Posted inଜାତୀୟ

୨୧ ବର୍ଷ ତଳେ ପାକିସ୍ତାନ କରିଥିଲା ଦୁଃସାହସ, ମିଳିଥିଲା କଡ଼ା ଜବାବ: ମୋଦି

ନୂଆଦିଲ୍ଲୀ, ୨୬।୭: ଭାରତୀୟ ସେନା ପକ୍ଷରୁ ୨୧ ବର୍ଷ ତଳେ ପାକିସ୍ତାନକୁ କଡ଼ା ଜବାବ ଦିଆଯାଇଥିଲା। ପାକିସ୍ତାନ ଦୁଃସାହସର ପରିଣତି ଭୋଗ କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୬୭ ତମ ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ ଯୋଗଦେଇ ରବିବାର ଏଭଳି କହିଛନ୍ତି। କାରଗିଲ୍‌ ଯୁଦ୍ଧରେ ଭାରତୀୟ ସେନା ବିଜୟ ହୋଇଥିଲେ। ଯେଉଁ ପରିସ୍ଥିତିରେ ଯୁଦ୍ଧ ହୋଇଥିଲା ତାହାକୁ ଭାରତ କେବେ ମଧ୍ୟ ଭୁଲି ପାରିବ ନାହିଁ। ପାକିସ୍ତାନ ସୈନ୍ୟ ଉଚ୍ଚ ପାହାଡ଼ ଉପରେ ରହିଥିବାବେଳେ ଭାରତୀୟ ସେନା ପାହାଡ଼ ତଳୁ ସେମାନଙ୍କ ଉପରେ ଆକ୍ରମଣ କରିଥିଲେ। ଏହା କଷ୍ଟସାଧ୍ୟ ଥିଲା। ତେବେ ବି ଭାରତୀୟ ସେନାଙ୍କ ପରାକ୍ରମ ଆଗରେ ଶତ୍ରୁ ପକ୍ଷ ହାର ମାନିଥିଲେ ବୋଲି ମୋଦି କହିଛନ୍ତି। ଜୁଲାଇ ୨୬ରେ କାରଗିଲ ବିଜୟ ଦିବସ ଅବସରରେ ସେ ସମସ୍ତ ଶହୀଦ୍‌ଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜକୁ ଟ୍ରମ୍ପ ନେଲେ ଆଶ୍ଚର୍ଯ୍ୟଜନକ ନିଷ୍ପତ୍ତି: ସାରା ବିଶ୍ୱରେ ହଲଚଲ

ଓ୍ବାଶିଂଟନ୍‌,୨।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ଏବଂ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ପ୍ରମୁଖ ବିବୃତ୍ତି ଜାରି କରିଛନ୍ତି। ସେ ଦୃଢ଼ତାର ସହିତ…

ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା

ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ…

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା: ସମୟ କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଜାତି ଉଦ୍ଦେଶ୍ୟରେ ଏକ ଭାଷଣ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି,ଯୁଦ୍ଧ ଏପର୍ଯ୍ୟନ୍ତ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri