ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ୧୪ରୁ ଆରମ୍ଭ

ଭୁବନେଶ୍ୱର,୧୧।୯(ବ୍ୟୁରୋ): ରାଜ୍ୟରେ ମାଟ୍ରିକ୍‌ ଏବଂ ଓପନ୍‌ ସ୍କୁଲ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ସେପ୍ଟେମ୍ବର ୧୪ରୁ ଆରମ୍ଭ ହେବ। ଚଳିତ ବର୍ଷ ୨୨, ୬୪୯ ଜଣ ଛାତ୍ରୀଛାତ୍ର ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବେ। ସେହିଭଳି ଓପନ୍‌ ସ୍କୁଲ୍‌ର ୧୨,୯୩୯ ଛାତ୍ରୀଛାତ୍ର ପରୀକ୍ଷା ଦେବେ। ମାଟ୍ରିକ୍‌ ପାଇଁ ୧୫୩ ଏବଂ ଓପନ୍‌ ସ୍କୁଲ୍‌ ପାଇଁ ୮୮ ପରୀକ୍ଷା କେନ୍ଦ୍ର ହୋଇଛି। ଉକ୍ତ କେନ୍ଦ୍ରଗୁଡ଼ିକୁ ପ୍ରତିଦିନ ସାନିଟାଇଜ କରାଯିବ। ଯେପରି ଭିଡ଼ ନ ହେବ ସେ ନେଇ ବ୍ୟବସ୍ଥା ହେବ। ପରୀକ୍ଷା ସମୟରେ କୋଭିଡ଼୍‌ ନିୟମ କଡ଼ାକଡ଼ି ପାଳନ କରାଯିବ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁ ରୋଗ ବିଶେଷଜ୍ଞ ଅକ୍ଷୟ ରାଉତଙ୍କ ପରଲୋକ

ଭୁବନେଶ୍ୱର, ୨୫ା୫(ବ୍ୟୁରୋ) ଶିଶୁରୋଗ ବିଶେଷଜ୍ଞ ଡାକ୍ତର ଅକ୍ଷୟ କୁମାର ରାଉତଙ୍କର ସୋମବାର ସନ୍ଧ୍ୟାରେ ଭୁବନେଶ୍ୱରଠାରେ ପରଲୋକ ହୋଇଯାଇଛି। ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା। କେନ୍ଦ୍ରାପଡ଼ା...

ଅନ୍ୟ ରୋଗରେ କରୋନା ପଜିଟିଭ୍‌ଙ୍କ ମୃତ୍ୟୁ: ମୃତକ ଗଞ୍ଜାମ ଜିଲାର

ଭୁବନେଶ୍ୱର/ଛତ୍ରପୁର, ୧।୭(ବ୍ୟୁରୋ/ଡି.ଏନ୍‌.ଏ.): ରାଜ୍ୟରେ ବୁଧବାର ଜଣେ କରୋନା ପଜିଟିଭଙ୍କର ଅନ୍ୟ ରୋଗରେ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ଜିଲାର ୫୨ ବର୍ଷୀୟ ବ୍ୟକ୍ତି। ପୂର୍ବରୁ...

କୋଭିଡ୍‌ ଯୋଦ୍ଧାଙ୍କ ପାଇଁ ୧ ମିନିଟ୍‌

ଭୁବନେଶ୍ୱର,୬ା୮(ବ୍ୟୁରୋ): କରୋନା ମହାମାରୀର ଏହି ଘଡ଼ିସନ୍ଧି ମୁହୂର୍ତ୍ତରେ ଘର ପରିବାର ଭୁଲି ତ୍ୟାଗ ମନୋଭାବ ନେଇ କୋଭିଡ୍‌ ଯୋଦ୍ଧାମାନେ ଲୋକଙ୍କ ପାଇଁ କାମ କରିଚାଲିଛନ୍ତି। ଏପରିକି...

ନାଗା ସାଧୁଙ୍କୁ ଛାଡ଼ିଲାନି ପୋଲିସ

ପୁରୀ ଅଫିସ,୨୬।୯: ଭାରତର ବିଭିନ୍ନ ପ୍ରାନ୍ତରୁ ଆସିଥିବା ନାଗା ସାଧୁମାନେ ଶୁକ୍ରବାର ଶ୍ରୀମନ୍ଦିର ନିକଟରେ ଧାରଣା ଦେଇଥିଲେ। ସେମାନେ ଲଙ୍ଗୁଳି ମଠକୁ ଯିବା ଲାଗି ଉଦ୍ୟମ...

ବେହେରାସାହି ପରେ ଏବେ ଚିନ୍ତା ବଢ଼ାଇଲା ଜାଲୁଆ ସାହି: ଆଜି ଚିହ୍ନଟ ହେଲେ…

କଟକ ଅଫିସ,୧୧।୮: କଟକରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ସହରରେ ଆଉ ୭୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ...

ଡିସେମ୍ବର ସୁଦ୍ଧା ଗଠନ ହେବ ନୂଆ ପିସିସି କମିଟି: ନିରଞ୍ଜନ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଆସନ୍ତା ଡିସେମ୍ବର ସୁଦ୍ଧା ଗଠନ ହେବ ନୂଆ ପିସିସି କମିଟି। ଏନେଇ ଶୁକ୍ରବାର ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ସୂଚନା ଦେଇଛନ୍ତି। ପର୍ଯ୍ୟବେକ୍ଷକମାନେ ଜିଲା...

ହାଇଦ୍ରାବାଦକୁ ପର୍ଯ୍ୟଟନ ମନ୍ତ୍ରୀ ମହିଳାଙ୍କୁୁ ନେବା ପ୍ରସଙ୍ଗ: ବିଧାନସଭାରେ କଂଗ୍ରେସର ହଟ୍ଟଗୋଳ, ଗୃହ ମୁଲତବୀ

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ରାଜ୍ୟ ସରକାରଙ୍କ ଦ୍ୱାରା ହାଇଦ୍ରାବାଦରେ ଆୟୋଜିତ ରୋଡ ଶୋ’କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ଦୁଇଜଣ ମହିଳାଙ୍କୁ...

ଖୁବ୍‌ଶୀଘ୍ର ଖୋଲିବ ୪୫ ନୂଆ କୋର୍ଟ: ମହିଳାଙ୍କୁ ମିଳିବ ତ୍ୱରିତ ନ୍ୟାୟ

ଭୁବନେଶ୍ୱର, ୧୫-୧(ବ୍ୟୁରୋ):ମହିଳାଙ୍କୁ ସୁରକ୍ଷା ଓ ସାମାଜିକ ନ୍ୟାୟ ପ୍ରଦାନ କ୍ଷେତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ପରିଗଣିତ ହୋଇଛି। ମହିଳାମାନେ କିଭଳି ସ୍ବାବଲମ୍ବୀ ହୋଇ...


Coronavirus Update

Archives

Model This Week

Why Dharitri