ଉଦଳା ସବ୍‌ଜେଲରେ ୨୧ କଏଦୀଙ୍କୁ କରୋନା

ଉଦଳା,୧୦।୫(ଡି.ଏନ୍‌.ଏ.): ବର୍ତ୍ତମାନ କରୋନା କବଳରେ ସାରା ରାଜ୍ୟ। ଏହି ମହାମାରୀ ପ୍ରଥମ ଲହରରେ ଯାହା କରି ନ ଥିଲା ଦ୍ୱିତୀୟ ଲହରରେ କାହାକୁ ବାଦ୍‌ ଦେଉନି। ବର୍ତ୍ତମାନ ଉଦଳା ସବ୍‌ଜେଲରେ ୨୧ ଜଣ ବିଚାରାଧୀନ କଏଦୀ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ରବିବାର ୭୬ ଜଣ କଏଦୀଙ୍କ କରୋନା ଟେଷ୍ଟ କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୨୧ ଜଣ ପଜିଟିଭ୍‌ ଚିହ୍ନଟ ହୋଇଥିବା ଉଦଳା ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ସୂଚନା ଦେଇଛନ୍ତି। ତେବେ ଏନ୍‌ଏସି ପକ୍ଷରୁ ଜେଲ୍‌କୁ ସାନିଟାଇଜ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ପମ୍ପ ନିକଟରୁ ନବଜାତ ଶିଶୁ ଉଦ୍ଧାର, କୁକୁର ପଲ ଦେଲେ ସୁରକ୍ଷା

ଭଞ୍ଜନଗର,୨୦।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ ପେଟ୍ରୋଲ ପମ୍ପ ନିକଟରେ ସୋମବାର ଅପରାହ୍ନ ୪ଟା ସମୟରେ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରାଯାଇଛି…

ଅଧ୍ୟକ୍ଷ ଦାୟିତ୍ୱ ନେଲେ ଦିଲ୍ଲୀପ: କଲେଜର ଉନ୍ନତି ପ୍ରତି ଦିଆଯିବ ଧ୍ୟାନ

ଭଞ୍ଜନଗର,୨୦।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷ ଭାବେ ଡଃ ଦିଲ୍ଲୀପ କୁମାର ପ୍ରଧାନ ସୋମବାର ଦାୟିତ୍ୱ ନେଇଛନ୍ତି। ସେ ବାଲିପଦର…

ରାୟଗଡ଼ାରେ ବଡ଼ ଧରଣର ଡକାୟତି, ଗ୍ରିଲ୍‌ ଭାଙ୍ଗି ନେଇଗଲେ ୧୫ ଭରି ସୁନା ଅଳଙ୍କାର

ରାୟଗଡ଼ା,୨୦।୭(କୈଳାଶ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଏବେ ଲୁଟେରାଙ୍କ ଆଡ୍ଡାସ୍ଥଳୀ ପାଲଟିଛି l ଅଞ୍ଚଳରେ ଚୋରି, ଡକାୟତି, ରାହାଜନୀ, ଲୁଯ୍‌ ଭଳି ଘଟଣା ଦିନକୁ ଦିନ ବଢ଼ିବାରେ…

ରଥକାଠ ଭାଙ୍ଗିଲେ ଅଭିମାନିନୀ ମହାଲକ୍ଷ୍ମୀ: ସାନ୍ତ୍ୱନା ଦେଲେ ମହାପ୍ରଭୁ

କେସିଙ୍ଗା,୨୦।୭(ତୁମେଶ୍ୱର ସାହୁ): କେସିଙ୍ଗା ବ୍ଲକ ଅଧିନସ୍ଥ ସିର୍ଜାପାଲି ଗ୍ରାମରେ ଶ୍ରୀ ଜଗନ୍ନାଥ ମନ୍ଦିରରେ ମହାଆଡମ୍ବରରେ ହେରାପଞ୍ଚମୀ ସୋମବାର ପାଳିତ ହୋଇଯାଇଛି। ଉକ୍ତ ଗ୍ରାମର ଶ୍ରୀପଦ୍ମନାଭ(ବଳଭଦ୍ର) ପ୍ରମୋଦ କୁମାର…

ଅନଶନରୁ ଓହରିଲେ ସୋନମ ୱାଙ୍ଗଚୁକ: ଜେପି ନଡ୍ଡାଙ୍କୁ ୩ ଦାବି କଲେ CJP ନେତା, ଆଶ୍ଚର୍ଯ୍ୟ ହୋଇଗଲେ…

ନୂଆଦିଲ୍ଲୀ, ୨୦।୭: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ସୋମବାର ତାଙ୍କର ୨୩ ଦିନିଆ ଭୋକ ହରତାଳ ଶେଷ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଜେପି ନଡ୍ଡା, ‘କକରୋଚ ଜନତା ପାର୍ଟି’…

ଏହି ସ୍ଥାନରେ ୩୦୦ ବର୍ଷ ଧରି ଟଣା ହୋଇନାହିଁ ରଥ

କେନ୍ଦ୍ରାପଡ଼ା, ୨୦ା୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସହରଠାରୁ ୧୨ କି.ମି. ଦୂର ଇନ୍ଦୁପୁର ବଜାର। ଏଠାରୁ ଦେଢ଼ କି.ମି. ଦୂର ହାବେଳି (ପତିସାହି) ଠାରେ ଥିବା ପ୍ରାୟ ୩୦୦ବର୍ଷ…

ସୋନମ ୱାଙ୍ଗଚୁକଙ୍କୁ ଚାରିଆଡ଼ୁ ସମର୍ଥନ: ଯୁବପିଢ଼ିର ଭବିଷ୍ୟତକୁ ସୁରକ୍ଷିତ କରିବା ଦାବିରେ…

କେନ୍ଦୁଝର,୨୦।୭(ନରେଶ ଚନ୍ଦ୍ର ପଟ୍ଟନାୟକ):ଦେଶର ଶିକ୍ଷା ବ୍ୟବସ୍ଥାକୁ ବଞ୍ଚାଇବା ଏବଂ ଯୁବପିଢ଼ିର ଭବିଷ୍ୟତକୁ ସୁରକ୍ଷିତ କରିବା ଦାବିରେ ସଂଘର୍ଷ କରୁଥିବା ସୋନମ ୱାଙ୍ଗଚୁକଙ୍କ ସମର୍ଥନରେ ଆଜି କେନ୍ଦୁଝରରେ ଆମ…

ଧମକ ଚମକ ଦେଇ କାମରୁ ବାହାର କରି ଦେବାରୁ ଏସ୍‌ପିଙ୍କ ଦାରସ୍ଥ ହେଲେ ଆର୍ଯ୍ୟପଲ୍ଲୀ ମହିଳା

ଛତ୍ରପୁର,୨୦।୭( ଦିଲ୍ଲୀପ ସାମଲ/ ଦ୍ୱାରିକା ପଟ୍ଟନାୟକ): ୫୦ ବର୍ଷ ପୂର୍ବରୁ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଥିବା ଭାଲିଆ ତୋଟାରେ ଜଗୁଆଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri