କରୋନା ମୁକାବିଲା: ଗାଁ ରାସ୍ତା ସିଲ୍‌ କଲେ ଯୁବକ

ସମ୍ବଲପୁର,୨୬।୩(ବ୍ୟୁରୋ): କରୋନା ସଂକ୍ରମଣକୁ ନେଇ ସମ୍ବଲପୁର ଜିଲାରେ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି । ସହର ଅପେକ୍ଷା ଗ୍ରାମାଞ୍ଚଳରେ ମଧ୍ୟ ଲୋକମାନେ ସଚେତନ ରହିଥିବା ଦେଖିବାକୁ ମିଳୁଛି । ଶାସନ ଥାନା ବହିଦାରନୂଆଁପାଲି ଗ୍ରାମକୁ ଯୁବକମାନେ ସିଲ୍‌ କରିଦେଇଛନ୍ତି । ଗାଁ ମୁଣ୍ଡ ରାସ୍ତାରେ ବ୍ୟାରିକେଡ ଲଗାଇ ଗ୍ରାମ ରାସ୍ତାକୁ ବନ୍ଦ କରି ଦେଇଛନ୍ତି । ଏପରିକି ବ୍ୟାନର ଲଗାଇ କରୋନା ମୁକାବିଲାରେ ସହଯୋଗ କରନ୍ତୁ ଓ ବାହାର ଲୋକଙ୍କୁ ଗ୍ରାମକୁ ଆସନ୍ତୁ ନାହିଁ ବୋଲି ଅନୁରୋଧ କରିଛନ୍ତି।


All Right Reserved By Dharitri.Com

ଆଖଣ୍ଡଳମଣି ମନ୍ଦିର ପରିସରକୁ ପଲିଥିନ ମନା

ଆରଡ଼ି,୨୪।୧୧(ଡି.ଏନ.ଏ.)-ଭଦ୍ରକ ଜିଲା ଆରଡ଼ିର ପ୍ରସିଦ୍ଧ ବାବା ଆଖଣ୍ଡଳମଣିଙ୍କ ମନ୍ଦିର ପରିସରକୁ ସୋମବାରଠାରୁ ପଲିଥିନ ଓ ପ୍ଲାଷ୍ଟିକ ଜାତୀୟ ଉପକରଣ ପ୍ରବେଶ ଉପରେ ରୋକ ଲଗାଇଛନ୍ତି ଉଭୟ...

ଦର ବୃଦ୍ଧି ନିୟନ୍ତ୍ରଣରେ କେନ୍ଦ୍ର ବିଫଳତାର ପ୍ରତିବାଦ: ସିପିଏମ୍‌ ଆଞ୍ଚଳିକ କମିଟିର ବିକ୍ଷୋଭ, ଗଣଧାରଣା

ବ୍ରହ୍ମପୁର ଅଫିସ,୨୬ା୧୧-ସିପିଏମ୍‌ ବ୍ରହ୍ମପୁର ଆଞ୍ଚଳିକ କମିଟି ପକ୍ଷରୁ ସୋମବାର ଉପଜିଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଅତ୍ୟାବଶ୍ୟକ ସାମଗ୍ରୀର ଦର ବୃଦ୍ଧି ନିୟନ୍ତ୍ରଣ କରିବାରେ...

ବିବାଦ ପାଇଁ ନଳକୂପରେ କିରୋସିନ ଢାଳିଲେ ଦୁର୍ବୃତ୍ତ

ଚାନ୍ଦବାଲି,୨୩।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ପଞ୍ଚାୟତ ନିଆରିସାହିର ଏକ ନଳକୂପରେ କେହି ଦୁର୍ବୃତ୍ତ କିରୋସିନ ଓ ସିମେଣ୍ଟ ଭରି ଦେଇଥିବାର ଅଭିଯୋଗ ହୋଇଛି।...

ଦିନରେ ପୋଲିସକୁ ଦୁର୍ବୃତ୍ତଙ୍କ ଚ୍ୟାଲେଞ୍ଜ: ୬ ଲକ୍ଷ ଟଙ୍କାର ଗହଣା ଚୋରି

ଅନୁଗୋଳ ଅଫିସ, ୫।୧ – ସ୍ପଷ୍ଟ ଦିବାଲୋକରେ ଶନିବାର ଅନୁଗୋଳ ପୋଲିସକୁ ଖୋଲାଖୋଲି ଚ୍ୟାଲେଞ୍ଜ ଦେଇଛନ୍ତି ଦୁର୍ବୃତ୍ତ। ଅନୁଗୋଳ ଇଣ୍ଡଷ୍ଟ୍ରିଆଲଷ୍ଟ୍ରିଟରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରେ...

୨ ଶହ ମିଟର ଧସିଲା ହରିଦାସପୁର-ପାରାଦୀପ ରେଳରାସ୍ତା, ଲୋକେ ଆତଙ୍କିତ

ମାର୍ଶାଘାଇ,୧୩।୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଗୋସେଇଁବନ୍ଧଠାରେ ହରିଦାସପୁର-ପାରାଦୀପ ନିର୍ମାଣାଧୀନ ରେଳରାସ୍ତା ଗୁରୁବାର ଦୁଇପଟକୁ ୨ଶହ ମିଟର ଧସିଯାଇଛି। ଫଳରେ ୩ ପରିବାର ପ୍ରଭାବିତ ହୋଇଛନ୍ତି।...

ବିଜେଡିର ସଭ୍ୟ ସଂଗ୍ରହ ପାଇଁ କର୍ମୀ ସମ୍ମିଳନୀ

ପାଟଣା,୨୧।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କଣ୍ଟିଆପଡ଼ା ପଞ୍ଚାୟତ ଭଗପଶିଠାରେ ବିଜେଡିର ପାଟଣା ନିର୍ବାଚନମଣ୍ଡଳୀର କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ପାଟଣା ବିଧାୟକ ଜଗନ୍ନାଥ ନାଏକଙ୍କ...

ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଜମି ଅଧିଗ୍ରହଣ ଆରମ୍ଭ: ପ୍ରତ୍ୟକ୍ଷ ଜମି କିଣିଲେ ସରକାର

ପୁରୀ ଅଫିସ,୨୨ା୧୦: ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଜମି ଅଧିଗ୍ରହଣ ଆରମ୍ଭ ହୋଇଛି । ସୋମବାର ବାସେଳିସାହି ଓ ମଣିକର୍ଣ୍ଣିକା ସାହିର ୫ ପରିବାରଠୁ ପ୍ରତ୍ୟକ୍ଷ ଜମି...

ଲକ୍ଷ୍ମୀପୁରରେ ବିଜେଡିର ପ୍ରଭୁ ଜାନି ଆଗୁଆ

କୋରାପୁଟ,୨୩ା୫(ସ୍ବ.ପ୍ର.): ଲକ୍ଷ୍ମୀପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ ୨ଟି ରାଉଣ୍ଡ ଗଣତି ସୁଦ୍ଧା ବିଜେଡି ଆଗୁଆ ରହିଛି। ପ୍ରଥମ ରାଉଣ୍ଡରେ ବିଜେଡିର ପ୍ରଭୁ ଜାନି ୧୭୦୮ ଭୋଟ୍‌...

Leave a comment

Your email address will not be published. Required fields are marked *