କେରଳରେ ଫସିଛନ୍ତି ଗଞ୍ଜାମର ୫ଶହରୁ ଉର୍ଦ୍ଧ୍ୱ ଶ୍ରମିକ

ଶେରଗଡ଼,୨୬ା୩(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାର ବିଭିନ୍ନ ବ୍ଲକର ୫୦୦ରୁ ଉର୍ଦ୍ଧ୍ୱ ଶ୍ରମିକ କେରଳର ମାଙ୍ଗଅଭିରେ ଫସି ରହିଛନ୍ତି। କରୋନା ଯୋଗୁ ଲକ୍‌ଡାଉନ ପରେ ସେମାନଙ୍କ ଅବସ୍ଥା ଜଟିଳ ହୋଇ ପଡିଛି। ଗତ ୧୨ଦିନ ହେଲା ସେମାନଙ୍କୁ ଠିକ୍‌ରେ ଖାଇବାକୁ ମିଳୁନାହିଁ। ସେମାନେ କାମ କରୁଥିବା କମ୍ପାନୀ ଦରମା ଦେଉନାହିଁ। ଗାଡି ଚଳାଚଳ ବନ୍ଦ ହୋଇାଯାଇଥିବାରୁ ଘରକୁ ମଧ୍ୟ ଆସିପାରୁନାହାନ୍ତି। ଫସିରହିଥିବା ଶ୍ରମିକ ମାନେ ଶେରଗଡ଼, ସୋରଡା, ପୋଲସର, ଭଞ୍ଜନଗର, ବେଲଗୁଣ୍ଠା ଆଦି ଅଞ୍ଚଳର। ଏନେଇ ପରିବାର ଲୋକେ ଓ ଗଣମାଧ୍ୟମ ପ୍ରତିନିଧିଙ୍କୁ ଫୋନ କରି ଜଣାଇବା ସହ ମୁଖ୍ୟମନ୍ତ୍ରୀ, ଜିଲାପାଳ ଗଞ୍ଜାମଙ୍କୁ ତୁରନ୍ତ ଉଦ୍ଧାର ବ୍ୟବସ୍ଥା କରିବାକୁ ନିବେଦନ କରିଛନ୍ତି।


All Right Reserved By Dharitri.Com

୫ ଗ୍ୟାରେଜ୍‌ ଖୋଲା ରଖିବାକୁ ଅନୁମତି

କଟକ ଅଫିସ୍‌,୨୯ା୩: ଲକ୍‌ଡାଉନ୍‌ ଯୋଗୁ କଟକ ଜିଲା ଦେଇ ଯାଇଥିବା ଜାତୀୟ ରାଜପଥ ପାର୍ଶ୍ୱସ୍ଥ ଗ୍ୟାରେଜ ଗୁଡ଼ିକ ବନ୍ଦ ରହିଛି। ଫଳରେ ରାଜପଥରେ ଚଳାଚଳ କରୁଥିବା...

ହାତୀ ଉପଦ୍ରବ : ଘର ଭାଙ୍ଗିଲେ, ଫସଲ ଉଜାଡ଼ିଲେ

ସଜନାଗଡ଼,୧୬ା୬(ଡି.ଏନ୍‌.ଏ.) : ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅନ୍ତର୍ଗତ କୁଲାଡିହା ପାଦଦେଶ ତିନିକୋଶିଆ ସଂରକ୍ଷିତ ଜଙ୍ଗଲକୁ ୨୮ଟି ଝାଡ଼ଖଣ୍ଡୀ ହାତୀ ପଶି ଆସିଛନ୍ତି। ଏହି ହାତୀପଲ...

ବଜ୍ରପାତରେ ଛାତ ଫାଟିଲା

ବୁଗୁଡ଼ା,୧୭ା୬(ଡି.ଏନ.ଏ.): ବୁଗୁଡ଼ା ବ୍ଲକ ଅନ୍ତର୍ଗତ କୁଆନଳା ଗ୍ରାମରେ ଶନିବାର ମଧ୍ୟରାତିରେ ବଜ୍ରପାତ ହେବାରୁ ରଞ୍ଜନ ବେହେରାଙ୍କ ଘରର ଛାତ, କାନ୍ଥ ଫାଟିବା ସହ ବିଦ୍ୟୁତ୍‌ ତାର...

ପେଟ୍ରୋଲପମ୍ପ ଉପରେ ଅଚାନକ ଚଢ଼ାଉ: ୨୫ ହଜାର ଜରିମାନା ଆଦାୟ

ବାଲେଶ୍ୱର ଅଫିସ, ୩।୨-ବାଲେଶ୍ୱର ସହରର ବିଭିନ୍ନ ପେଟ୍ରୋଲପମ୍ପ ଉପରେ ମାପ ଓ ଓଜନ ବିଭାଗର ସ୍ବତନ୍ତ୍ର ସ୍କ୍ବାଡ଼ ସୋମବାର ଚଢ଼ାଉ କରି ୫ଟି ପେଟ୍ରୋଲ ପମ୍ପରେ...

ଚିଲିକା ବୋଇତ ବନ୍ଦାଣ ମହୋତ୍ସବ ଉଦ୍‌ଘାଟିତ

ବାଲୁଗଁ। ,୧୨ା୧୧(ଡି.ଏନ.ଏ.): ଚିଲିକାର ଏ୍ୟତିହ୍ୟ ନୌବାଣିଜ୍ୟ ପରମ୍ପରା ଓ ସଂସ୍କୃତିକୁ ଉଜ୍ଜୀବିତ ଉଦ୍ଦେଶ୍ୟରେ ବାଲୁଗାଁର ଚିଲିକା ତଟଦେଶରେ ସୋମବାର ସନ୍ଧ୍ୟାରେ ଚିଲିକା ବୋଇତ ବନ୍ଦାଣ ମହୋତ୍ସବ...

ଭିଜିଲାନ୍ସ ଜାଲରେ କୋଟିପତି ଯନ୍ତ୍ରୀ

ପୁରୀ ଅଫିସ/ନିମାପଡ଼ା, (ଡି.ଏନ.ଏ)୧୭-୯:ନିମାପଡ଼ା ଜଳସମ୍ପଦ ବିଭାଗର କୋଟିପତି ସହକାରୀ ନିର୍ବାହୀ ଯନ୍ତ୍ରୀ ଲକ୍ଷ୍ମୀଧର ବିଶ୍ୱାଳ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ...

ଶ୍ରଦ୍ଧାପୁର ପଞ୍ଚାୟତ ଉପନିର୍ବାଚନ ବିଶୃଙ୍ଖଳା ଘଟଣା ୬ ଶିକ୍ଷକ ନିଲମ୍ବିତ:ପ୍ରତିବାଦରେ ଶିକ୍ଷକଙ୍କ ମେଳି

ଭୋଗରାଇ, ୭।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଶ୍ରଦ୍ଧାପୁର ପଞ୍ଚାୟତ ଉପନିର୍ବାଚନରେ ବିଶୃଙ୍ଖଳା ଓ ବ୍ଲକ ପରିସରରେ ୧୨ନଂ. ଓ ୧୪ନଂ. ବୁଥ୍‌ର ଭୋଟ୍‌ ବାକ୍ସ ଖୋଲାଥିବା...

ଶ୍ୱଶୁର ଘରକୁ ଆସି ଚୋରି ଉଦ୍ୟମ: ଜ୍ୱାଇଁ ଗିରଫ

କଳିଙ୍ଗନଗର,୧୮।୮(ଡି.ଏନ.ଏ)- ଶ୍ୱଶୁର ଘରକୁ ବୁଲିବାକୁ ଆସି ଗାଡ଼ି ବ୍ୟାଟେରୀ ଓ ଯନ୍ତ୍ରାଂଶ ଚୋରି କରୁଥିବାବେଳେ ଧରାପଡ଼ି ଯଖପୁରା ପୋଲିସ ଦ୍ୱାରା କୋର୍ଟଚାଲାଣ ହୋଇଛନ୍ତି ଜ୍ୱାଇଁ। ଏଭଳି...

Leave a comment

Your email address will not be published. Required fields are marked *