ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୪ ଛୁଇଁଲା

ନୂଆଦିଲ୍ଲୀ,୨୬।୩: କରୋନା ସଂକ୍ରମଣ ଭାରତରେ ଆତଙ୍କ ସୃଷ୍ଟି କରିଛି। ଏହାକୁ ରୋକିବା ଲାଗି ଦେଶରେ ୨୧ ଦିନିଆ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। କରୋନା ସଂକ୍ରମଣ ଘଟଣାରେ ମହାରାଷ୍ଟ୍ର ଏକ ନମ୍ବର ସ୍ଥାନରେ ରହିଛି। ଏଠାରେ ୧୨୪ ଲୋକଙ୍କଠାରେ କରୋନା ଭୂତାଣୁ ଚିହ୍ନଟ ହେଇଛି। ଗୁରୁବାର ୨ ନୂଆ ସଂକ୍ରମିତ ମୁମ୍ବାଇ ଏବଂ ଥାଣେରେ ଚିହ୍ନଟ ହୋଇଛନ୍ତି। ବୁଧବାର ମହାରାଷ୍ଟ୍ରରେ ଏଠାରେ ୧୦୧ ଜଣ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିଲା। ସେହିପରି କେରଳରେ ୧୦୯ ଜଣ, କର୍ନାଟକରେ ୪୨, ଉତ୍ତରପ୍ରଦେଶରେ ୩୫ ଏବଂ ତେଲେଙ୍ଗାନାରେ ସଂକ୍ରମିତଙ୍କ ସଂଖ୍ୟା ୩୫ ରହିଥିଲା। ରାଜସ୍ତାନରେ ୩୨ ଏବଂ ଗୁଜରାଟରେ ୩୩ ଜଣ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା କେନ୍ଦ୍ରୀୟ ସ୍ବାସ୍ଥ୍ୟମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


All Right Reserved By Dharitri.Com

ଆକ୍ସନ ମୁଡ୍‌ରେ ପୁରୀ ପୋଲିସ: ୪୦ ଗାଡ଼ି ଜବତ

ପୁରୀ ଅଫିସ, ୭।୪: କରୋନା ମୁକାବିଲା ପାଇଁ ୨୧ ଦିନିଆ ଲକ୍‌ଡାଉନ ଚାଲିଛି। କୌଣସି ଜରୁରୀ କାମ ନ ଥିଲେ ଘରୁ ନ ବାହାରିବା ଲାଗି...

ଇନ୍ଦିରା ଜୟସିଂ ମୋତେ ଉପଦେଶ ଦେବାକୁ କିଏ: ଆଶା ଦେବୀ

ନୂଆଦିଲ୍ଲୀ,୧୮।୧: ନିର୍ଭୟାଙ୍କ ମା’ ଆଶା ଦେବୀ ବରିଷ୍ଠ ଆଇନଜୀବି ଇନ୍ଦିରା ଜୟସିଂଙ୍କ ଉପଦେଶକୁ ନେଇ କଡ଼ା ପ୍ରତିକ୍ରିୟା ଦେଇଛନ୍ତି। ଆଶା ଦେବୀ କହିଛନ୍ତି ଇନ୍ଦିରା ମୋତେ...

ଶହୀଦ୍‌ ଦିବସ: ଶ୍ରୀନଗରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଶ୍ରୀନଗର,୧୩।୭: ଶନିବାର ଜମ୍ମୁ-କଶ୍ମୀର ଶହୀଦ୍‌ ଦିବସ ପାଳନ କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ଜମ୍ମୁ-କଶ୍ମୀର ତଥା ଶ୍ରୀନଗରର କେତେକ ସ୍ଥାନରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।...

କାମ ଆରମ୍ଭ କଲେ ମୋଦି

ନୂଆଦିଲ୍ଲୀ, ୩୧।୫: ଲଗାତର ଦ୍ୱିତୀୟଥର ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ପରେ କାମ ଆରମ୍ଭ କରିଛନ୍ତି ନରେନ୍ଦ୍ର ମୋଦି। ଶୁକ୍ରବାର ହାଇଦ୍ରାବାଦ ହାଉସରେ ସେ...

କେନ୍ଦ୍ର, ଆସାମକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ: ଏନ୍‌ଆର୍‌ସି କୋଅର୍ଡିନେଟରଙ୍କୁ ମଧ୍ୟପ୍ରଦେଶ ବଦଳି କର

ନୂଆଦିଲ୍ଲୀ,୧୯ା୧୦: ଆସାମ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) କୋଅର୍ଡିନେଟର ପ୍ରତୀକ୍‌ ହାଜେଲାଙ୍କୁ ମଧ୍ୟପ୍ରଦେଶ ବଦଳି କରିବା ଲାଗି ସୁପ୍ରିମକୋର୍ଟ ଶୁକ୍ରବାର କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ...

୧୭ ପେଶାଦାରଙ୍କ ସହାୟତାରେ ନିଜର ପ୍ରଚାର କରିବ ରେଲଓ୍ବେ: ପ୍ରତି ଜୋନ୍‌ ପିଛା ବାର୍ଷିକ ଖର୍ଚ୍ଚ ହେବ ୨ କୋଟି

ନୂଆଦିଲ୍ଲୀ,୧୬।୬: ଭାରତୀୟ ରେଲଓ୍ବେ ନିଜର ପ୍ରଚାର ପାଇଁ ଅଣ୍ଟାଭିଡ଼ିଛି। ଏଥିରେ ୧୭ ପେଶାଦାର ମଙ୍ଗ ଧରିବେ। ପେଶାଦାରମାନେ ଫେସ୍‌ବୁକ୍‌, ଟୁଇଟର, ଇନଷ୍ଟାଗ୍ରାମ୍‌ ଆଦି ପ୍ଲାଟଫର୍ମରେ ପ୍ରଚାର...

୫୮ ପୁରୁଣା ଆଇନ ରଦ୍ଦ ହେବ

ନୂଆଦିଲ୍ଲୀ,୩୦ା୭(ପି.ଟି.)-ଦେଶରେ ପ୍ରଚଳିତ ୫୮ଟି ପୁରୁଣା ଆଇନକୁ ରଦ୍ଦ କରିବା ଲାଗି ସୋମବାର ଲୋକ ସଭାରେ ବିଲ୍‌ ଗୃହୀତ ହୋଇଛି। ଏହି ଆଇନ ଜନସାଧାରଣଙ୍କ ପାଇଁ ସୁବିଧାଜନକ...

ଉଦ୍ଧବ ଠାକ୍‌ରେ ହୋଇପାରନ୍ତି ମୁଖ୍ୟମନ୍ତ୍ରୀ: ସଞ୍ଜୟ କହିଲେ, ସ୍ବାଭିମାନ ପାଇଁ କିଛି ସମ୍ପର୍କରୁ ବାହାରିଯିବା ଆବଶ୍ୟକ

ମୁମ୍ବାଇ,୨୨।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବଚନ ଫଳାଫଳ ଆସିବାର ମାସେ ପୂରିଥିଲେ ମଧ୍ୟ ରାଜ୍ୟରେ ସରକାର କିଏ ଗଠନ କରିବ ତାହା ଏପର୍ଯ୍ୟନ୍ତ ନିଷ୍ପତି ହୋଇପାରିନାହିଁ। ସଂଖ୍ୟା...

Leave a comment

Your email address will not be published. Required fields are marked *