ଜାଲିଆତି କରି ୨୧ ଟନ୍‌ କୋକ୍‌ ଚାଲାଣ

ଢେଙ୍କାନାଳ ଅଫିସ, ୪।୧୧: କାଗଜପତ୍ର ଜାଲିଆତି କରି ଏକ ଡିପୋରୁ ଲକ୍ଷାଧିକ ଟଙ୍କାର କୋଇଲା ଚୋରାଚାଲାଣ କରିଥିବା ଅଭିଯୋଗରେ ଢେଙ୍କାନାଳ ଜିଲା ରାସୋଳ ଥାନା ପୋଲିସ ୨ଜଣଙ୍କୁ ଗିରଫ କରିଛି। ସେମାନଙ୍କଠାରୁ କୋଇଲା ଚୋରା ଚାଲାଣରେ ବ୍ୟବହୃତ ଏକ ଟ୍ରକ୍‌, ୫ ନକଲି ଷ୍ଟାମ୍ପ, କମ୍ପ୍ୟୁଟର, ୧୦ ପ୍ରି-ଆକ୍ଟିଭେଟେଡ୍‌ ସିମକାର୍ଡ, ୪ ମୋବାଇଲ ସମେତ ବ୍ୟାଙ୍କ କାଗଜପତ୍ର ଜବତ କରାଯାଇଛି। ଚୋରାଚାଲାଣ ହୋଇଥିବା କୋଇଲାର ମୂଲ୍ୟ ୨ଲକ୍ଷ ଟଙ୍କା ହେବ ବୋଲି ଜିଲା ପୋଲିସ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡ଼ିଛି।
ସୂଚନାଯୋଗ୍ୟ, ରାସୋଳ ଥାନା କାରନ୍ଦା ଅଞ୍ଚଳରେ ଥିବା ଆସୁରାନ୍ସ ମେଟାଲଏଡ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ ଡିପୋରୁ ସମ୍ପୃକ୍ତ ୨ ଅଭିଯୁକ୍ତ କାଗଜପତ୍ର ଓ ନମ୍ବର ଜାଲିଆତି କରି ଏକ ଟ୍ରକ୍‌ରେ ୨୧ ଟନ୍‌ କୋଇଲା ଚୋରାଚାଲାଣ କରିଥିଲେ। ଏ ନେଇ ଡିପୋ ମ୍ୟାନେଜରଙ୍କ ଅଭିଯୋଗକ୍ରମେ ଗତ ସେପ୍ଟେମ୍ବର ୨୬ରେ ନଂ. ୧୭୫/୨୧ରେ ଏକ ମାମଲା ରୁଜୁ କରାଯାଇଥିଲା। ପୋଲିସ ମାମଲାର ତଦନ୍ତ ଚଳାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୁ ସାମସନଙ୍କ ପ୍ରତ୍ୟାବର୍ତ୍ତନ ପକ୍କା! ଚତୁର୍ଥ ଟି-୨୦ରେ ଏହି ୩ ଖେଳାଳିଙ୍କ ସ୍ଥାନ ଉପରେ ଝୁଲୁଛି ଖଣ୍ଡା

ନୂଆଦିଲ୍ଲୀ,୯।୭ : ଇଂଲଣ୍ଡ ଗସ୍ତରେ ଏପର୍ଯ୍ୟନ୍ତ ଭାରତୀୟ ଦଳର ପ୍ରଦର୍ଶନ ବେଶ ନିରାଶାଜନକ ରହିଛି। ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ତିନୋଟି ମ୍ୟାଚ ମଧ୍ୟରୁ…

ଟ୍ରେକିଂ ପାଇଁ ଯାଇ ମାଲ୍ୟଗିରି ପାହାଡ଼ରେ ଫସିଯାଇଥିଲେ ୩ ଯୁବକ, ୨୫ ଫୁଟ ଘାଇରୁ….

ପାଳଲହଡା,୯ା୭(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡା ମାଲ୍ୟଗିରି ପାହାଡକୁ ଟ୍ରେକିଂ କରିବାକୁ ଯାଇ ଫସି ରହିଥିବା ୩ ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଅଗ୍ନିଶମ ବାହିନୀ…

‘We Will Kill Trump…’,ପ୍ରତିଶୋଧର ନିଆଁ! ଖାମେନେଇଙ୍କ ଅନ୍ତିମ ସଂସ୍କାର ଭୂମିରୁ ଟ୍ରମ୍ପଙ୍କୁ ମୃତ୍ୟୁ ଧମକ

ତେହରାନ,୯ା୭: ଆମେରିକା ଇରାନର ଆଠଟି ସହର ଉପରେ ଆକ୍ରମଣ କରିଛି । ପ୍ରତିଶୋଧ ସ୍ୱରୂପ, ତେହରାନ ବାହାରିନ ଏବଂ କୁୱେତରେ ଥିବା ଅନେକ ସାମରିକ ଘାଟିକୁ ଟାର୍ଗେଟ…

ଝିଆରୀଙ୍କୁ ବଳାତ୍କାର କଲେ ଦାଦା: ଘରେ କେହି ନ ଥିବାବେଳେ…

ଭଦ୍ରକ,୯ା୭(ସନାତନ ରାଉତ): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ପୋଲିସ ଗିରଫ କରିଛି। ଏପରି ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଞ୍ଚଳରେ। ରଜ ସମୟରେ…

ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ: ଖୋଲିଲା ୪ ସ୍ଲୁଇସ ଗେଟ

ସମ୍ବଲପୁର,୯।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ହୋଇଛି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ଶସ୍ତା ହେବ ମୋବାଇଲ୍-ଲାପ୍‌ଟପ୍‌, ସରକାର ନେଲେ ଏହି ପଦକ୍ଷେପ

ନୂଆଦିଲ୍ଲୀ,୯।୭: କେନ୍ଦ୍ର ସରକାର ସ୍ମାର୍ଟଫୋନ୍, ୱାୟାରଲେସ୍ ଚାର୍ଜର୍, କମ୍ପ୍ୟୁଟର, ଲାପଟପ୍, ସ୍ମାର୍ଟ ଟିଭି, ସ୍ମାର୍ଟୱାଚ୍ ଏବଂ ଫିଟନେସ୍ ବ୍ୟାଣ୍ଡ ଭଳି ଇଲେକ୍ଟ୍ରୋନିକ୍ ଜିନିଷରେ ବ୍ୟବହୃତ ଉପାଦାନଗୁଡ଼ିକ ଉପରେ…

ଦୃଷ୍ଟି ଦେଉନି ଜାତୀୟ ରାଜପଥ ବିଭାଗ: ଖାଲଖମାରେ ଫସିରହୁଛି ଗାଡି, ଯାତାୟାତ ବାଧାପ୍ରାପ୍ତ

ପଟ୍ଟାଙ୍ଗି,୯।୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ଠାରୁ ଅଳ୍ପ କିଛି ଦୂରରେ ଜାତୀୟ ରାଜପଥ ବିଭାଗ ପକ୍ଷରୁ ନୂତନ କରି ନିର୍ମାଣ…

ପାଠ ପଢ଼ିବାକୁ ଭୁବନେଶ୍ବର ଆସିଥିଲେ ଝିଆରୀ; ବଳାତ୍କାର କରୁଥିଲେ ମଉସା, ସହଯୋଗ କରୁଥିଲେ ମାଉସୀ

ଭୁବନେଶ୍ୱର,୯।୭(ପ୍ରସନଜିତ୍‌ ସାହୁ): ରାଜଧାନୀ ଭୁବନେଶ୍ୱରରେ ଏକ ବଳାତ୍କାର ଘଟଣା ସାମ୍ନାକୁ ଆସିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିସ୍ଥିତ ଏକ ଆପାର୍ଟମେଣ୍ଟରେ ଜଣେ ନାବାଳିକା ଝିଆରୀଙ୍କୁ ତାଙ୍କ ମଉସା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri