୫ ଜୁଆଡ଼ିଙ୍କୁ ଧରିଲା ପୋଲିସ, ଗାଡ଼ି ସହ ୨୧ ହଜାର ୬୯୦ ଟଙ୍କା ଜବତ

ଆନନ୍ଦପୁର,୨୯ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ପକ୍ଷରୁ ସାପ୍ତାହିକ ହାଟରେ ଚଢ଼ାଉ କରାଯାଇ ୫ ଜୁଆଡ଼ିଙ୍କୁ ଗିରଫସହିତ ସେମାନେ ବ୍ୟବହାର କରୁଥିବା ଜାଇଲୋ ଗାଡ଼ି, କାତି ଓ ୨୧ହଜାର ୬୯୦ ଟଙ୍କା ଜବତ କରାଯାଇଛି। ଗିରଫ ଅଭିଯୁକ୍ତମାନଙ୍କୁ ଜାମିନ ବଳରେ ଛଡ଼ାଯାଇଛି।

ସୂଚନାଯୋଗ୍ୟ, ରାମଚନ୍ଦ୍ରପୁର ଥାନା ଅଧୀନ ସାପୁଆ ସାହି ସାପ୍ତାହିକ ହାଟରେ କୁକୁଡ଼ା ଖେଳ ସହିତ ଜୁଆ ଖେଳ ହେଉଥିବା ସୂଚନା ପାଇ ପୋଲିସ ଅଚାନକ ଚଢ଼ାଉ କରିଥିଲା। ଏଥିରେ ସମ୍ପୃକ୍ତ ୫ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିଲା। କେସ୍‌ ନଂ ୨୬୧/୨୨ରେ ମାମଲା ରୁଜୁ କରାଯାଇ ତଦନ୍ତ ଚାଲୁଥିବାବେଳେ ଅଭିଯୁକ୍ତମାନଙ୍କୁ ଜାମିରେ ଛଡ଼ାଯାଇଥିବା ଥାନାଧିକାରୀ ଅବିନାଶ ପରିଡ଼ା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୩୫ ପଇସାରେ ୧୦ ଲକ୍ଷର ବୀମା କଭର୍‌! କାହାକୁ ମିଳିବ ଏହି ଲାଭ, ଜାଣନ୍ତୁ ରେଳବାଇର ନିୟମ

ନୂଆଦିଲ୍ଲୀ, ୧୨।୧୦: ଯଦି ଆପଣ ନିୟମିତ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଅନଲାଇନରେ ଟିକେଟ ବୁକ କରୁଛନ୍ତି, ତେବେ ଟିକେଟ ବୁକିଂ ସମୟରେ ମିଳୁଥିବା ରେଳ ଯାତ୍ରା…

ମୁହଁତୋଡ ଜବାବ ଦେଲେ କ୍ୟାଟ୍ରିନା: କହୁ କହୁ କହିଦେଲେ…

ପୁଣି ଚର୍ଚ୍ଚାରେ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌। ଓଜନ ବୃଦ୍ଧିକୁ ନେଇ ସୋସିଆଲ ମିଡିଆରେ ଟ୍ରୋଲ ହେବାପରେ ଏବେ ସେ ନିଜ ଷ୍ଟାଇଲିସ ଲୁକକୁ ନେଇ ସାଉଁଟିଛନ୍ତି…

ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଏମିତି କାରନାମା କଲେ ଅଭିଷେକ ଶର୍ମା: କ୍ରିକେଟ୍‌ ଜଗତରେ ଖେଳିଗଲା…

ଇନ୍ଦୋର,୧୩।୧୦: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍‌ରେ ନିଜ ବିସ୍ଫୋରକ ବ୍ୟାଟିଂରେ ନୂଆ ରେକର୍ଡ କରିଛନ୍ତି ଭାରତୀୟ ଓପନର୍‌ ଅଭିଷେକ ଶର୍ମା। ଗୋଟିଏ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ଛକା ମାରିବା…

ସରକାରଙ୍କ ବଡ଼ ଯୋଜନା! ଦୁର୍ଘଟଣାରେ କୃଷକଙ୍କ ମୃତ୍ୟୁ ହେଲେ ପରିବାରକୁ ମିଳିବ ୫ ଲକ୍ଷ ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ, ୧୨।୧୦: ଚାଷୀ ଦିନରାତି ପରିଶ୍ରମ କରି ନିଜ ପରିବାରର ଗୁଜୁରାଣ ମେଣ୍ଟାଇଥାନ୍ତି। କିନ୍ତୁ ବେଳେବେଳେ ଏକ ଦୁର୍ଘଟଣା ପୂରା ପରିବାରର ଜୀବନକୁ ବଦଳାଇ ଦେଇଥାଏ। ପରିବାରର…

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

ଦୁଇଥର ଗଜକେଶରୀ ଯୋଗ: ଏହି ୪ ରାଶିଙ୍କ ଭାଗ୍ୟରେ ଲାଗିଲା ଲଟେରୀ, ଚାରିଆଡୁ ଆସିବ ଟଙ୍କା!

ବୈଦିକ ଜ୍ୟୋତିଷ ଅନୁସାରେ ଗଜକେଶରୀ ଯୋଗକୁ ଏକ ଶୁଭ ଯୋଗ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଜନ୍ମକୁଣ୍ଡଳୀରେ ଏହି ଯୋଗ ସୃଷ୍ଟି ହେଲେ କ୍ୟାରିୟର,…

ଏଲିଟ ଫିଲ୍ଡିଂ କ୍ଲବରେ ସାମିଲ ହେଲେ ତିଲକ

ଇନ୍ଦୋର,୧୨।୧୦: ଭାରତୀୟ ଟି-୨୦ ଦଳର ଉପଅଧିନାୟକ ତିଳକ ବର୍ମା ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଅନ୍ତର୍ଜାତୀୟ ଟି-୨୦ ସିରିଜର ତୃତୀୟ ମ୍ୟାଚ୍‌ରେ ତିଳକ…

୧୩ରେ ଲଘୁଚାପ: ପାଣିପାଗ ବିଭାଗ କହିଲା ଏହାର ଗତିବିଧି…

ଭୁବନେଶ୍ୱର,୧୨।୧୦ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଅନୁକୂଳ ପାଣିପାଗ ଓ ସାମୁଦ୍ରିକ ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?