କରୋନା ନିୟମ ମାନିବାକୁ ଶପଥ ପାଠ

ରାଇକିଆ୨୬ା୩(ଡି.ଏନ୍‌.ଏ.)- କରୋନା କୁ ନେଇ ସବୁଠି ସଚେତନତାକୁ ପ୍ରାଥମିକତା ଦିଆ ଯାଉଛି। କନ୍ଧମାଳ ଜିଲା ରାଇକିଆ ବ୍ଲକରେ କରୋନା ସମ୍ପର୍କିତ ସଚେତନତାକୁ ବ୍ୟାପକ କରାଯାଇଛି। ଗ୍ରାମାଞ୍ଚଳରେ ଯେପରି ବାହାର ରାଜ୍ୟରୁ ଫେରୁଥିବା ଲୋକେ ସଚେତନ ହୋଇ ପାରିବେ ସେନେଇ ଦୃଷ୍ଟି ଦିଆ ଯାଉଥିବାବେଳେ ପ୍ରତ୍ୟେକ ଗ୍ରାମରେ ଆଶା ଓ ଅଙ୍ଗନୱାଡ଼ି କର୍ମୀ ହାତ ଧୋଇବା କୌଶଳ ଦେଖାଇଛନ୍ତି। ଏଥିସହ ସଚେତନତା ଦାୟିତ୍ୱର ଥିବା ଅଧିକାରୀ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଅନୁରୋଧ କରାଯାଇଥିବା ଶପଥ ପାଠ ମଧ୍ୟ କରିଛନ୍ତି।


All Right Reserved By Dharitri.Com

୧୪ ବର୍ଷର ବାଳିକା ୮ ମାସର ଗର୍ଭବତୀ: ୬୦ ବର୍ଷର ବ୍ୟକ୍ତି କୋର୍ଟ ଚାଲାଣ

ଜୁନାଗଡ଼,୧।୬(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଜୁନାଗଡ଼ ସହରରେ ଏକ ଅଭାବନୀୟ ଘଟଣା ସମ୍ମୁଖକୁ ଆସିଛି। ୧୪ ବର୍ଷର ବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ଜଣେ ୬୦ ବର୍ଷର ବ୍ୟକ୍ତିଙ୍କୁ...

ଭଟଲି ବ୍ଲକ୍‌ର ୫ କେନ୍ଦ୍ରରେ ମାଟ୍ରିକ୍‌ ପରୀକ୍ଷାଦେଲେ ୮୩୮ ଛାତ୍ରୀଛାତ୍ର

ଭଟଲି,୧୯ା୨(ଡି.ଏନ୍‌.ଏ.): ରାଜ୍ୟରେ ଦଶମଶ୍ରେଣୀ ବୋର୍ଡ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହୋଇଛି। ବରଗଡ଼ ଜିଲା ଭଟଲି ବ୍ଲକ୍‌ର ୫ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ସେଥିମଧ୍ୟରୁ...

ବ୍ୟାଙ୍କ ମ୍ୟାନେଜର କହି ବୃଦ୍ଧଙ୍କଠାରୁ ଟଙ୍କା ଲୁଟ

ଦିଗପହଣ୍ଡି,୨୫ା୭(ଡି.ଏନ.ଏ.)-ଦିଗପହଣ୍ଡି ଭାରତୀୟ ଷ୍ଟେଟ ବ୍ୟାଙ୍କ ଶାଖା ନିକଟରୁ ବୁଧବାର ସକାଳ ପ୍ରାୟ ସାଢ଼େ ୯ଟାରେ ଲୁଟେରା ଅଭିନବ ଉପାୟରେ ଜଣେ ବୃଦ୍ଧଙ୍କଠାରୁ ଟଙ୍କା ଲୁଟି ଫେରାର୍‌...

ନିଖୋଜ ନାବାଳିକାଙ୍କୁ ମିଳିଲା ଘର ଠିକଣା

କେନ୍ଦୁଝର, ୫ା୩ (ସ୍ବ.ପ୍ର.)-୪ବର୍ଷ ତଳେ ନିଖୋଜ ଥିବା ଜଣେ ୧୨ବର୍ଷୀୟା ନାବାଳିକା ଘର ଠିକଣା ପାଇ ମଙ୍ଗଳବାର ବାପା, ଭାଇ ନିକଟକୁ ଫେରିଆସିଛନ୍ତି। ତାଙ୍କୁ ଫେରି...

କନ୍ଧମାଳରେ କେନ୍ଦ୍ରୀୟ ମେଡିକାଲ ଟିମ୍‌

ଫୁଲବାଣୀ ଅଫିସ/ଫିରିଙ୍ଗିଆ,୧୯ା୧୦-କନ୍ଧମାଳ ଜିଲା ଗସ୍ତରେ କେନ୍ଦ୍ରର ଏକ ୮ ଜଣିଆ ଟିମ୍‌ ଆସି ଶୁକ୍ରବାର ପହଞ୍ଚତ୍ଛନ୍ତି। ଏହି ଟିମ୍‌ ୪ ଦିନଧରି ଜିଲାର ବାଲିଗୁଡ଼ା, ତୁମୁଡ଼ିବନ୍ଧ,...

ଯୁବକଙ୍କୁ ହତ୍ୟା ଅଭିଯୋଗ; ବଡ଼ବାପାଙ୍କ ସମେତ ୩ ଗିରଫ

ଆସିକା,୨୬ା୮(ଡି.ଏନ୍‌.ଏ.)-ଆସିକା ଥାନା ବଜ୍ରକୋଟ ଗ୍ରାମର ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସେ ହେଲେ ଟୁକୁନା ନାହାକ (୩୦)। ଏନେଇ ମୃତ ଟୁକୁନାଙ୍କ ବାପା...

ପୋଲ ଉପରେ ୩ଫୁଟ ବର୍ଷା ପାଣି: ବିଦ୍ୟାଳୟକୁ ଯିବା ଆସିବା ବାଧାପ୍ରାପ୍ତ; ରଶି ଟାଣି ଛାତ୍ରୀଛାତ୍ରଙ୍କୁ ଉଦ୍ଧାର କରାଗଲା

ତେଲକୋଇ, ୯।୮(ଡି.ଏନ.ଏ.)-ତେଲକୋଇ ବ୍ଲକ ଅଧୀନରେ ଥିବା ଓରିଆ ପଞ୍ଚାୟତ ପିଟାନାଳିରେ ରହିଛି ଆଦର୍ଶ ବିଦ୍ୟାଳୟ। ଲଗାଣ ବର୍ଷା ହେଲେ ଘାଟିରୁ ପାଣି ଯାକ ଏହି ନାଳ...

ବାମନ ବେଶରେ ଦର୍ଶନ ଦେଲେ ମହାପ୍ରଭୁ

ପୁରୀ ଅଫିସ, ୧୧ା୯: ଶ୍ରୀମନ୍ଦିର ରତ୍ନସିଂହାସନରେ ବୁଧବାର ମହାପ୍ରଭୁ ଶ୍ରୀଜଗନ୍ନାଥ ବାମନ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଏହି ଅପୂର୍ବ ବେଶ ଦର୍ଶନ ଲାଗି ଶ୍ରୀମନ୍ଦିରରେ...

Leave a comment

Your email address will not be published. Required fields are marked *