୨୧ ଲକ୍ଷ ଲୋକଙ୍କ ଚାକିରି ଉପରେ ପଡ଼ିପାରେ ପ୍ରଭାବ

ଓ୍ବାଶିଂଟନ,୧୧ା୧୧: ଆମେରିକାରେ ବିମୁଦ୍ରୀକରଣ ହେବାର ସମ୍ଭାବନାକୁ ନେଇ ଲୋକଙ୍କ ଚିନ୍ତା ବୃଦ୍ଧି ପାଇଛି। ଏହି ବିମୁଦ୍ରୀକରଣ ମଧ୍ୟରେ ଆମେରିକାର ସ୍ଥାନୀୟ ଖବରକାଗଜରେ ଏକ ସର୍ଭେ ବାହାରିଛି। ସର୍ଭେ ରିପୋର୍ଟ ଆଶ୍ଚର୍ଯ୍ୟଜନକ। ଏହି ସର୍ଭେରେ ଆକଳନ କରାଯାଇଛି, ଅର୍ଥନୈତିକ ଦୃଷ୍ଟିକୋଣରୁ ଆମେରିକାରେ ଆସନ୍ତା ୧୨ ମାସ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। କୁହାଯାଇଛି, ବର୍ଷକ ମଧ୍ୟରେ ଆର୍ଥିକ ମନ୍ଥରତା ଦେଖାଦେଇପାରେ। ଚାରି ଦଶନ୍ଧିର ଉଚ୍ଚତାରେ ମୁଦ୍ରାସ୍ଫୀତି, ସୁଧ ହାର ବୃଦ୍ଧି ଏବଂ ବେରୋଜଗାର ହାର ୫୩ ବର୍ଷର ନିମ୍ନକୁ ହ୍ରାସ ପାଇଛି।

ଏହାକୁ ନିୟନ୍ତ୍ରଣ ପାଇଁ ଫେଡ୍‌ ରିଜର୍ଭ ମଧ୍ୟ ସୁଧ ହାର ବୃଦ୍ଧି କରିବ। ଫେଡ ରିଜର୍ଭ ଅନୁଯାୟୀ, ମୁଦ୍ରାସ୍ଫୀତି ନିୟନ୍ତ୍ରଣ କରିବା ଏହାର ଲକ୍ଷ୍ୟ। ଏହି କାରଣରୁ ଅର୍ଥନୀତିର ଅବନତି ହେବାର ଆଶଙ୍କା ନେବାକୁ ଏକ ବାଧ୍ୟବାଧକତା ରହିଛି। ଅବଶ୍ୟ ଏହା ବେରୋଜଗାର ହାର ସହିତ ସମାନ ହେବ ନାହିଁ ଯାହା ୨୦୦୮ ଏବଂ ୨୦୨୦ରେ କରୋନା ମହାମାରୀ ସମୟରେ ବୃଦ୍ଧି ପାଇଥିଲା। ବର୍ତ୍ତମାନ ବେକାରୀ ହାର ୫.୫ ପ୍ରତିଶତରେ ପହଞ୍ଚିବ ବୋଲି ଆକଳନ କରାଯାଇଛି। ଏହାପୂର୍ବରୁ ଏପ୍ରିଲ ୨୦୨୦ରେ ଆମେରିକାରେ ବେକାରୀ ହାର ୧୫ ପ୍ରତିଶତରେ ପହଞ୍ଚିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପରିବେଶ ସୁରକ୍ଷାରେ ଉତ୍ସର୍ଗୀକୃତ ଦମ୍ପତି ସଙ୍ଗୀତା-ସତ୍ୟଜିତ: ୩୦୦ରୁ ଅଧିକ ଘରଚଟିଆ ସଂରକ୍ଷଣ

ଅମରପାଲି,୪ା୭(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ପଞ୍ଚାୟତର ଖଜୁରିଆପାଲି ଗ୍ରାମର ସ୍ବାମୀସ୍ତ୍ରୀ ସତ୍ୟଜିତ ଗଡୁଆ ଓ ସଙ୍ଗୀତା ପାତ୍ର ପରିବେଶ ସୁରକ୍ଷା ଏବଂ ବନ୍ୟପ୍ରାଣୀ…

ଦ୍ୱିଗୁଣ ହେଲା ବୁକର୍‌ ବିଜେତାଙ୍କ ପୁରସ୍କାର ରାଶି

ଲଣ୍ଡନ, ୪ା୭:ବିଶ୍ୱ ସାହିତ୍ୟ ଜଗତର ଅନ୍ୟତମ ପ୍ରତିଷ୍ଠିତ ପୁରସ୍କାର ‘ଅନ୍ତର୍ଜାତୀୟ ବୁକର୍‌ ପୁରସ୍କାର’ ର ନାମ ପରିବର୍ତ୍ତନ କରାଯାଇଛି। ଏଣିକି ଏହା ‘ବୁଖ୍‌ମ୍ୟାନ ଅନ୍ତର୍ଜାତୀୟ ବୁକର୍‌ ପୁରସ୍କାର’…

ଆହୁରି ସକ୍ରିୟ ହେବ ଲଘୁଚାପ: ଆଜି ପ୍ରବଳ ବର୍ଷିବ, ୫ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର,୪ା୭(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ସକ୍ରିୟ ହେବାରେ ଲାଗିଛି। ଏହାସହ ସମ୍ପୃକ୍ତ ଘୂର୍ଣ୍ଣିବଳୟ ସମୁଦ୍ର…

ବିବାଦ ପରେ ବି ନିଷ୍ପତ୍ତିରେ ଅଟଳ ସନରାଇଜର୍ସ! କାବ୍ୟା ମାରନ୍‌ଙ୍କ ଦଳରେ ଖେଳିବେ ପାକ୍ ସ୍ପିନର; ପିସିବି ଦେଲା…

ଲାହୋର,୩।୭: ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ବିଭିନ୍ନ ଦେଶରେ ଆୟୋଜିତ ହେବାକୁ ଥିବା ଟି-୨୦ ଏବଂ ସର୍ଟ-ଫର୍ମାଟ୍ ଲିଗ୍‌ରେ ଖେଳିବା ପାଇଁ ନିଜର ଅନେକ ପ୍ରମୁଖ ଖେଳାଳିଙ୍କୁ…

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କେତନଙ୍କୁ ହତ୍ୟା କରିବା ପରେ ଅନୁତାପର ପ୍ରଶ୍ନ ନାହିଁ, ଗଣମାଧ୍ୟମକୁ ଅଶ୍ଳୀଳ ଇଙ୍ଗିତ କରି ଚର୍ଚ୍ଚାରେ ସିୟା…Video ଭାଇରାଲ ପରେ… 

ପୁଣେ,୩।୭: ପୁଣେର ପ୍ରସିଦ୍ଧ ବ୍ୟବସାୟୀ ବିଶାଲ ଅଗ୍ରୱାଲଙ୍କ ପୁଅ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପ୍ରତିଦିନ ଏଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି, ଯାହା ସମାଜକୁ ସ୍ତବ୍ଧ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

ଡାକ୍ତରଙ୍କ ଆନ୍ଦୋଳନ ଯୋଗୁ ରୋଗୀସେବା ବ୍ୟାହତ: ଦୁର୍ଘଟଣାରେ ଆହତଙ୍କୁ ଚିକିତ୍ସା ନ ମିଳିବାରୁ ବୁର୍ଲା ସ୍ଥାନାନ୍ତର

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ଡାକ୍ତରମାନଙ୍କ ବିଭିନ୍ନ ଦାବିକୁ ନେଇ ଚାଲିଥିବା ଆନ୍ଦୋଳନ ଯୋଗୁ ସାଧାରଣ ସ୍ୱାସ୍ଥ୍ୟସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଡାକ୍ତରଖାନା ଗୁଡ଼ିକରେ ରୋଗୀସେବା ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri