କରୋନା ଭାଇରସ୍‌: ଭଡାଟିଆଙ୍କୁ ଭଡା ମାଗିଲେ ଜେଲ୍‌ ଯିବେ ଘର ମାଲିକ

ନଏଡା,୨୮।୩: ସାରା ଦେଶରେ କରୋନା ଯୋଗୁ ଲକ୍‌ଡାଉନ୍‌ ରହିଛି। ଏଥିଯୋଗୁ ଲୋକମାନେ ବାହାରକୁ ବାହାରି ପାରୁ ନ ଥିବା ବେଳେ କେତେକ ନିଜର ଜୀବିକା ମଧ୍ୟ ହରାଇସାରିଲେଣି। ଇତିମଧ୍ୟରେ ତ୍ତରପ୍ରଦେଶର ନଏଡାରେ ରହୁଥିବା ଭଡାଟିଆଙ୍କ ପାଇଁ ଜିଲାପାଳ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏକ ମାସ ପର୍ଯ୍ୟନ୍ତ ଭଡାଟିଆମାନଙ୍କଠାରୁ ଭଡା ନେଇପାରିବେ ନାହିଁ ବୋଲି ସହରର ସମସ୍ତ ଘର ମାଲିକଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଯଦି ଘର ମାଲିକ ଏହି ନିର୍ଦ୍ଦେଶକୁ ପାଳନ ନ କରନ୍ତି , ତେବେ ସେମାନଙ୍କୁ ଜରିମାନା ସହ ୨ବର୍ଷର ଜେଲ୍‌ ଦଣ୍ଡାଦେଶ ଭୋଗିବାକୁ ପଡ଼ିପାରେ।


All Right Reserved By Dharitri.Com

କୋଲକାତାରେ ପହଞ୍ଚିଲେ ଶେଖ୍‌ ହସିନା, ଗାଙ୍ଗୁଲି କଲେ ସ୍ବାଗତ

କୋଲକାତା,୨୨।୧୧: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଶୁକ୍ରବାରଠାରୁ ଐତିହାସିକ ଇଡେନ ଗାର୍ଡେନ୍ସ ମୈଦାନରେ ଦିବାରାତ୍ର ଟେଷ୍ଟ ଖେଳାଯିବ। ଏହାକୁ ନେଇ ଦର୍ଶକଙ୍କ ମଧ୍ୟରେ ଉତ୍କଣ୍ଠା ଦେଖାଯାଉଛି।...

ଡାକ୍ତର, ନର୍ସଙ୍କ ସମେତ କ୍ୱାରାଣ୍ଟାଇନକୁ ଗଲେ ୧୦୮ ଜଣ

ନୂଆଦିଲ୍ଲୀ,୪।୪, ଡ଼ରାଇଲାଣି କରୋନା। ଏବେ ଏହା ଧୀରେ ଧୀରେ ବଢ଼ିବାରେ ଲାଗିଛି। ଶନିବାର ଦିଲ୍ଲୀର ଗଙ୍ଗାରାମ ହସ୍ପିଟାଲ କର୍ତ୍ତୃପକ୍ଷ ଡାକ୍ତର, ନର୍ସ ଓ ହସ୍ପିଟାଲର ଅନ୍ୟ...

ଆରୋଗ୍ୟ ସେତୁ ଆପ୍‌ ଡାଉନ୍‌ଲୋଡ୍‌ କରିବାକୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ପରାମର୍ଶ

ନୂଆଦିଲ୍ଲୀ,୨୯।୪: ଭାରତରେ କରୋନା ସଂକ୍ରମିତ ତଥା ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସରକାରଙ୍କ ପକ୍ଷରୁ ସୁରକ୍ଷାକୁ ଦୃଷ୍ଟିରେ ରଖି ଲକ୍‌ଡାଉନ୍‌ ଜାରି ରହିଛି। ସେହିପରି କାର୍ଯ୍ୟାଳୟରେ...

ପ୍ରଦୂଷଣ ପାଇଁ ଚାଷୀଙ୍କୁ ଦୋଷ ଦେବା ଅନୁଚିତ: ସ୍ବାମୀନାଥନ

ନୂଆଦିଲ୍ଲୀ,୫।୧୧: ରାଜଧାନୀ ଦିଲ୍ଲୀ, ହରିୟାଣା ଆଦି ସ୍ଥାନର ବାୟୁ ପ୍ରଦୂଷଣ ପାଇଁ ଚାଷୀଙ୍କୁ ଦାୟୀ କରାଯାଉଛି। କାରଣ ଏମାନେ ବହୁ ପରିମାଣରେ ନଡା ପୋଡୁଥିବାରୁ ଏଭଳି...

ଲକ୍‌ଡାଉନ୍‌ ହଟିଲେ ମଧୁମେହ ରୋଗୀଙ୍କୁ ବିପଦ

ଲଣ୍ଡନ,୨୬ା୫: ଲକ୍‌ଡାଉନ ହଟାଯିବା ପରେ ମଧ୍ୟ ମଧୁମେହ ରୋଗୀଙ୍କୁ ଘର ଭିତରେ ରହିବାକୁ ପଡ଼ିପାରେ। କାରଣ କରୋନା ସଂକ୍ରମଣର ଅଧିକ ଆଶଙ୍କା ଥିବା ବର୍ଗରେ ସେମାନେ...

ଗୁଗୁଲ୍‌ ମୋ ପଢିବା ଅଭ୍ୟାସ ବିଗାଡି ଦେଇଛି: ମୋଦି

ନୂଆଦିଲ୍ଲୀ,୨୪।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଆକାଶବାଣୀରେ ତାଙ୍କର ମନ କି ବାତ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ଉଦ୍‌ବୋଧନ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ମୁଁ...

ଉତ୍ତର ପ୍ରଦେଶ ରାଜ୍ୟପାଳ ଭାବେ ଶପଥ ନେଲେ ଆନନ୍ଦିବେନ

ଲକ୍ଷ୍ନୌ,୨୯।୭: ଉତ୍ତର ପ୍ରଦେଶ ରାଜ୍ୟପାଳ ଭାବେ ସୋମବାର ଶପଥ ନେଇଛନ୍ତି ଅନନ୍ଦିବେନ୍‌ ପଟେଲ। ରାଜ ଭବନ ପରିସରରେ ହାଇକୋର୍ଟ ମୁଖ୍ୟ ବିଚାରପତି ଗୋବିନ୍ଦ ମାଥୁର ତାଙ୍କୁ...

ଜେଏନ୍‌ୟୁର ନାଁ ପରିବର୍ତ୍ତନ ପାଇଁ ପ୍ରସ୍ତାବ ରଖିଲେ ଭାଜପା ନେତା

ନୂଆଦିଲ୍ଲୀ,୧୮।୮: ଅନୁଚ୍ଛେଦ ୩୭୦ ହଟାଇବାକୁ ନେଇ ଭାଜପା ନେତା ହଂସ ରାଜ ହଂସ ବଡ ବୟାନ ଦେଇଛନ୍ତି। ଦିଲ୍ଲୀସ୍ଥିତ ଜବାହରଲାଲ ନେହେରୁ ୟୁନିଭର୍ସିଟି(ଜେଏନ୍‌ୟୁ)ର ଏକ କାର୍ଯ୍ୟକ୍ରମରେ...

Leave a comment

Your email address will not be published. Required fields are marked *