ପରିବା ବିକିଲେ ଏନ୍‌ଏସି କର୍ମଚାରୀ

ବୁଗୁଡା,୨୭ା୩(ଡି.ଏନ.ଏ.)-ବୁଗୁଡ଼ା ସହରରେ ଲୋକେ ପରିବା କିଣିବା ବେଳେ ସାମାଜିକ ଦୂରତା ବଜାୟ ରଖୁନାହାନ୍ତି। ତେଣୁ ଶୁକ୍ରବାର ଏନ୍‌ଏସି ପ୍ରଶାସନ ପକ୍ଷରୁ କର୍ମଚାରୀମାନେ ଗାଡିିରେ ପରିବା ନେଇ ବିକ୍ରୟ କରୁଥିବା ଦେଖାଯାଇଥିଲା। ସ୍ଥାନୀୟ ରଘୁନାଥ ସାହିରେ ନିର୍ଦ୍ଦିଷ୍ଟ ବ୍ୟବଧାନରେ ଲୋକେ ଠିଆ ହୋଇ ଏନ୍‌ଏସି କର୍ମଚାରୀଙ୍କଠାରୁ ପରିବା କିଣିଥିଲେ। ଉକ୍ତ ସାହିର ମହାବୀର ସ୍ବୟଂ ସହାୟିକା ଗୋଷ୍ଠୀ ସଭ୍ୟାମାନେ ଏଥିତ୍ରେ ସହଯୋଗ କରିଥିଲେ।


All Right Reserved By Dharitri.Com

ଭିଡ଼ିଓ ଭାଇରଲ ପରେ ବନରକ୍ଷୀ ନିଳମ୍ବିତ

ଭଞ୍ଜନଗର,୫।୫(ଡି.ଏନ୍‌.ଏ.)- ଭଞ୍ଜନଗରସ୍ଥିତ ଉତ୍ତର ଘୁମୁସର ବନଖଣ୍ଡ ଅନ୍ତର୍ଗତ କେନ୍ଦ୍ରୀୟ ବନାଞ୍ଚଳ ବିଞ୍ଜିଗିରି ସେକ୍ସନର ବନରକ୍ଷୀ ଏମ.ଏମ୍‌. ରାଉଳ ଜଣେ କାଠ ଚୋରଙ୍କ ଠାରୁ ଲାଞ୍ଚ ନେବା...

ଆଇଜିଆଇଟି କଲେଜ ଛାତ୍ରଙ୍କୁ ମାଡ଼ ଘଟଣା, ୫ ଅଟକ:ପ୍ରତିବାଦରେ ନିର୍ଦ୍ଦେଶକଙ୍କୁ ଘେରାଉ

ପରଜଙ୍ଗ,୧୯।୧୧(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଇନ୍ଦିରା ଗାନ୍ଧୀ ବୈଷୟିକ ଅନୁଷ୍ଠାନ (ଆଇଜିଆଇଟି)ରେ ବି-ଟେକ ୩ୟ ବର୍ଷ ଛାତ୍ର ନିର୍ମଳକୃଷ୍ଣ ଦାସଙ୍କୁ ମାଡ଼ ଘଟଣାରେ...

‘ଅମ୍ଫନ୍‌’କ୍ଷୟକ୍ଷତି ଆକଳନ କଲେ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର,୬ା୬(ବ୍ୟୁରୋ)/ଚାନ୍ଦବାଲି/ଭଦ୍ରକ ଅଫିସ, (ଡି.ଏନ୍‌.ଏ.)/ଜଗତ୍‌ସିଂହପୁର ଅଫିସ/ଏରସମା(ସ୍ବ.ପ୍ର.): ବାତ୍ୟା ‘ଅମ୍ଫନ୍‌’ର କ୍ଷୟକ୍ଷତି ଆକଳନ କରିବାକୁ ଓଡ଼ିଶା ଗସ୍ତରେ ଆସିଥିବା ୭ ଜଣିଆ କେନ୍ଦ୍ରୀୟ ଟିମ୍‌ ଶୁକ୍ରବାର ୪ଟି ଜିଲା...

ବିଦେଶ ମାଟିରେ ଉଜ୍ଜୀବିତ ରହିଛି ଓଡ଼ିଆ ସଂସ୍କୃତି

ତିର୍ତ୍ତୋଲ,୫ା୧୨(ଡି.ଏନ.ଏ.): ବିଦେଶ ମାଟି ସୁଦୂର ସୌଦି ଆରବରେ ପ୍ରବାସୀ ଓଡ଼ିଆମାନେ ଦୀର୍ଘ ୧୧ବର୍ଷ ଧରି ଓଡ଼ିଶା କଳା, ସଂସ୍କୃତିର ପ୍ରଚାର ପ୍ରସାର କରିଆସୁଛନ୍ତି ବୋଲି ସେଠାରେ...

ସିଏମ୍‌ଆରଏଫକୁ ୧ ଲକ୍ଷ ଦେଲେ ବ୍ଲକ ଅଧ୍ୟକ୍ଷ

ସୋନପୁର,୩୦।୩(ନି.ପ୍ର.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷ ସନ୍ତୋଷ କୁମାର ଭୋଇ କରୋନା ମୁକାବିଲା ପାଇଁ ସିଏମ୍‌ଆରଏଫ(ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଡି)କୁ ୧ ଲକ୍ଷ ଟଙ୍କା ପ୍ରଦାନ...

କଳାହାଣ୍ଡିରେ ସ୍ଥାୟୀ ହାଇକୋର୍ଟ ବେଞ୍ଚ୍‌ ପ୍ରତିଷ୍ଠା ଦାବି: ମଧୁବାବୁଙ୍କ ପ୍ରତିମୂର୍ତ୍ତି ସମ୍ମୁଖରେ ଧାରଣା

ଭବାନୀପାଟଣା,୨୩।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଓକିଲ ସଂଘ ପକ୍ଷରୁ ପ୍ରତିମାସର ଶେଷ ସୋମବାର ସମସ୍ତ କୋର୍ଟ ବର୍ଜନ କରାଯିବା ସହ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସମସ୍ତ...

ବଲାଙ୍ଗୀର ଜିଲା: ମାଟ୍ରିକ୍‌ ପରୀକ୍ଷା ପାସ୍‌ହାର ୭୩.୦୮ % , ସିଦ୍ଧାନ୍ତ ରାୟ ଜିଲା ଟପ୍ପର

ବଲାଙ୍ଗୀର ଅଫିସ, ୨୧ା୫: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ମାଟ୍ରିକ୍‌ ପରୀକ୍ଷା ମଙ୍ଗଳବାର ପ୍ରକାଶ ପାଇଛି ା ଜିଲାରେ ପାସ୍‌ହାର ୭୩.୦୮...

ମାଲକାନଗିରି ଜିଲା ଚିଠି: କ୍ଷତି ସହୁଛି ଚାଷୀ, ଫାଇଦାରେ ବୀମା କମ୍ପାନୀ

ଚାଷୀଙ୍କ ସମସ୍ୟା କେବେହେଲେ ସୁଧୁରୁନାହିଁ। ଋଣ, ମରୁଡ଼ି, ବନ୍ୟା ବିତ୍ପାତଜନିତ ସମସ୍ୟାରେ ଫସଲ ନଷ୍ଟ ହୋଇ ଚାଷୀ କ୍ଷତି ସହୁଛି। ସବୁ ସହି ଯାହା ଧାନ...

Coronavirus Update


selfi corner

Archives

Model This Week

Why Dharitri

Leave a comment

Your email address will not be published. Required fields are marked *