଁ, ଏପରି ଭୂମିକାରେ ଦର୍ଶକ ତାଙ୍କୁ ଗ୍ରହଣ କରିବା ସହ ସେମାନଙ୍କ ହୃଦୟରେ ସେ ହାସଲ କରିଥିଲେ ସ୍ବତନ୍ତ୍ର ସ୍ଥାନ। ହଁ, ସେହି ଅଭିନେତା ଜଣକ ହେଲେ ସୁନୀଲ ଦତ୍ତ। ‘ପ୍ରାଣ ଜାଏ ପର୍‌ ବଚନ ନା ଯାଏ’, ‘ମଦର ଇଣ୍ଡିଆ’, ‘ମୁଝେ ଜିନେ ଦୋ’ ଆଦି ୨୦ଟି ସିନେମାରେ ସେ ଡକାଏତ ଭୂମିକାରେ ଅଭିନୟ କରିଥିଲେ। ଅଭିନୟ ଜଗତରେ ପ୍ରବେଶ କରିବା ପୂର୍ବରୁ ସେ ସିଲୋନ୍‌ ରେଡିଓରେ ଜଣେ ଘୋଷକ ଭାବରେ କାମ କରିଥିଲେ। ତାଙ୍କ ଅଭିନୀତ ପ୍ରଥମ ହିନ୍ଦୀ ସିନେମା ଥିଲା ‘ରେଲଓ୍ବେ ପ୍ଲାଟଫର୍ମ’। ତାଙ୍କ ଅଭିନୀତ ପ୍ରମୁଖ ଚଳଚ୍ଚିତ୍ରଗୁଡ଼ିକ ମଧ୍ୟରେ ରହିଛି- ‘ସାଧନା’, ‘ସୁଜାତା’, ‘ମୁଝେ ଜିନେ ଦୋ’, ‘ଖାନଦାନ୍‌’, ‘ପଡୋଶନ୍‌’, ‘ଓ୍ବକ୍ତ’, ‘ଗୁମରାହୋ’, ‘ରେଶମା ଔର ସେରା’, ‘ଜାନି ଦୁଷ୍ମନ’, ‘ମୁକାବିଲା’ ଏବଂ ‘ଶାନ୍‌’। ୭୫ବର୍ଷ ବୟସରେ ତାଙ୍କର ପରଲୋକ ହୋଇଥିଲା।


All Right Reserved By Dharitri.Com

‘ଜୟେଶଭାଇ ଜୋରଦାର’ର ଫାଷ୍ଟ ଲୁକ୍‌ ରିଲିଜ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତା ରଣବୀର ସିଂ ନିଜର ଦମ୍‌ଦାର ଅଭିନୟ ଓ ଭିନ୍ନ ଭିନ୍ନ ଚରିତ୍ର ପାଇଁ ବେଶ୍‌ ଜଣାଶୁଣା। ତାଙ୍କ ପାଖରେ ବହୁ ନୂଆ...

ସିଲ୍‌ ହେଲା ଧର୍ମେନ୍ଦ୍ରଙ୍କ ‘ହି ମ୍ୟାନ’ ରେସ୍ତୋରାଁ

ହରିୟାଣା,୮।୩: ବଲିଉଡ୍‌ର ହି ମ୍ୟାନ ଭାବେ ପରିଚିତ ଭେଟେରାନ ଆକ୍ଟର ଧର୍ମେନ୍ଦ୍ର ଭାଲେଣ୍ଟାଇନ୍ସ ଡେ’ ଅବସରରେ ଏକ ରେସ୍ତୋରାଁ ଖୋଲିଥିଲେ। ଆଉ ଏହାର ନାଁ ରହିଥିଲେ...

ଜାହ୍ନବୀ-ଇଶାନ୍‌ଙ୍କ ପ୍ରେମ ସମ୍ପର୍କକୁ ନେଇ କ’ଣ କହିଲେ ବୋନି କପୁର

ଫିଲ୍ମ ‘ଧଡକ’ରେ ପ୍ରଥମଥର ପାଇଁ ଏକଠି ନଜର ଆସିବା ପରେ ଏବେ ଇଶାନ୍‌ ଖଟ୍ଟର ଏବଂ ଜାହ୍ନବୀ କପୁରଙ୍କ ପ୍ରେମ ସମ୍ପର୍କକୁ ନେଇ ଚର୍ଚ୍ଚା ଜୋର...

ଫିଲ୍ମ ‘ଅନ୍ତରଙ୍ଗୀ ରେ’ ର ଶୁଟିଂ ଆରମ୍ଭ: ୨୦୨୧ ଭାଲେଣ୍ଟାଇନ୍‌ରେ ରିଲିଜ୍‌ ହେବ

ଅଭିନେତ୍ରୀ ସାରା ଅଲ୍ଲି ଖାନ୍‌, ଅଭିନେତା ଧନୁଷ ଏବଂ ଅକ୍ଷୟ କୁମାରଙ୍କ ଅଭିନୀତ ଫିଲ୍ମ ‘ଅନ୍ତରଙ୍ଗୀ ରେ’ ର ଶୁଟିଂ ମାର୍ଚ୍ଚ ୫ରୁ ଆରମ୍ଭ ହୋଇଯାଇଛି।...

କରୋନା ଭୟରେ ଶୁଟିଂ ବନ୍ଦକଲେ ସଲମାନ

ସାରା ବିଶ୍ୱ ଏବେ କରୋନା ଭାଇରସକୁ ନେଇ ଚିନ୍ତାରେ। ବଲିଉଡ୍‌ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଅନେକ କଳାକାର ଅନ୍ୟ ସ୍ଥାନକୁ ଯିବା...

ହ୍ୟାଟ୍ରିକ୍‌ ଅପେକ୍ଷାରେ ଦେବରାଜ

ନବାଗତ ନାୟକ ଦେବରାଜ। ଗତବର୍ଷ ତାଙ୍କର ଡେବ୍ୟୁ ଫିଲ୍ମ ‘ତୋ ପ୍ରେମରେ ପଡ଼ିଲା ପରେ’ ରିଲିଜ୍‌ ହୋଇଥିଲା। ଆରମ୍ଭରୁ ହିଁ ସେ ନିଜର ଆକ୍ଟିଂ ଦକ୍ଷତା...

ଓଜନିଆ ଗାଉନ୍‌ ପିନ୍ଧି ଟ୍ରୋଲ୍‌ ହେଲେ ଉର୍ବଶୀ: ବସିବା ପାଇଁ ଲୋଡ଼ା ପଡ଼ିଲା ଚାରି ଜଣଙ୍କ ଜାଗା

ଚଳିତ ବର୍ଷ ଆସାମର ଗୌହାଟୀରେ ଫିଲ୍ମ ଫେୟାର ଆଓ୍ବାର୍ଡର ଆୟୋଜନ ହୋଇଛି। ବହୁ କଳାକାରଙ୍କୁ ଏଠାରେ ଦେଖିବାକୁ ମିଳିଥିଲା। ଏହି ଅବସରରେ ଅଭିନେତ୍ରୀ ଉର୍ବଶୀ ରୌତେଲା...

ଦିଲ୍ଲୀର ପ୍ରଦୂଷଣ ପାଇଁ ବାତିଲ ହେଲା ଫିଲ୍ମ ଦୋସ୍ତାନା-୨ର ଶୁଟିଂ

ନୂଆଦିଲ୍ଲୀ,୧୧।୧୧: ରାଜଧାନୀ ଦିଲ୍ଲୀର ବାୟୁ ପ୍ରଦୂଷଣ ପାଇଁ ସାଧାରଣ ଜନତାଙ୍କ ସହ ବଲିଉଡ୍‌ ସେଲିବ୍ରିଟିମାନେ ମଧ୍ୟ ଅସ୍ତବ୍ୟସ୍ତ ହୋଇପଡ଼ିଲେଣି। ଏଥିପାଇଁ ଦିଲ୍ଲୀରେ ହେବାକୁ ଥିବା ବଲିଉଡ୍‌...

Leave a comment

Your email address will not be published. Required fields are marked *