ରାଜ୍ୟରେ ନାହାନ୍ତି ଜଣେ ବି କରୋନା ରୋଗୀ: ନିର୍ମାଣ ହେଲାଣି ଆଇସୋଲେଶନ ସେଣ୍ଟର

ଗୁଆହାଟୀ,୨୬।୭: କରୋନା ସାରା ବିଶ୍ୱରେ କାୟା ବିସ୍ତାର କରି ଚାଲିଥିବା ବେଳେ ଭାରତରେ ମଧ୍ୟ ତା’ର ଉପସ୍ଥିତି ଜାହିର କରି ସାରିଛି। ଭାରତରେ ସବୁ ରାଜ୍ୟରେ କରୋନା ରୋଗୀଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଏପର୍ଯ୍ୟନ୍ତ ଆସାମ କିନ୍ତୁ କରୋନାଠାରୁ ଦୂରେଇ ରହିଛି। ସେଠାରେ ଗୋଟିଏ ବି କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇନାହିଁ ବୋଲି ଜଣାପଡିଛି। ହେଲେ ଏବେଠାରୁ ଆସାମ ସରକାର ଏ ଦିଗରେ ବେଶ୍‌ ସଚେତନ ଅଛନ୍ତି। ଗୁଆହାଟୀରେ ଥିବା ଇନ୍ଦିରା ଗାନ୍ଧୀ ଆଥଲେଟିକ୍ସ ଷ୍ଟାଡିୟମରେ ଏବେ କରୋନା ପାଇଁ ଆଇସୋଲେଶନ ସେଣ୍ଟର ନିର୍ମାଣ କରାଯାଉଥିବା ଦେଖାଯାଇଛି। ମନ୍ତ୍ରୀ ହେମନ୍ତ ବିଶ୍ୱାସ ଶର୍ମା ଏହି ଆଇସୋଲେଶନ ସେଣ୍ଟର ନିର୍ମାଣ ସମୟରେ ଉପସ୍ଥିତ ଥିବା ଦେଖାଯାଇଛି।


All Right Reserved By Dharitri.Com

ସିବିଆଇସିର ୨୨ ଅଧିକାରୀଙ୍କୁ ଦିଆଗଲା ବାଧ୍ୟତାମୂଳକ ଅବସର

ନୂଆଦିଲ୍ଲୀ,୨୬।୮: କେନ୍ଦ୍ରୀୟ ଅପ୍ରତ୍ୟକ୍ଷ କର ଓ ସୀମା ଶୁଳ୍କ ବୋର୍ଡ (ସିବିଆଇସି)ବା The Central Board of Indirect Taxes and Customs (CBIC) ୨୨...

ବାତ୍ୟା ‘ବାୟୁ’କୁ ନେଇ ଉଚ୍ଚସ୍ତରୀୟ ବୈଠକ ଡାକିଲେ ସ୍ବରାଷ୍ଟ୍ର ମନ୍ତ୍ରୀ

ନୂଆଦିଲ୍ଲୀ,୧୧।୬: ବାତ୍ୟା ‘ବାୟୁ’କୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ କରିଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ। ମଙ୍ଗଳବାର ହୋଇଥିବା ଏହି ବୈଠକରେ କେନ୍ଦ୍ର ମନ୍ତ୍ରୀ ଓ...

ନିର୍ମାଣାଧୀନ ପୋଲ ଭୁଶୁଡ଼ି ୨ ମୃତ

ମାଲ୍‌ଦା,୧୭ା୨: ପଶ୍ଚିମବଙ୍ଗର ମାଲ୍‌ଦାରେ ଏକ ନିର୍ମାଣାଧୀନ ପୋଲ ଭୁଶୁଡ଼ି ୨ ଜଣ ପ୍ରାଣ ହରାଇଥିବାବେଳେ ୯ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ମାଲ୍‌ଦା ହସ୍ପିଟାଲରେ ଚିକିତ୍ସା...

ଭାଜପାରେ ଯୋଗଦେଲେ ବରିଷ୍ଠ କଂଗ୍ରେସ ନେତାଙ୍କ ପୁଅ

ନୂଆଦିଲ୍ଲୀ,୪।୨: ବରିଷ୍ଠ କଂଗ୍ରେସ ନେତା ଜନାର୍ଦ୍ଦନ ଦ୍ୱିବେଦୀଙ୍କ ପୁଅ ସମିର ଦ୍ୱିବେଦୀ ମଙ୍ଗଳବାର ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଛନ୍ତି। ହେଲେ ଜନାର୍ଦ୍ଦନ ଏକଥା ଜାଣି...

ଭିକ୍ଷାବୃତ୍ତି କରୁଥିବା ଲୋକଙ୍କ ପାଇଁ ସରକାରୀ ନିଯୁକ୍ତି ଯୋଜନା: ପେଶା ଛାଡ଼ିବାକୁ ମନା କଲେ ଭିକାରି

ଲକ୍ଷ୍ନୌ,୨୬।୬: ଉତ୍ତରପ୍ରଦେଶର ଲକ୍ଷ୍ନୌ ନଗର ନିଗମ ପକ୍ଷରୁ ଭିକ୍ଷାବୃତ୍ତି କରୁଥିବା ଲୋକଙ୍କ ପାଇଁ ସରକାରୀ ନିଯୁକ୍ତି ଯୋଜନା କରାଯାଇଛି। ତେବେ ଏହି ଯୋଜନା ଅନ୍ତର୍ଗତ ଚାକିରି...

ପତ୍ନୀ, ଝିଅଙ୍କୁ ଗୁଳି କରିବା ପରେ ଆତ୍ମହତ୍ୟା କଲେ ବ୍ୟବସାୟୀ

ପାଟନା,୧୧।୬: ବିହାରର ରାଜଧାନୀ ପାଟନାରେ ହୋଇଥିବା ଟ୍ରିପଲ୍‌ ମର୍ଡର ଘଟଣା ମଙ୍ଗଳବାର ସାରା ରାଜ୍ୟକୁ ଚମକାଇ ଦେଇଛି। ପାଟନାରେ ରହୁଥିବା ଜଣେ ବ୍ୟବସାୟୀ ନିଜ ଝିଅ...

ଯୋଗୀଙ୍କୁ ଭେଟିଲେ କମଲେଶଙ୍କ ପରିବାର

ଲକ୍ଷ୍ନୌ,୨୦।୧୦: ହିନ୍ଦୁ ସମାଜ ପାର୍ଟିର ନେତା କମଲେଶ ତିଓ୍ବାରୀଙ୍କ ମା’ ସ୍ତ୍ରୀ ଓ ଭାଇ ରବିବାର ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥଙ୍କୁ ଭେଟିଛନ୍ତି।...

୩ ବର୍ଷ ପରେ ବୃଦ୍ଧ ଦମ୍ପତିଙ୍କୁ ମିଳିଲା ନ୍ୟାୟ: ପୁଅ ବୋହୂ ତଡ଼ିଦେଇଥିଲେ ଘରୁ

ମୁମ୍ବାଇ,୨୬।୬: ଆଜିକାଲି ପିଲାମାନେ ଯେତିକି ଶିକ୍ଷିତ ହେଉଛନ୍ତି ସେତିକି ନିଜର ମାନବିକତା, ମଣିଷପଣିଆ ଓ ଆଚାର ବ୍ୟବହାର ସବୁ ଭୁଲିଯାଉଛନ୍ତି। ଦିନେ ଯେଉଁ ମା ବାପାଙ୍କ...

Leave a comment

Your email address will not be published. Required fields are marked *