Posted inଜାତୀୟ

ନିଟ୍‌ରେ କମ୍‌ ନମ୍ବର ରହିବା ଯୋଗୁ ଛାତ୍ର କଲେ ଆତ୍ମହତ୍ୟା, ୬ମାସ ମଧ୍ୟରେ କଲେଣି ୧୨ଜଣ ଆତ୍ମହତ୍ୟା

ପାଟନା,୧୭।୬: ଆତ୍ମହତ୍ୟା ସବୁ ଜିନିଷର ଶେଷ ହୋଇ ନ ଥାଏ। ବର୍ତ୍ତମାନର ଯୁବପିଢଙ୍କେ ମଧ୍ୟରେ ଆତ୍ମହତ୍ୟା ପ୍ରବଣତା ବଢୁଥିବାର ଦେଖିବାକୁ ମିଳୁଛି। ଏକ ଗବେଷଣା ଅନୁଯାୟୀ ବିଶ୍ୱର ସମୁଦାୟ ଆତ୍ମହତ୍ୟା ମଧ୍ୟରୁ ୩୩ ପ୍ରତିଶତ କେବଳ ଭାରତରେ ଘଟୁଛି। ପାରିବାରିକ କଳହ ହେଉ କି, ପ୍ରେମ ପ୍ରତାରଣା କିମ୍ବା ପରୀକ୍ଷାରେ ବିଫଳ ଇତ୍ୟାଦି କାରଣ ପାଇଁ ଯୁବପିଢି ଆତ୍ମହତ୍ୟା କରୁଥିବାର ଦେଖିବାକୁ ମିଳିଛି।

ଏପରି ଏକ ଘଟଣା ଦେଖିବାକୁ ମିଳିଛି ବିହାରରେ। ବିହାରର ଜଣେ ୨୧ବର୍ଷିୟ ମେଡିକାଲ ଛାତ୍ର କ୍ରମାଗତ ଭାବେ ଦୁଇଥର ପ୍ରୟାସ କରି ନିଟ୍‌ ୟୁଜିରେ ଭଲ ନମ୍ବର ପ ରଖିବାରୁ ଆତ୍ମହତ୍ୟା କରିଛନ୍ତି। ୨୧ବର୍ଷିୟ ରୋଶନ ୭୦୦ମାର୍କରୁ ୪୦୦ମାର୍କ ରଖିଥିଲେ। ସେ ଦୁଇବର୍ଷ ଧରି ଏଥିପାଇଁ ପ୍ରସ୍ତୁତ ହେଉଥିଲେ। କିନ୍ତୁ ଶୁକ୍ରବାର ତାଙ୍କ କୋଠରୀରେ ତାଙ୍କ ଝୁଲନ୍ତା ମୃତଦେହ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ଆକ୍ରମଣ: ୨ ମୃତ

ଲଣ୍ଡନ, ୧୮।୮: ୟୁକ୍ରେନ୍‌ସ୍ଥିତ ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୩ଜଣ ଆହତ ହୋଇଛନ୍ତି। ଭାରତୀୟ ଶିଳ୍ପପତି ଲକ୍ଷ୍ମୀ ମିତ୍ତଲଙ୍କ ମାଲିକାନାରେ…

ପୁରୁଣା ଗାଡ଼ି ପାଇଁ ଫେରିପାରେ E10 ପେଟ୍ରୋଲ! ଚିନ୍ତା ଦୂର କରିବାକୁ ମୁଖ୍ୟ ଆର୍ଥିକ ପରାମର୍ଶଦାତାଙ୍କ ପ୍ରସ୍ତାବ

ନୂଆଦିଲ୍ଲୀ,୧୮।୮: ବର୍ତ୍ତମାନ ଫ୍ଲେକ୍ସ ଫ୍ୟୁଏଲ ବା ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ବିଭିନ୍ନ ସ୍ତରରେ ବିବାଦ ମୁଣ୍ଡ ଟେକିଛି। ଏହି କିସମର ଇନ୍ଧନ ବ୍ୟବହାର ଦ୍ୱାରା ମାଇଲେଜ୍‌…

ବିଶ୍ୱର ସର୍ବକନିଷ୍ଠ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ହୋଇ ବିଶ୍ୱରେକର୍ଡ

ନୂଆଦିଲ୍ଲୀ, ୧୮।୮: ଭାରତୀୟ ବଂଶୋଦ୍ଭବ ଦୁବାଇର ୧୬ ବର୍ଷୀୟ ଲକ୍ଷ୍ମଣନ୍‌ ମେୟାପ୍ପନ ବିଶ୍ୱର ସବୁଠାରୁ କନିଷ୍ଠ ପୁରୁଷ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ (ସିଏ)ହେବାର ଗୌରବ ଅର୍ଜନ କରିଛନ୍ତି। ମାତ୍ର…

ମୁରଥଲ ଢାବାରେ ରୋବଟ୍ ୱେଟର! ଗ୍ରାହକଙ୍କୁ ପରଷୁଛି ମନପସନ୍ଦର ଖାଦ୍ୟ

ମୁରଥଲ,୧୮।୮: ସ୍ବାଦିଷ୍ଟ ଗରମ ପରଠା ଏବଂ ପାରମ୍ପରିକ ଖାଦ୍ୟ ପାଇଁ ପ୍ରସିଦ୍ଧ ହରିୟାଣାର ମୁରଥଲ ଏବେ ଚର୍ଚ୍ଚାରେ । ଏଠାରେ ଥିବା ‘ରେଶମ ଢାବା’ରେ ଗ୍ରାହକମାନଙ୍କୁ ଏକ…

ତାମିଲନାଡୁ ମନ୍ତ୍ରୀଙ୍କ ଏମିତି କଥାରେ କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ ବିଜୟ

ଚେନ୍ନାଇ,୧୮।୮: ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ତାମିଲନାଡୁ ବିଧାନସଭାରେ ତାଙ୍କର ଜଣେ ମନ୍ତ୍ରୀଙ୍କ ପକ୍ଷରୁ କ୍ଷମା ମାଗିବାକୁ ପଡିଲା। ତାମିଲନାଡୁ ମନ୍ତ୍ରୀ ରଞ୍ଜିତ କୁମାର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ…

ସାନଖେମୁଣ୍ଡିରେ ଲୋକଙ୍କ ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ରୋଗୀଙ୍କ ଚିକିତ୍ସା ପାଇଁ ଦେଲେ ୪୭ ହଜାର…

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ସାନଖେମୁଣ୍ଡି…

୨୦ ଫୁଟ୍‌ ତଳକୁ ଖସିଲା ଚକାଡ଼ୋଳା ବସ୍; ୪୦ ଯାତ୍ରୀ…..

ନୟାଗଡ,୧୮।୮(ଲୋକନାଥ ମିଶ୍ର): ୨୦ ଫୁଟ୍‌ ତଳକୁ ଖସିଲା ବସ୍‌ ।ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥ ଅନ୍ତର୍ଗତ ବାଇପାସ୍‌ର ସୁନାଲଟି ଛକ ନିକଟରେ ଏହି ଦୁର୍ଘଟଣା…

ହ୍ରାସ ପାଇଛି ଟ୍ରମ୍ପଙ୍କ ଲୋକପ୍ରିୟତା; ଇରାନ ସହିତ ସମ୍ଭାବ୍ୟ ଯୁଦ୍ଧ ଯୋଗୁ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଲୋକପ୍ରିୟତା ତାଙ୍କ ବର୍ତ୍ତମାନ କାର୍ଯ୍ୟକାଳର ସର୍ବନିମ୍ନ ସ୍ତରକୁ ପହଞ୍ଚିଛି। ଏକ ରଏଟର୍ସ/ଇପସୋସ ସର୍ଭେରୁ ଜଣାପଡିଛି ଯେ 33% ଉତ୍ତରଦାତା ଟ୍ରମ୍ପଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri