ରାଜ୍ୟରେ ୨୧୦ କରୋନା ପଜିଟିଭ ଚିହ୍ନଟ, ୧ ମୃତ

ଭୁବନେଶ୍ୱର, ୧୩।୧(ବ୍ୟୁରୋ): ରାଜ୍ୟରେ ଧୀରେ ଧୀରେ କରୋନା ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା କମିବାରେ ଲାଗିଛି। ବୁଧବାର ଦିନ ରାଜ୍ୟରୁ ନୂଆ ୨୧୦ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି। ନୂଆ ୨୧୦ ଜଣଙ୍କ ମଧ୍ୟରୁ ୧୨୨ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୮୮ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସେହିପରି ମୃତକ ଜଣଙ୍କ ଖୋର୍ଦ୍ଧା ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଅନୁଗୋଳରୁ ୨୪ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱର ୯, ବରଗଡ଼ ୮, ଭଦ୍ରକ ୨, ବଲାଙ୍ଗୀର ୭, କଟକ ୧୪, ଦେଓଗଡ଼ ୧, ଢେଙ୍କାନାଳ ୨, ଗଜପତି ୫, ଗଞ୍ଜାମ ୪, ଜଗତ୍‌ସିଂହପୁର ୪, ଯାଜପୁର ୯, ଝାରସୁଗୁଡ଼ା ୧୩, କଳାହାଣ୍ଡି ୪, କେନ୍ଦ୍ରାପଡ଼ା ୨, କେନ୍ଦୁଝର ୧, ଖୋର୍ଦ୍ଧା ୧୩, ମାଲକାନଗିରି ୮, ମୟୂରଭଞ୍ଜ ୮, ନୂଆପଡ଼ା ୫, ପୁରୀ ୧୦, ରାୟଗଡ଼ା ୭, ସମ୍ବଲପୁର ୧୬, ସୋନପୁର ୧, ସୁନ୍ଦରଗଡ଼ ୩୦ ଏବଂ ଷ୍ଟେଟ ପୋଲରୁ ୩ଜଣ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୩୩୨୫୪୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୧୪୧ଟି ଆକ୍ଟିଭ କେସ୍‌ ରହିଥିବା ବେଳେ ୩୨୮୪୫୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ୪୦୦କୋଟିରୁ ଅଧିକ ଆୟ କରେ ପେଙ୍ଗୁଇନ, ପ୍ରତିବର୍ଷ ଛପାଯାଏ ମାତ୍ର ଏତିକି ବହି…

ନୂଆଦିଲ୍ଲୀ,୧୧।୨: ଗତ କିଛି ଦିନ ଧରି ପୂର୍ୱତନ ସେନା ମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନାରଭାଣେଙ୍କ ପୁସ୍ତକ “ଫୋର୍‌ ଷ୍ଟାର୍‌ ଅଫ ଡେଷ୍ଟିନି” ସମ୍ପର୍କରେ ଜାତୀୟ ରାଜନୀତି…

ରିଲ୍ସ ନିଶାରେ ବନ୍ଧୁକ ଧରି ଡ୍ୟାନ୍ସ କଲେ କଂଗ୍ରେସ ବିଧାୟକ, ଭିଡିଓ ଭାଇରାଲ

ବେଙ୍ଗାଲୁରୁ,୧୧।୨: ବ୍ଲକବଷ୍ଟର ଫିଲ୍ମ ଧୁରନ୍ଧରର ଲୋକପ୍ରିୟ ଗୀତ ‘Fa9la’ ଉପରେ ଆଧାରିତ ଏକ ରିଲ ତିଆରି କରି ଜଣେ କଂଗ୍ରେସ ନେତା ଅଡୁଆରେ ଫସି ଯାଇଛନ୍ତି। କର୍ନାଟକ…

ବଳାତ୍କାର ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ବ୍ୟକ୍ତି ଏମିତି ଏକ ପ୍ରବନ୍ଧ ଲେଖିବାରୁ ଦଣ୍ଡ କମ୍‌ କରି ଦେଲେ ହାଇକୋର୍ଟ

ମୁମ୍ବାଇ,୧୧।୨: ବମ୍ବେ ହାଇକୋର୍ଟ ଜଣେ ନାବାଳିକା ଝିଅକୁ ବଳାତ୍କାର କରିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜଣେ ବ୍ୟକ୍ତିଙ୍କ ଆଜୀବନ କାରାଦଣ୍ଡକୁ ୧୨ ବର୍ଷକୁ ହ୍ରାସ କରିଛନ୍ତି।…

‘ବନ୍ଦେ ମାତରମ’କୁ ନେଇ ନୂଆ ନିର୍ଦ୍ଦେଶାବଳୀ ଜାରି: ଏଣିକି ଠିଆ ହେବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୧।୨: ବନ୍ଦେ ମାତରମ ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଦ୍ୱାରା ଜାରି ନୂତନ ନିର୍ଦ୍ଦେଶାବଳୀ ଅନୁଯାୟୀ, ବନ୍ଦେ ମାତରମ ପାଇଁ ଠିଆ…

ପାର୍କରେ ଦୁର୍ବୃତ୍ତଙ୍କ ଉନ୍ମକ୍ତ କାଣ୍ଡ: ୪୨ଟି ଗଛ ଭାଙ୍ଗି ଛାରଖାର କଲେ ପାର୍କ

ବଲାଙ୍ଗୀର, ୧୧।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ପାର୍କ ଭିତରେ ସୌନ୍ଦର୍ଯ୍ୟ ବୃଦ୍ଧି ସକାଶେ ଲଗାଯାଇଥିବା ୪୨ଟି ଗଛକୁ କେହି ଦୁର୍ବୃତ୍ତ ଭାଙ୍ଗି ଦେବା ସହ କାଟି…

ଜୁନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ

ଅନୁଗୋଳ,୧୧।୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ…

ମ୍ୟାଚ ସମୟରେ ହ୍ୟାଣ୍ଡସେକ୍‌ କରିବେ ଭାରତ-ପାକିସ୍ତାନ? ICC-PCB ବୈଠକରେ କ’ଣ ହେଲା ନିଷ୍ପତ୍ତି, ଜାଣନ୍ତୁ…

ନୂଆଦିଲ୍ଲୀ,୧୧।୨: ୨୦୨୬ ଟି-୨୦ ବିଶ୍ୱକପରେ ଭାରତ ଏବଂ ପାକିସ୍ତାନ ପରସ୍ପରର ସାମ୍ନା କରିବେ ବୋଲି ନିଶ୍ଚିତ ହୋଇଛି। ପାକିସ୍ତାନ ପ୍ରଥମେ ଭାରତ ବିପକ୍ଷ ମ୍ୟାଚ ବର୍ଜନ କରିବାକୁ…

ଯାତ୍ରା ଚାଲୁଥିବା ବେଳେ ଘରେ ପଶି ଲୁଟ: ଉତ୍ତମମଧ୍ୟମ ଦେଇ ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ

ଭଦ୍ରକ,୧୧।୨(ସନାତନ ରାଉତ): ଅପେରା ଚାଲୁଥିବାବେଳେ ଘରେ ପଶି ଲୁଟ। ଧରାପଡି ନିର୍ଧୁମ ଛେଚା ଖାଇବା ପରେ ପୋଲିସକୁ ୪ ଯୁବକଙ୍କୁ ହସ୍ତାନ୍ତର କଲେ ଗ୍ରାମବାସୀ l ଏପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri