Posted inଜାତୀୟ

୭୦ ମିନିଟ୍‌ରେ ୨୧ଟି ସ୍ଥାନରେ ହୋଇଥିଲା ବିସ୍ଫୋରଣ

ଅହମଦାବାଦ,୧୮।୨: ୨୦୦୮ରେ ଗୁଜରାଟର ଅହମଦାବାଦରେ ହୋଇଥିଲା ସିରିଏଲ ବିସ୍ଫୋରଣ। ମାତ୍ର ୭୦ ମିନିଟ୍‌ରେ ୨୧ଟି ସ୍ଥାନରେ ଭୟଙ୍କର ବିସ୍ଫୋରଣ ଘଟି ୫୬ଜଣ ପ୍ରାଣ ହରାଇଥିବା ବେଳେ ୨୦୦ରୁ ଅଧିକ ଲୋକ ଆହତ ହୋଇଥିଲେ।
ଗୁରୁବାର ଏହି ମାମଲାର ରାୟ ପ୍ରକାଶ ପାଇଛି। ଅହମଦାବାଦ ସ୍ବତନ୍ତ୍ର ବିଚାରପତି ଏ.ଆର୍‌. ପଟେଲ ମାମଲାର ବିଚାରକରି ୪୯ ଜଣଙ୍କ ମଧ୍ୟରୁ ୩୮ଜଣଙ୍କୁ ମୃତ୍ୟୁ ଦଣ୍ଡାଦେଶ ଦେଇଛନ୍ତି। ଅନ୍ୟ ୧୧ଜଣଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏପରି କି ବିସ୍ଫୋରଣରେ ମୃତ୍ୟୁ ଘଟିଥିବା ପରିବାର ଲୋକଙ୍କୁ ୧ ଲକ୍ଷ ଟଙ୍କା, ଗୁରୁତର ଆହତ ହୋଇଥିବା ବ୍ୟକ୍ତିଙ୍କୁ ୫୦ ହଜାର ଏବଂ ସାମାନ୍ୟ ଆହତ ହୋଇଥିବା ବ୍ୟକ୍ତିଙ୍କ ପାଇଁ ୨୫ ହଜାର ଟଙ୍କାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି।
ମୃତ୍ୟୁ ଦଣ୍ଡାଦେଶ ପାଇଥିବା ଅନ୍ୟତମ ଅଭିଯୁକ୍ତ ଉସ୍ମାନ ଅଗରବତିବାଲାଙ୍କୁ ‘ଆର୍ମସ ଆକ୍ଟ’ ଅଧୀନରେ ଅଧିକ ୧ ବର୍ଷ କାରାଦଣ୍ଡାଦେଶ ଓ ଅତିରିକ୍ତ ୨.୮୮ ଲକ୍ଷ ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନଯାତ୍ରୀଙ୍କ ପାଇଁ ବଡ଼ ସୂଚନା: ଅକ୍ଟୋବର ୧ରୁ କଡ଼ା ଚେକିଂ, ଟିକେଟ୍‌ ସାଙ୍ଗରେ ଏହି ID ନ ରଖିଲେ ଫସିବେ!

ନୂଆଦିଲ୍ଲୀ,୩୦।୯: ଯଦି ଆପଣ ଆଗାମୀ ଦିନରେ ଟ୍ରେନରେ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। କେନ୍ଦ୍ରୀୟ ରେଳବାଇ ପକ୍ଷରୁ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ନିଷ୍ପତ୍ତି, ଭୋଟର ଲିଷ୍ଟକୁ ନେଇ କହିଲେ ବଡ଼କଥା…

ନୂଆଦିଲ୍ଲୀ,୩୦।୯: ନିର୍ବାଚନ ଆୟୋଗ ‘ସ୍ପେଶାଲ ଇଣ୍ଟେନସିଭ ରିଭିଜନ’ (SIR) ପ୍ରକ୍ରିୟା ଶେଷ କରିସାରିଥିବା ରାଜ୍ୟଗୁଡ଼ିକରେ ନୂଆ ଭୋଟରମାନଙ୍କ ପାଇଁ ଫର୍ମ-୬ ସହିତ ଯୋଡ଼ା ଯାଇଥିବା ଅତିରିକ୍ତ ଘୋଷଣାନାମା…

ଶୌଚ ହେବାକୁ ଯାଇଥିଲେ ଗୋବର୍ଦ୍ଧନ, ଅତର୍କିତ ଆକ୍ରମଣ କଲା ଭାଲୁ, ଆଉ ତା’ ପରେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍‌ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ…

ବଡ଼ ଖବର: ଅକ୍ଟୋବର ୧ରୁ ଏମାନଙ୍କୁ ଆଉ ମିଳିବନି LPG ସିଲିଣ୍ଡର, କେନ୍ଦ୍ର ସରକାର ନେଲେ କଡ଼ା ଆକ୍ସନ

ନୂଆଦିଲ୍‌ଲୀ,୩୦।୯: କେନ୍ଦ୍ର ସରକାର ଏବଂ ତୈଳ କମ୍ପାନୀଗୁଡ଼ିକ ଅକ୍ଟୋବର ୧ ତାରିଖରୁ ଏଲପିଜି ସବସିଡି (LPG Subsidy) ପାଇଁ ଇ-କେୱାଇସି (e-KYC) ବାଧ୍ୟତାମୂଳକ କରିଛନ୍ତି। ଏହି ସମୟରେ…

ଦାଉ ସାଧୁଛି ମହାନଦୀ ବନ୍ୟା: ନଷ୍ଟ ହେଉଛି ଫସଲ, ଆନ୍ଦୋଳନ ଚେତାବନୀ ଦେଇ ଚାଷୀ କହିଲେ…

ମଜାକାଳପଡ଼ା,୩୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡ଼ାଶାଳୀ ସ୍ଲୁଇସ୍‌କ୍ରିକ ଖୋଲାପଡିଛି। ଏହାଦ୍ୱାରା ମହାନଦୀରେ ଆସିଥିବା ଚତୁର୍ଥ ବନ୍ୟା ଜଳ ପ୍ରବେଶ କରି ଚାଷୀଙ୍କ ଧାନ…

୫ ରାଶି ଉପରେ ଶନିଙ୍କ କୋପଦୃଷ୍ଟି: ୧୧ ଡିସେମ୍ୱର ପର୍ଯ୍ୟନ୍ତ ରହିବାକୁ ହେବ ସତର୍କ, ଆରମ୍ଭ ହେଲା ଘୋର ଶନିଦଶା!

ଶନି ଗ୍ରହ ୨୭ ଜୁଲାଇ ୨୦୨୬ରେ ବକ୍ରୀ ହୋଇଥିଲେ। ଏବେ ୧୧ ଡିସେମ୍ୱରରେ ଶନି ମାର୍ଗୀ ହେବେ। ଏହି ସମୟ ମଧ୍ୟରେ ଶନିଙ୍କର ବକ୍ରୀ ଚଳନ ୫ଟି…

ଭୟାବହ ଅଗ୍ନିକାଣ୍ଡ: ଶୋ-ରୁମରେ ୫୦ରୁ ଅଧିକ ବାଇକ ଭସ୍ମ

ବାଲେଶ୍ୱର, ୩୦।୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ବୁଧବାର ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ। ସହଦେବଖୁଣ୍ଟା ମ୍ୟୁନିସିପାଲ ହାଇସ୍କୁଲ ସମ୍ମୁଖରେ ଥିବା ଏକ ହିରୋ ବାଇକ ଶୋ-ରୁମରେ ପୂର୍ବାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?