କେରଳରେ ପ୍ରଥମ ମୁଣ୍ଡ ନେଲା କରୋନା

କୋଚି,୨୮।୩: କେରଳରେ କରୋନା ଭାଇରସ୍‌ ସଂକ୍ରମଣରେ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ଶନିବାର କୋଚିର ଏକ ହସ୍ପିଟାଲରେ ଜଣେ ୬୯ବର୍ଷୀୟ ବୃଦ୍ଧଙ୍କ କରୋନାରେ ମୃତ୍ୟୁ ହୋଇଛି। ଏନେଇ ରାଜ୍ୟସରକାର ସୂଚନା ଦେଇଛନ୍ତି। କେରଳରେ ଏହା ପ୍ରଥମ ମୃତ୍ୟୁ ଘଟଣା ହୋଇଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ଏପର୍ଯ୍ୟନ୍ତ ୧୭୬ ଥିବା ଜଣାପଡ଼ିଛି। ସେହିପରି ୧୧ଜଣ କରୋନା ରୋଗୀ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ବୋଲି ରାଜ୍ୟସରକାର ସୂଚନା ଦେଇଛନ୍ତି। ଭାରତରେ ଏହାକୁ ମିଶାଇ ଏପର୍ଯ୍ୟନ୍ତ ମୃତ୍ୟୁ ସଂଖ୍ୟା ୨୩କୁ ପହଞ୍ଚିଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୯୦୦ ଟପିଛି। ଅପରପକ୍ଷେ ସର୍ବାଧିକ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ମାମଲାରେ କେରଳ ଏବେ ଦେଶର ଦ୍ୱିତୀୟ ସ୍ଥାନରେ ରହିଛି।


All Right Reserved By Dharitri.Com

‘ଅର୍ଥବଳ ପ୍ରୟୋଗ କରୁଛି ଭାଜପା’

ଅହମଦାବାଦ,୧୩ା୭: କର୍ନାଟକରେ ସରକାର ଭାଙ୍ଗିବାକୁ ଭାଜପା ଅର୍ଥବଳ ପ୍ରୟୋଗ କରିବା ସହ ଭୟଭୀତ କରାଉଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି। ଶାସକ ମେଣ୍ଟର...

ଅତ୍ୟାବଶ୍ୟକ ସାମଗ୍ରୀ ତାଲିକାରେ ଖବର କାଗଜକୁ ସାମିଲ୍‌ କରନ୍ତୁ ଲୋକେ: ବ୍ରିଟେନ୍‌ ସଂସ୍କୃତି ମନ୍ତ୍ରୀ

ଲଣ୍ଡନ,୨୧।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଆଥିକ ମାନ୍ଦାବସ୍ଥା ସୃଷ୍ଟି ହୋଇଛି। ଏପରିସ୍ଥଳେ ଗଣମାଧ୍ୟମ ଶିଳ୍ପ ବିଶେଷ ଫତିଗ୍ରସ୍ତ ହୋଇଛି। ଏହାକୁ ଦୃଷ୍ଟିରେ ରଖି...

ପୋଲିସ ହେପାଜତରେ କର୍ନାଟକ ମନ୍ତ୍ରୀ

ମୁମ୍ବାଇ,୧୦।୭: କର୍ନାଟକରେ ରାଜନୈତିକ ସଙ୍କଟ ଥମିବାର ନାଁ ଧରୁନି। ବିଦ୍ରୋହୀ ବିଧାୟକଙ୍କୁ ମନାଇବାକୁ ମୁମ୍ବାଇରେ ପହଞ୍ଚିଥିବା ମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଡି.କେ. ଶିବକୁମାରଙ୍କୁ...

ଆଗ୍ରାରେ ପହଞ୍ଚିଲେ ଟ୍ରମ୍ପ: ୨୧ ସ୍ଥାନରେ ୩ହଜାର କଳାକାର କରିବେ ସ୍ବାଗତ

ଆଗ୍ରା,୨୪।୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ଦୁଇ ଦିନିଆ ଭାରତ ଗସ୍ତରେ ଆସିଛନ୍ତି। ଗୁଜରାଟର ଅହମଦାବାଦରେ ଆୟୋଜିତ ହୋଇଥିବା ‘ନମସ୍ତେ ଟ୍ରମ୍ପ’ କାର୍ଯ୍ୟକ୍ରମ ସାରି...

ହେଲ୍‌ମେଟ୍‌ ନ ପିନ୍ଧିଥିବା ବାଇକ୍‌ ଚାଳକଙ୍କୁ ଚକୋଲେଟ୍‌ ଦେଲା ଟ୍ରାଫିକ୍‌ ପୋଲିସ

ଇମ୍ଫାଲ,୧।୯: ସେପ୍ଟେମ୍ବର ୧ରୁ ସାରା ଦେଶରେ ଟ୍ରାଫିକ୍‌ ନିୟମ କଡ଼ାକଡ଼ି କରାଯାଇଛି। ଏହି ନିୟମ ଉଲ୍ଲଂଘନ କଲେ ଜରିମାନା ସହ ଜେଲ୍‌ଦଣ୍ଡର ବ୍ୟବସ୍ଥା କରାଯାଇଛି। ପୂର୍ବରୁ...

ବିବାହର ୧୬ ବର୍ଷ ପରେ ପ୍ରମାଣପତ୍ର ମାଗିବାରୁ କର୍ମଚାରୀ କହିଲେ ପୁଣିଥରେ ବିବାହ କର

କୋଚି,୧୨।୭: କେରଳର ଜଣେ ଦମ୍ପତି ବିବାହର ୧୬ ବର୍ଷ ପରେ ଏହାର ପ୍ରମାଣପତ୍ର ପାଇଁ ବିବାହ ପଞ୍ଜିକରଣ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ସେଠାରେ ଥିବା ୪ ଜଣ...

ଦୈତ ନଗରୀରେ କଡ଼ା କଟକଣା: ଅଯଥା ଯାତାୟାତ ରୋକିବାକୁ ନିଆଗଲା ପଦକ୍ଷେପ

ଭୁବନେଶ୍ୱର,୬।୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଦ୍ୱିତୀୟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳ କଟକରୁ ଜଣେ ପଜିଟିଭି ଚିହ୍ନଟ ହୋଇଛନ୍ତି। ଫଳରେ ସଂକ୍ରମଣ ଆଶଙ୍କାକୁ ଏଡ଼ାଇବା ପାଇଁ...

ତ୍ରିରଙ୍ଗା ରାଲିରେ ଟ୍ରାଫିକ୍‌ କଣ୍ଟ୍ରୋଲ କଲେ ଓଓ୍ବାଇସି

ହାଇଦ୍ରାବାଦ,୧୧।୧: କିଛି ଦିନରୁ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ଦେଇ ସାରା ଦେଶରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏହାକୁ ବିରୋଧ କରି ସାଧାରଣ ଜନତାଙ୍କଠାରୁ ଆରମ୍ଭ...

Coronavirus Update


selfi corner

Archives

Model This Week

Why Dharitri

Leave a comment

Your email address will not be published. Required fields are marked *