ସୁନ୍ଦରଗଡ଼ରୁ ୧୨ ମୁଣ୍ଡ ନେଲା କରୋନା; ଆଖି ବୁଜିଲେ ୨୧

ଭୁବନେଶ୍ୱର,୧୦।୨(ବ୍ୟୁରୋ): ରାଜ୍ୟରେ ଆଖି ବୁଜିଲେ ୨୧ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରେ ସୁନ୍ଦରଗଡ଼ରୁ ସର୍ବାଧିକ ୧୨ଜଣ ଥିବା ବେଳେ ବାଲେଶ୍ୱରରୁ ଜଣେ, ଭଦ୍ରକରୁ ୨, ଭୁବନେଶ୍ୱରରୁ ୨, ଗଞ୍ଜାମରୁ ୨, କନ୍ଧମାଳରୁ ଜଣେ, ସମ୍ବଲପୁରରୁ ଜଣେ ଆକ୍ରାନ୍ତ ରହିଛନ୍ତି। ଏନେଇ ଗୁରୁବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାରକଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୮ ଦିନର ସଂଘର୍ଷ ପରେ ହାରିଗଲେ ଶୁଭଶ୍ରୀ

ଥୁଆମୂଳ ରାମପୁର, ୨୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଶ୍ରୀମସ୍କା ଛକଠାରେ ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଜଣେ…

ଦେର୍ଲାଠିର ହିତାଧିକାରୀଙ୍କୁ ମିଳିଲା ପକ୍କାଘର କାର୍ଯ୍ୟାଦେଶ

ଥୁଆମୂଳ ରାମପୁର,୨୬ା୪(ଦୁର୍ଗା କୀର୍ତ୍ତି): ଦୁର୍ଗମ ଅଞ୍ଚଳର ବିକାଶ ପାଇଁ ପ୍ରଶାସନ ଦେଇଥିବା ପ୍ରତିଶ୍ରୁତି ବାସ୍ତବ ରୂପ ନେଇଛି। କିଛିଦିନ ପୂର୍ବେ କଳାହାଣ୍ଡି ଜିଲା ପରିଷଦର ମୁଖ୍ୟ ଉନ୍ନୟନ…

ଟ୍ରମ୍ପଙ୍କ ଡିନରରେ ଗୁଳି ଚଳାଇଥିବା ଆକ୍ରମଣକାରୀଙ୍କ ଆସିଲା ଶିକ୍ଷାଗତ ଯୋଗ୍ୟତା, ଜାଣନ୍ତୁ…

ଓ୍ୱାଶିଂଟନ,୨୬ା୪: ଆମେରିକାର ରାଜଧାନୀ ୱାଶିଂଟନ ଡିସିରେ ଆୟୋଜିତ ପ୍ରତିଷ୍ଠିତ ‘ହ୍ୱାଇଟ ହାଉସ କରେସପଣ୍ଡେଣ୍ଟସ ଡିନର’ କାର୍ଯ୍ୟକ୍ରମରେ ଗୁଳିକାଣ୍ଡ ଘଟିଥିଲା। କାର୍ଯ୍ୟକ୍ରମରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ, ପ୍ରଥମ…

୨ ପରିବାରରେ ଖଣ୍ଡଯୁଦ୍ଧ: ୨ ବାଇକ୍‌ରେ ଠେଙ୍ଗାବାଡ଼ି ଧରି ଆସି…

ଦିଗପହଣ୍ଡି,୨୬ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମରେ ପାରିବାରିକ ହିଂସା କାରଣରୁ ଦୁଇ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ ଘଟିଛି। ଆକ୍ରମଣ ଓ ପ୍ରତିଆକ୍ରମଣରେ…

ପିଆଜ ଚାଷଜମି ପରିଦର୍ଶନ କଲେ ଅତିରିକ୍ତ ସଚିବ, ଚାଷୀଙ୍କୁ କହିଲେ…

ନୂଆପଡ଼ା,୨୬ା୪(ମକାରୁ ବେମାଲ): କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ଧନଧାନ୍ୟ ଯୋଜନା ଅତିରିକ୍ତ ସଚିବ ମନୋଜ କୁମାର ରବିବାର ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ ତୁକଳାପଡା…

ଅନୁଦାନ ମିଳିଲାନି, ବନ୍ଦ ହେଲା ସରକାରୀ କାର୍ଯ୍ୟକ୍ରମ

ହାଟଡିହୀ/ଛେନାପଦୀ,୨୬ା୪(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): ଅନୁଦାନ ପ୍ରଦାନ ନ ହେବାରୁ ଏକ ସରକାରୀ କାର୍ଯ୍ୟକ୍ରମ ବନ୍ଦ ହୋଇଛି। ଯାହାକୁ ନେଇ କଳାକାରମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। କଳାକାରମାନଙ୍କୁ ଉପେକ୍ଷା…

ସୂର୍ଯ୍ୟବଂଶୀଙ୍କୁ ପ୍ରଶଂସା କଲେ ଅଷ୍ଟ୍ରେଲିଆର ଅଧିନାୟକ ପ୍ୟାଟ କୁମିନ୍ସ, କହିଲେ…

ଜୟପୁର,୨୬ା୪: ବର୍ତ୍ତମାନ ଭାରତୀୟ କ୍ରିକେଟର ସବୁଠୁ ଚର୍ଚ୍ଚିତ ନାମ ବୈଭବ ସୂର୍ଯ୍ୟବଂଶୀଙ୍କ ବୃଦ୍ଧି ପାଉଥିବା ପ୍ରଶଂସକଙ୍କ ତାଲିକାରେ ଅଷ୍ଟ୍ରେଲିଆର ଅଧିନାୟକ ପ୍ୟାଟ କୁମିନ୍ସ ସାମିଲ ହୋଇଛନ୍ତି। ୧୫…

ଗୋପାଳପୁର-ରାୟଗଡ଼ା ନୂଆ ରେଳଲାଇନ୍‌ ଦାବି, ଆଲାଇନ୍‌ମେଣ୍ଟ ନକ୍ସାର ପୁନଃ ଅନୁଧ୍ୟାନ କରି…

ଦିଗପହଣ୍ଡି,୨୬ା୪(ଅଶେଷ ନାଥ ମିଶ୍ର): ସମଗ୍ର ଦକ୍ଷିଣ ଓଡ଼ିଶାର ବହୁ ପ୍ରତୀକ୍ଷିତ ଗୋପାଳପୁର-ରାୟଗଡ଼ା ନୂତନ ରେଳପଥ ପ୍ରକଳ୍ପ ନିମନ୍ତେ ନକ୍ସା ପ୍ରସ୍ତୁତି ଚାଲିଛି। ତୃତୀୟ ପାଳି ପାଇଁ କେନ୍ଦ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri