ଖରା, ଗୁଳୁଗୁଳି ସତ୍ତ୍ୱେ ଭୋଟରଙ୍କ ଉତ୍ସାହ: ୧୧ଟା ସୁଦ୍ଧା ୨୧.୩୦ ପ୍ରତିଶତ ମତଦାନ

ଭୁବନେଶ୍ୱର,୨୫।୫: ରାଜ୍ୟରେ ଚାଲିଛି ତୃତୀୟ ପର୍ଯ୍ୟାୟ ମତଦାନ। ଲମ୍ବା ଲାଇନରେ ଛିଡା ହୋଇ ଲୋକେ ନିଜ ମତଦାନ କରୁଛନ୍ତି। ପ୍ରବଳ ଖରା, ଗୁଳୁଗୁଳି ସତ୍ତ୍ୱେ ଉତ୍ସାହର ସହ ଭୋଟ ଦେଉଛନ୍ତି ଭୋଟର। ଏହି ପରିପ୍ରେକ୍ଷୀରେ ପୂର୍ବାହ୍ନ ୧୧ଟା ସୁଦ୍ଧା ୨୧.୩୦ ପ୍ରତିଶତ ମତଦାନ ହୋଇଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସୂଚନା ଦେଇଛନ୍ତି।

ପୂର୍ବାହ୍ନ ୧୧ଟା ସୁଦ୍ଧା ଦେବଗଡରେ ସର୍ବାଧିକ ମତଦାନ ହୋଇଛି । ଦେବଗଡରେ ସର୍ବାଧିକ ୨୪% ମତଦାନ ହୋଇଛି । ସେହିପରି ଢେଙ୍କାନାଳରେ ୨୦.୯୨ପ୍ରତିଶତ ମତଦାପନ ହୋଇଥିବା ବେଳେ କେଉଁଝରରେ ୨୦.୮୪, ଖୋର୍ଦ୍ଧାରେ ୨୧.୬୧, ମୟୂରଭଞ୍ଜରେ ୨୧.୨୪, ନୟାଗଡରେ ୧୯.୩୦ ପୁରୀରେ ୨୧.୬୪, ସମ୍ବଲପୁରରେ ୨୨.୪୯ ପ୍ରତିଶତ ମତଦାନ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିବନି ରତ୍ନଭଣ୍ଡାର, ମନା କଲେ ମନ୍ତ୍ରୀ

ଭୁବନେଶ୍ୱର,୧୯ା୬: ରତ୍ନଭଣ୍ଡାର ଆସନ୍ତା ଜୁଲାଇ ୮ରେ ଖୋଲିବ ବୋଲି ଜଣେ ଏଏସ୍‌ଆଇ ଅଧିକାରୀ କହିଥିଲେ। ମାତ୍ର ଏହାକୁ ଖଣ୍ଡନ କରିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।...

ଜିଲା ପ୍ରଶାସନର ନିଷ୍ପତ୍ତି; ଆଉ ଦୁଇଦିନ ସ୍କୁଲ, କଲେଜ ବନ୍ଦ

ବାଲେଶ୍ୱର, ୧୯।୬: ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟଣାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ଆଉ ୨ ଦିନ ସ୍କୁଲ, କଲେଜ ବନ୍ଦ ନିଷ୍ପତ୍ତି...

ଓଲଟିଲା ଯାତ୍ରୀବାହୀ ଅଟୋ

ଦିଗପହଣ୍ଡି,୧୯ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ଅନଙ୍ଗପୁର ଗାଁ ନିକଟ ମୁଖ୍ୟରାସ୍ତାରେ ବୁଧବାର ଅପରାହ୍ନରେ ଏକ ଯାତ୍ରୀବାହୀ ଅଟୋ (ନଂ.ଓଡି ୦୭...

ବିରୋଧୀ ଦଳ ନେତା ହେଲେ ନବୀନ

ଭୁବନେଶ୍ୱର,୧୯ା୬: ବୁଧବାର ଅପରାହ୍ନରେ ଶଙ୍ଖ ଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିଥିଲା। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ବିରୋଧୀ...

ବାଲେଶ୍ୱରରେ ଆସନ୍ତାକାଲି ୪ ଘଣ୍ଟା କର୍ଫ୍ୟୁ କୋହଳ

ବାଲେଶ୍ୱର, ୧୯।୬: ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦରୁ ବାଲେଶ୍ୱର ମୁନିସିପାଲିଟି ଅଞ୍ଚଳରେ ଲାଗୁ ହୋଇଥିବା କର୍ଫ୍ୟୁ ଗୁରୁବାର ଚାରି ଘଣ୍ଟା ପାଇଁ କୋହଳ କରାଯାଇଛି। ସ୍ଥିତିକୁ...

ଆରମ୍ଭ ହେଲା ବିଜେଡି ବିଧାୟକ ଦଳ ବୈଠକ, ହୋଇପାରେ ବଡ଼ ଘୋଷଣା

ଭୁବନେଶ୍ୱର,୧୯ା୬: ବୁଧବାର ଅପରାହ୍ନରେ ଶଙ୍ଖ ଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିଛି। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ କିଏ...

ସାର୍ବଜନୀନ ହେବ ରତ୍ନଭଣ୍ଡାର ରିପୋର୍ଟ

ଭୁବନେଶ୍ୱର,୧୯ା୬: ରତ୍ନଭଣ୍ଡାରର ରହସ୍ୟ ଜାଣିବାକୁ ରାଜ୍ୟବାସୀଙ୍କ ମଧ୍ୟରେ ଖୁବ୍‌ ଉତ୍କଣ୍ଠା ରହିଥିବା ବେଳେ ଖୁବ୍‌ଶୀଘ୍ର ଏହା ଉପରୁ ପରଦା ହଟିବାକୁ ଯାଉଛି। ଆସନ୍ତା ଜୁଲାଇ ୮ରେ...

ରତ୍ନଭଣ୍ଡାର ଖୋଲିବା ନେଇ ଏମିତି କହିଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,୧୯ା୬: ଆସନ୍ତା ଜୁଲାଇ ୮ରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯିବ। ଏନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ ହ୍ୟାଣ୍ଡେଲରେ ଏକ ପୋଷ୍ଟ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri