Posted inଜାତୀୟ

ସାଧ୍ୱୀ ପ୍ରାଚୀଙ୍କୁ ଆଲିଗଡ଼ ମନା

ଆଲିଗଡ଼,୧୦ା୬(ପି.ଟି.): ହିନ୍ଦୁତ୍ୱବାଦୀ ନେତା ସାଧ୍ୱୀ ପ୍ରାଚୀ ରବିବାର ଆଲିଗଡ଼ର ତପ୍ପାଲ ସହରକୁ ଯାଉଥିବାବେଳେ ଉତ୍ତେଜନା ଆଶଙ୍କାରେ ତାଙ୍କୁ ରୋକାଯାଇଛି। ହତ୍ୟାର ଶିକାର ହୋଇଥିବା ଅଢ଼େଇ ବର୍ଷୀୟା ଝିଅଙ୍କୁ ନ୍ୟାୟ ପ୍ରଦାନ ଦାବିରେ ରୁଣ୍ଡ ହୋଇଥିବା ଲୋକଙ୍କୁ ଘଉଡ଼ାଇବା ପାଇଁ ପୋଲିସକୁ ବଳ ପ୍ରୟୋଗ କରିବାକୁ ପଡ଼ିଛି। ଅନ୍ୟପକ୍ଷରେ ପୀଡ଼ିତାଙ୍କ ପରିବାର ଲୋକେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଭୋଟିବାକୁ ମନା କରିଦେଇଛନ୍ତି। ଗିରଫ ୪ ଅଭିଯୁକ୍ତଙ୍କୁ ମୃତ୍ୟୁଦଣ୍ଡ ଦିଆଯାଉ ବୋଲି ସେମାନେ ଦାବି କରିଛନ୍ତି। ମେ ୩୦ରେ ନିଖୋଜ ହୋଇଯାଇଥିବା ନାବାଳିକାଙ୍କ ମୃତଦେହ ଜୁନ୍‌ ୨ରେ ଏକ ଅଳିଆ ଗଦାରୁ ମିଳିଥିଲା। ୧୦ ହଜାର ଟଙ୍କା ପାଇଁ ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୁକ୍ତମାନେ ପୋଲିସ ନିକଟରେ ସ୍ବୀକାର କରିସାରିଛନ୍ତି।


All Right Reserved By Dharitri.Com

ସବା-ଫାରହା ମତଦାନ ଅଧିକାର କଲେ ସାବ୍ୟସ୍ତ

ପାଟନା,୧୯।୫: ବିହାରର ଯୋଡ଼ା ମୁଣ୍ଡ ଉଭଣୀ ସବା-ଫାରହା ଚଳିତ ଲୋକ ସଭା ନିର୍ବାଚନର ଅନ୍ତିମ ପର୍ଯ୍ୟାୟରେ ରବିବାର ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି। ପାଟଳିପୁତ୍ର ଲୋକ...

ପରାଜୟରେ ମୋଦି ନିରାଶ

ନୂଆଦିଲ୍ଲୀ, ୧୧।୭ (ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ର ଏକ ହାଇଭୋଲଟେଜ ସେମିଫାଇନାଲ ମ୍ୟାଚ୍‌ରେ ବୁଧବାର ଭାରତୀୟ ଦଳ ୧୮ ରନରେ ନ୍ୟୁଜିଲାଣ୍ଡ ନିକଟରୁ ପରାସ୍ତ ହୋଇ...

ପାଟନା ପାଇଁ ହ୍ରିତିକ୍‌ଙ୍କ ସମବେଦନା

ନୂଆଦିଲ୍ଲୀ: କ୍ରମାଗତ ବର୍ଷା ଓ ବନ୍ୟା ଯୋଗୁ ବିହାରର ୧୬ ଜିଲାରେ ବନ୍ୟା ସ୍ଥିତି ଉପୁଜିିଛି। ତେବେ ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହୋଇଛି ରାଜଧାନୀ ପାଟନା।...

ଏନ୍‌ଡିଏ ୨: ଆରମ୍ଭରୁ ଫାଟ

ନୂଆଦିଲ୍ଲୀ,୧ା୬: ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ପୂର୍ଣ୍ଣ ବହୁମତ ପାଇ କେନ୍ଦ୍ରରେ ପୁଣିଥରେ କ୍ଷମତାସୀନ ହୋଇଛି। ସାଧାରଣ ନିର୍ବାଚନରେ ଲୋକ ସଭାର ୫୪୨...

ଏଠି ଠାକୁରଙ୍କୁ ନଗଦ ଅର୍ଥ ଦାନ କରିପାରିବେନି ଭକ୍ତ

ଭାରତରେ ୨୦୧୬ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦି ନୋଟବନ୍ଦୀ ଘୋଷଣା କରିବା ପରେ ପ୍ରାୟ ସମସ୍ତେ କ୍ୟାଶ୍‌ ଲେସ୍‌ ଟ୍ରାଞ୍ଜାକଶନ୍‌କୁ ଗୁରୁତ୍ୱ ଦେଇଆସୁଛନ୍ତି। ଏମିତିକି ଏଥିରୁ ବାଦ୍‌ ପଡି...

ଫୋର୍ବ୍ସ୍‌ ଇଣ୍ଡିଆ ପକ୍ଷରୁ ପ୍ରକାଶ ପାଇଲା ଧନଶାଳୀଙ୍କ ତାଲିକା: ପୁଣି ବାଜି ମାରିଲେ ମୁକେଶ ଅମ୍ବାନୀ

ନୂଆଦିଲ୍ଲୀ,୧୧।୧୦: ଫୋବର୍‌ସ ଇଣ୍ଡିଆ ୨୦୧୯ ପକ୍ଷରୁ ଭାରତର ସବୁଠାରୁ ଧନଶାଳୀ ବ୍ୟକ୍ତିଙ୍କ ନୂଆ ତାଲିକା ପ୍ରକାଶ ପାଇଛି। ଭାରତର ଟପ୍‌ ଶହେରେ ଥିବା ବ୍ୟକ୍ତିଙ୍କ ତାଲିକାରେ...

ଜମ୍ମୁ ଛାଡିଲେ ପ୍ରଥମ ଅମରନାଥ ତୀର୍ଥଯାତ୍ରୀ ଦଳ

ଶ୍ରୀନଗର,୩୦।୬: ଅମରନାଥ ତୀର୍ଥଯାତ୍ରୀଙ୍କ ପ୍ରଥମ ଦଳ ରବିବାର ଜମ୍ମୁ ଛାଡିଛନ୍ତି। ସେମାନେ କଶ୍ମୀରରେ ପହଞ୍ଚିବା ପରେ ସୋମବାରଠାରୁ ୪୫ ଦିନିଆ ଅମରନାଥ ଯାତ୍ରା ଆରମ୍ଭ ହେବ।...

ଝାଡ଼ଖଣ୍ଡରେ ଭିଡ଼ହିଂସା ଜଣେ ମୃତ,ଜଣେ ଗୁରୁତର

ରାଞ୍ଚି,୭ା୧୧(ଆଇଏଏନ୍‌ଏସ୍‌): ଝାଡ଼ଖଣ୍ଡର ଧାନବାଦରେ ଚୋର ସନ୍ଦେହରେ ଜଣକୁ ଉତ୍ତ୍ୟକ୍ତ ଲୋକେ ପିଟି ପିଟି ମାରିଦେଇଛନ୍ତି। ଏହି ଭିଡ଼ହିଂସାରେ ଅନ୍ୟ ଜଣେ ଗୁରୁତର ଆହତ ହୋଇ ହସ୍ପିଟାଲରେ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *