ଆଜି ରାଜ୍ୟରୁ ୨୧ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧ା୪(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୨୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୬୬୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୩ ଜଣ ଚିହ୍ନଟ ହୋଇଥିବା ବେଳେ ୮ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୫ ଜଣ ଶିଶୁ ବି ଅଛନ୍ତି।

ଆଜି ଖୋର୍ଦ୍ଧାରୁ ୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଝାରସୁଗୁଡ଼ା, ସୁନ୍ଦରଗଡ଼ ଏବଂ ସମ୍ବଲପୁରରୁ ୩ ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଗଜପତିରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱର, ଗଞ୍ଜାମ, ଯାଜପୁର, କେନ୍ଦ୍ରାପଡ଼ା ଏବଂ ମୟୂରଭଞ୍ଜରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ପୁଲ ସଂଖ୍ୟା ରହିଛି ୧।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୬୬୧ରେ ପହଞ୍ଚିଥିବା ବେଳେ ୧୨,୭୮,୧୨୧ ଜଣ ସୁସ୍ଥ ହୋଇଛନ୍ତି। ୩୬୬ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୬ ଜିଲାରେ ହେବ ଆର୍‌ଟି-ପିସିଆର୍‌ ଟେଷ୍ଟିଂ ଲାବ୍‌

ଭୁବନେଶ୍ୱର, ୧୨ା୫(ବ୍ୟୁରୋ):ରାଜ୍ୟର ୧୬ ଜିଲାରେ ଆର୍‌ଟି-ପିସିଆର୍‌ କୋଭିଡ୍‌-୧୯ ଟେଷ୍ଟିଂ ଲାବରେଟୋରି ହେବ। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ୨୦କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଭଦ୍ରକ,...

ଚିନ୍ତା ବଢ଼ାଉଛି କରୋନା ସଂକ୍ରମଣ: ଖୁବ୍‌ଶୀଘ୍ର କେରଳ ଯିବ କେନ୍ଦ୍ରୀୟ ଟିମ୍‌

ଥିରୁଭାନ୍ତମପୁରମ,୨୮।୭: ଦେଶରେ କରୋନାର ଦ୍ୱିତୀୟ ଲହର ସଂକ୍ରମଣ ସାମାନ୍ୟ ହ୍ରାସ ପାଉଥିବା ବେଳେ ଏବେ କେରଳ ଚିନ୍ତା ବଢ଼ାଇଛି। ଲଗାତର ରାଜ୍ୟରେ ବଢ଼ୁଥିବା ସଂକ୍ରମଣକୁ ଦୃଷ୍ଟିରେ...

ନେପାଳରୁ ଉଦ୍ଧାର ପାଇଁ ଦାଦନ ଶ୍ରମିକଙ୍କ ନିବେଦନ

ଭଦ୍ରକ ଅଫିସ,୩୦।୪: କରୋନା ଲକ୍‌ଡାଉନ ହେବାର କିଛି ମାସ ପୂର୍ବରୁ କେନ୍ଦୁଝର ଓ ଭଦ୍ରକ ଜିଲାର କିଛି ଶ୍ରମିକ କାର୍ଯ୍ୟ ପାଇଁ ନେପାଳ ଯାଇଥିବା ଜଣାପଡ଼ିଛି।...

ବିନ୍ଦୁସାଗରରେ ବିଦେଶାଗତ ପକ୍ଷୀ

ପୁରୁଣା ଭୁବନେଶ୍ୱର, ୨୦ା୨(ଡି.ଏନ.ଏ.): ବିନ୍ଦୁସାଗରରେ ବୁଧବାର ୫୦୦ରୁ ଊର୍ଦ୍ଧ୍ୱ ବିଦେଶାଗତ ପକ୍ଷୀ ପହଁରୁଥିବା ଦେଖିବାକୁ ମିଳିଥିଲା। କିଛିବର୍ଷ ହେଲାଣି ଚିଲିକା ଗମନ କରୁଥିବା ପକ୍ଷୀମାନଙ୍କ ମଧ୍ୟରୁ...

କଟକଣା ସତ୍ୱେ ହାଟରେ ଲୋକଙ୍କ ଭିଡ଼

ନିରାକାରପୁର, ୪ ।୪ (ଡ଼ି ଏ ନ ଏ ), ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତରେ ଥିବା ପୁରାତନ ସାପ୍ତାହିକ ହାଟରେ କଟକଣା ସତ୍ବେ ଶନିବାର...

କିଶୋର ବାସା ‘ଟାଗୋର ନ୍ୟାଶନାଲ ଫେଲୋ’ ମନୋନୀତ

ଭୁବନେଶ୍ୱର,୨୭।୪(ବ୍ୟୁରୋ)-ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ଦ୍ୱାରା ଉତ୍କଳ ବିଶ୍ୱବିଦ୍ୟାଳୟ ନୃତତ୍ତ୍ୱ ବିଭାଗ ପୂର୍ବତନ ମୁଖ୍ୟ ପ୍ରଫେସର କିଶୋର କୁମାର ବାସାଙ୍କୁ ସମ୍ମାନଜନକ ‘ଟାଗୋର ନ୍ୟାଶନାଲ ଫେଲୋ’...

ପୁଣି ବିପଦ ଘନେଇଲା, ଚାଇନାକୁ କରୋନା ଫେରିଲା, ଗୋଟିଏ ଦିନରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ…

ବେଜିଂ, ୧୩।୩ : ଚାଇନାରେ କରୋନା ମହାମାରୀ ପୁଣି ଥରେ ବ୍ୟାପିବା ଆରମ୍ଭ କରିଛି। ଫଳରେ ପୁଣି ବିପଦ ଘନେଇବାରେ ଲାଗିଛି। ଚାଇନାକୁ କରୋନା ଫେରିଛି।...

ରାଜଧାନୀ କଲେଜରୁ ଚିହ୍ନଟ ହେଲେ ୬ ନକଲି ଦିବ୍ୟାଙ୍ଗ ଛାତ୍ର

ଭୁବନେଶ୍ୱର,୨୯ା୪(ବ୍ୟୁରୋ): ବିଜେବି କଲେଜ ପରେ ରାଜଧାନୀ କଲେଜରୁ ଚିହ୍ନଟ ହୋଇଛନ୍ତି ୬ ନକଲି ଦିବ୍ୟାଙ୍ଗ ଛାତ୍ର। କଟକ, ଖୋର୍ଦ୍ଧା ଓ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ...

Advertisement
Archives

Model This Week