୧୫୦ କୋଟିର ପାଣ୍ଠି ଗଠନ କଲା ଆଇଟିସି

ନୂଆଦିଲ୍ଲୀ, ୨୯। ୩: କରୋନା ମୁକାବିଲା ପଦକ୍ଷେପ ସ୍ବରୂପ ପ୍ରମୁଖ ବାଣିଜି୍ୟକ ଗ୍ରୁପ ଆଇଟିସି ପକ୍ଷରୁ ୧୫୦ କୋଟି ଟଙ୍କାର ପାଣ୍ଠି ଘୋଷଣା କରାଯାଇଛି। କମ୍ପାନୀ ଏହାର ‘ନେଶନ ଫାଷ୍ଟ ସବ୍‌ ସାଥ ବଢେ’ କାର୍ଯ୍ୟକ୍ରମ ଅଧୀନ ସମାଜର ନିଷ୍ପେଷିତ ବର୍ଗର ଲୋକଙ୍କ ନିରନ୍ତର ବିକାଶ ଲାଗି ଏଭଳି ପାଣ୍ଠି ଖର୍ଚ୍ଚ କରିବାକୁ ନିଷ୍ପତ୍ତି ନେଇଛି। କରୋନାର ବିଭିନ୍ନ ଚ୍ୟାଲେଞ୍ଜ ବିରୋଧରେ ଲଢିବା ଲାଗି କମ୍ପାନୀ କେନ୍ଦ୍ର ସରକାରଙ୍କ ସହ ମିଳିତ ହୋଇ କାର୍ଯ୍ୟ କରୁଥିବା କହିଛି। ବିଭିନ୍ନ ରାଜ୍ୟର ଜିଲା ପ୍ରଶାସନ ସହ ମିଳିତ ହୋଇ ସ୍ବାସ୍ଥ୍ୟ, ହେଲଥ ଇକୋସିଷ୍ଟମ ସହ ବିଭିନ୍ନ କାର୍ଯ୍ୟକ୍ରମ ଜାରି ରହିଥିବା ଆଇଟିସି ଲିମିଟେଡର ଅଧ୍ୟକ୍ଷ ସଞ୍ଜୀବ ପୁରୀ ସୂଚନା ଦେଇଛନ୍ତି।


All Right Reserved By Dharitri.Com

ପୁରୀରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଛୁଇଁଲା

ପୁରୀ ଅଫିସ, ୧୨।୫: ପୁରୀ ଜିଲାରେ ମଙ୍ଗଳବାର ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ...

ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବସିଲା ରାଜ୍ୟ କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର,୯ା୪(ବ୍ୟୁରୋ): ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଗୁରୁବାର ପୂର୍ବାହ୍ନ ୧୦ଟା ୪୫ ମିନିଟରେ୍‌ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ତେବେ ପ୍ରଥମଥର ପାଇଁ...

ନିଜାମୁଦ୍ଦିନରୁ ଫେରନ୍ତାଙ୍କୁ ସରକାରଙ୍କ ନିବେଦନ: ନିର୍ଭୟରେ ୧୦୪କୁ କଲ କରି ଜଣାନ୍ତୁ

ଭୁବନେଶ୍ୱର, ୪।୩(ବ୍ୟୁରୋ): ଦିଲ୍ଲୀ ନିଜାମୁଦ୍ଦିନ ଫେରନ୍ତାଙ୍କୁ ରାଜ୍ୟ ସରକାର ନିବେଦନ କରିଛନ୍ତି। ୨୪ ଘଣ୍ଟାରେ ନିର୍ଭୟରେ ଆଗେଇ ଆସି ନିଜର ସବୁ ତଥ୍ୟ ସରକାରଙ୍କୁ ଦେବା...

ବିଦେଶକୁ ଟଙ୍କା ପଠାଇଛନ୍ତି ଗୋୟଲ:ଇଡି

ନୂଆଦିଲ୍ଲୀ,୨୫-୮: ଜେଟ୍‌ ଏୟାରଓ୍ବେଜ୍‌ ପ୍ରତିଷ୍ଠାତା ନରେଶ ଗୋୟଲ ଟିକସ ଦେବାରୁ ରକ୍ଷା ପାଇବା ଲାଗି ଅନେକ ଯୋଜନା ପ୍ରସ୍ତୁତ କରିଥିଲେ। ଏହାରି ମାଧ୍ୟମରେ ସେ ଜାଲିଆତି...

ପିଡିଏସ୍‌ରେ ମିଳିବ ଅତିରିକ୍ତ ୫ କିଲୋ ଖାଦ୍ୟଶସ୍ୟ

ନୂଆଦିଲ୍ଲୀ,୨୭। ୩: ଲକ୍‌ଡାଉନ ସମୟରେ ଦେଶର ୮୦ କୋଟି ରାଶନକାର୍ଡଧାରୀ ଯେଭଳି କେହି ଭୋକିଲା ନ ରୁହନ୍ତି ତାକୁ ଧ୍ୟାନରେ ରଖି ସରକାର ଗୁରୁବାର ଅତିରିକ୍ତ...

ରାଜ୍ୟର ୪୯, ୫୦ ନଂ ଆକ୍ରାନ୍ତଙ୍କ ତଥ୍ୟ ଜାରି କଲା ସ୍ବାସ୍ଥ୍ୟ ବିଭାଗ, ଅଛନ୍ତି ଜଣେ ମହିଳା

ଭୁବନେଶ୍ୱର,୧୧।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦ରେ ପହଞ୍ଚିଛି। ୪୯ ଓ ୫୦ ନମ୍ବର ଆକ୍ରାନ୍ତଙ୍କ ତଥ୍ୟ ଶନିବାର ସ୍ବାସ୍ଥ୍ୟ ବିଭାଗ ଜାରି କରିଛି। ଏହି...

ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌ ଘୁଞ୍ଚିବା ପ୍ରସଙ୍ଗ: ଶ୍ରେଷ୍ଠ ଦଳଗୁଡିକ ବିରୋଧରେ ପ୍ରସ୍ତୁତିରେ ସହାୟ ହେବ: ବରୁଣ

ବେଙ୍ଗାଲୁରୁ,୨୭।୪(ପି.ଟି.): କୋଭିଡ-୧୯ ମହାମାରୀ କାରଣରୁ ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌କୁ ଗୋଟିଏ ବର୍ଷ ଘୁଞ୍ଚାଇ ଦିଆଯାଇଛି। ତେବେ ଏହା ଆମ ପାଇଁ ଲାଭ ଦାୟକ ହେବ ।...

କମୁଛି ଖାଉଟିଙ୍କ ଖର୍ଚ୍ଚ, ଆଶଙ୍କାରେ ଶିଳ୍ପ

ନୂଆଦିଲ୍ଲୀ,୨୪।୪: ବିଶ୍ୱ ସ୍ତରରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ବିତ କରିବା ଲାଗି କଞ୍ଜ୍ୟୁମର ସ୍ପେଣ୍ଡିଂ ବା ଖାଉଟିଙ୍କ ଖର୍ଚ୍ଚ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ। ଖାଉଟିଙ୍କ...

Leave a comment

Your email address will not be published. Required fields are marked *