ଭୋକିଲା ମାଙ୍କଡ଼ଙ୍କୁ ଆହାର

ରସୁଲପୁର,୨୬।୩(ଡି.ଏନ୍.ଏ.): କରୋନା ପ୍ରଭାବରେ ମଣିଷ ସହିତ ପରୋକ୍ଷରେ ପ୍ରାଣୀ ଜଗତ ବି ପ୍ରଭାବିତ ହୋଇଛି। ବୁଲା ଜୀବଜନ୍ତୁଙ୍କ ପାଇଁ ଖାଦ୍ୟ ସଙ୍କଟ ଦେଖାଦେଇଛି। ଯାଜପୁର ଜିଲାର ମହାବିନାୟକ ପୀଠରେ ମାଙ୍କଡ଼ଙ୍କ ପାଇଁ ଖାଦ୍ୟର ଘୋର ଅଭାବ ଦେଖାଦେଇଛି। ଏହି ସ୍ଥାନ ଜନଶୂନ୍ୟ ହୋଇପଡିଥିବାରୁ ଦୀର୍ଘ ୩/୪ଦିନ ହେବ ମାଙ୍କଡଙ୍କୁ ଖାଇବାକୁ ମିଳୁନାହିଁ। ଏହା ଜାଣିବା ପରେ ଅଂଶୁମାନ ଟ୍ରଷ୍ଟ ସମ୍ପାଦକ ହିମାଂଶୁ ଶେଖର ସାହୁ ମହାବିନାୟକ ପୀଠରେ ପହଞ୍ଚତ୍ ସେଠାରେ ମାଙ୍କଡମାନଙ୍କୁ କଦଳୀ, ବିସ୍କୁଟ, ପାଉଁରୁଟି ପ୍ରଦାନ କରିଥିଲେ। ହିମାଂଶୁଙ୍କ ଏଭଳି ପ୍ରୟାସକୁ ସାଧାରଣରେ ପ୍ରଶଂସା କରାଯାଇଛି।


All Right Reserved By Dharitri.Com

ମଦ ବିରୋଧୀ ଆନ୍ଦୋଳନ ପାଇଁ ଅଣ୍ଟା ଭିଡ଼ିଲେ ମହିଳା

ଆନନ୍ଦପୁର,୮।୧୦(ସ୍ବ.ପ୍ର.)- ଖାଇବାକୁ ଗଣ୍ଡେ ପାଇଲୁନି କି ପିନ୍ଧିବାକୁ ଖଣ୍ଡେ ପାଇଲୁନି। ଆମ ପୁରୁଷମାନେ ମଦ ପିଇ ମାତାଲ ହେଲେ। ପୋଲିସକୁ ଜଣାଇଲୁ ହେଲେ ପୋଲିସ କହିଲା...

‘ସମାଜ ସଂସ୍କାରରେ ଯୁବକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

କୁଜଙ୍ଗ,୧୭ା୨(ଡି.ଏନ.ଏ.): ଯୁବକଙ୍କ ଅଦମ୍ୟ ଇଚ୍ଛାଶକ୍ତି ଆମକୁ ଆଜି ପ୍ରଗତିର ଶିଖରରେ ପହଞ୍ଚାଇଛି। ରାଜନୀତି ଆଜି ସମାଜକୁ ଭାଗଭାଗ କରୁଥିବାବେଳେ, କ୍ରୀଡ଼ା ଓ ସଂସ୍କୃତି ଆମକୁ ଗୋଟିଏ...

୭ ମନ୍ଦିରରେ ବିଗ୍ରହ ପ୍ରତିଷ୍ଠା ହେବ

ଭଞ୍ଜନଗର,୨୮।୫(ଡି.ଏନ.ଏ)- ରାଜ୍ୟର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଭଞ୍ଜନଗର ବେଲେଶ୍ୱେର ଶୈବପୀଠରେ ଆଜକୁ ୪ଦିନ ହେବ ୭ ମନ୍ଦିର ପ୍ରତିଷ୍ଠା ଉସତ୍ବ ଚାଲିଛି। ବୁଧବାର ଉଦ୍‌ଯାପିତ ହେବ। ବୁଧବାର...

ମଧ୍ୟାହ୍ନଭୋଜନ ପାଚିକା ସଂଘର ବିକ୍ଷୋଭ

ବାରିପଦା ଅଫିସ,୧୮ା୧୨- ମଧ୍ୟାହ୍ନଭୋଜନ ପାଚିକା ସଂଘର କର୍ମକର୍ତ୍ତାମାନେ ମଙ୍ଗଳବାର ୭ ଦଫା ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ସିଆଇଟିୟୁ ଜିଲା...

ଭୋଗରାଇରେ ପୁଣି ଲଜ୍ଜା: ଅଶ୍ଳୀଳ ଭିଡିଓ ଶୁଟିଂ କରି ବ୍ଲାକମେଲିଂ

ଭୋଗରାଇ, ୧୧।୮(ଡି.ଏନ.ଏ.)-ବାଲେଶ୍ୱର ଜିଲାର ଉପାନ୍ତ ତାଳସାରୀ ବେଳାଭୂମିରେ ଜଣେ କଲେଜ ଛାତ୍ରୀଙ୍କୁ ତାଙ୍କ ପୁରୁଷ ବନ୍ଧୁଙ୍କ ସହ ଅନ୍ତରଙ୍ଗ ସମ୍ପର୍କ ରଖିବାକୁ ବାଧ୍ୟ କରି ଏହାର...

କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ମଙ୍ଗଳବାର ଭଞ୍ଜନଗର ବନ୍ଦ ଡାକରା

ଭଞ୍ଜନଗର,୧୮।୫(ଡି.ଏନ.ଏ)-ଭଞ୍ଜନଗର ଓଏସ୍‌ଆରଟିସି ଜୋନରୁ ସମସ୍ତ ବସ୍‌ ଅନ୍ୟ ଜୋନକୁ ସ୍ଥାନାନ୍ତର ପାଇଁ ପ୍ରଶାସନ କଡା ଆଭିମୁଖ୍ୟ ଆପଣାଇଛି। ବସ୍‌ ସ୍ଥାନାନ୍ତର ସମୟରେ ବିବାଦ ଉପୁଜିବା ଆଶଙ୍କାରେ...

ପ୍ଲାଷ୍ଟିକ ବର୍ଜନ ଶୋଭାଯାତ୍ରାର ଶୁଭାରମ୍ଭ କଲେ ଜିଲାପାଳ

କେନ୍ଦୁଝର,୧୭।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟାଳୟରେ ପ୍ଲାଷ୍ଟିକ ବର୍ଜନ ଶୋଭାଯାତ୍ରା ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, କେନ୍ଦୁଝର ଶାଖା ପକ୍ଷରୁ ଏହି ଶୋଭାଯାତ୍ରା...

ବିଏସ୍‌ଏନ୍‌ଏଲ୍‌ ଟେଲିଫୋନ ଭବନରେ ଅଗ୍ନିକାଣ୍ଡ

କଟକ ଅଫିସ, ୨୧ା୯: କଟକ ବଜ୍ରକବାଟୀ ରୋଡ୍‌ସ୍ଥିତ ଭାରତୀୟ ସଞ୍ଚାର ନିଗମ ଲିମିଟେଡ (ବିଏସ୍‌ଏନ୍‌ଏଲ୍‌) ଭବନରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ କୋଟିଏ ଟଙ୍କାର...

Leave a comment

Your email address will not be published. Required fields are marked *