Posted inଜାତୀୟ

୧୦ କୋଟି ହିତାଧିକାରୀଙ୍କ ସଞ୍ଚୟ ଖାତାକୁ ୨୧ ହଜାର କୋଟି ଗଲା…

ନୂଆଦିଲ୍ଲୀ, ୩୧।୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ-କିଷାନ) ଯୋଜନା ଅନ୍ତର୍ଗତ ୧୦ କୋଟିରୁ ଅଧିକ ହିତାଧିକାରୀଙ୍କ ସଞ୍ଚୟ ଖାତାକ ୨୧ ହଜାର କୋଟି ଟଙ୍କା ପଠାଇଛନ୍ତି। କରିଛନ୍ତି। ପିଏମ-କିଷାନ ଯୋଜନା ଏକାଦଶ କିସ୍ତି ମଙ୍ଗଳବାର ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପଠାଯାଇଛି।

ଗରିବ କଲ୍ୟାଣ ସମ୍ମିଳନୀରେ ଯୋଗ ଦେବାକୁ ପ୍ରଧାନମନ୍ତ୍ରୀ ମଙ୍ଗଳବାର ଶିମଲାରେ ପହଞ୍ଚିଛନ୍ତି। କେନ୍ଦ୍ରରେ ଏନଡିଏ ସରକାରଙ୍କ ଅଷ୍ଟମ ବାର୍ଷିକୀ ପାଳନ ପାଇଁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସେ ବିଭିନ୍ନ ସରକାରୀ ଯୋଜନାର ହିତାଧିକାରୀଙ୍କ ସହ ଯୋଗାଯୋଗ କରିଥିଲେ। ଶିମଲାର ରିଜ ମଇଦାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ଏନଡିଏର ଆଠ ବର୍ଷ ପୂରଣ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ସରକାରଙ୍କ ଦ୍ୱାରା ପରିଚାଳିତ ବିଭିନ୍ନ କଲ୍ୟାଣକାରୀ କାର୍ଯ୍ୟକ୍ରମ ବିଷୟରେ ଦେଶର ଜନ ପ୍ରତିନିଧୀଙ୍କଠାରୁ ମତାମତ ଲୋଡିଥିଲେ। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଅନୁଯାୟୀ, ସରକାରୀ କାର୍ଯ୍ୟକ୍ରମର ପ୍ରବେଶ ତଥା ବିତରଣକୁ ଅଧିକ ଦକ୍ଷ କରିବା ସହ ଦେଶର ନାଗରିକଙ୍କ ଜୀବନକୁ ସହଜ କରିବା ପାଇଁ ଏହି ଆଲୋଚନାଚକ୍ରର ପ୍ରୟାସ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଭଉଣୀକୁ ବ୍ଲାକମେଲ କରି ବଳାତ୍କାର କରିବା ପରେ କରିଥିଲେ ମିଛ ବିବାହ, ଏବେ କୋର୍ଟ ଦେଲେ ଏମିତି ରାୟ

ଅମରାବତୀ,୧୦।୨: ଆନ୍ଧ୍ରପ୍ରଦେଶର କୃଷ୍ଣା ଜିଲାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଜଣେ ଯୁବକ ପ୍ରତାରଣା ଏବଂ ବ୍ଲାକମେଲ ମାଧ୍ୟମରେ ତାଙ୍କ ନିଜ ନାବାଳିକା ଭଉଣୀକୁ ବାରମ୍ବାର ବଳାତ୍କାର…

ବର୍ଷସାରା ମାଗଣା ପିଜ୍ଜା: ଡୋମିନୋଜ୍‌ ଆଣିଲା ଜବରଦସ୍ତ ଅଫର୍‌

ନୂଆଦିଲ୍ଲୀ,୧୦।୨: ପିଜ୍ଜା ପ୍ରେମୀଙ୍କ ପାଇଁ ଖୁସିଖବର। ଡୋମିନୋଜ୍‌ ଗ୍ରାହକଙ୍କ ପାଇଁ ବଡ଼ ଅଫର୍‌ ଆଣିଛି। ଜାତୀୟ ପିଜ୍ଜା ଦିବସ ଅବସରରେ ଡୋମିନୋଜ ଇଣ୍ଡିଆ ଏକ ଅନନ୍ୟ ପ୍ରତିଯୋଗିତା…

ଥୁଆମୂଳ ରାମପୁରରେ ନୀଳଗିରି ଚାଷର ଜାଲ: କମ୍ପାନୀ ଲାଭରେ, ବିପଦରେ ପରିବେଶ!

ଥୁଆମୂଳ ରାମପୁର, ୧୦।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ଅଞ୍ଚଳରେ ଦିନକୁ ଦିନ ନୀଳଗିରି (Eucalyptus) ଚାଷ ବୃଦ୍ଧି ପାଇବାରେ ଲାଗିଛି । ଏହି ଚାଷକୁ…

ଓଡିଶାର କଶ୍ମୀର ବୁଲିଲେ ଉପମୁଖ୍ୟମନ୍ତ୍ରୀ: ବଡ଼ଧରଣର ଘୋଷଣାକୁ ଅପେକ୍ଷା

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଗସ୍ତରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡା ଗସ୍ତ କରିଛନ୍ତି। ସେ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ରାତି ଅଧରେ ପଡ଼ୋଶୀ ଘରେ ନିଆଁ ଲଗାଇ…

ଖଇରା,୧୦।୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ମୁଣିଦା ଗାଁର ନିରଞ୍ଜନ ପାଢୀଙ୍କର ୩ ବଖରା ଘର ପୋଡି ନଷ୍ଟ ହୋଇ ଯାଇଛି । ତେବେ…

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ କାହିଁକି ଧନ୍ୟବାଦ ଦେଲେ ଶ୍ରୀଲଙ୍କା ରାଷ୍ଟ୍ରପତି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୦।୨: ICC ପୁରୁଷ T20 ବିଶ୍ୱକପ 2026 ର ସବୁଠାରୁ ବଡ଼ ମ୍ୟାଚ, ଭାରତ ବନାମ ପାକିସ୍ତାନ, ନେଇ ସୃଷ୍ଟି ହୋଇଥିବା ବିବାଦର ଏବେ ଅନ୍ତ ଘଟିଛି।…

ହାଇୱେରେ ଏକୁଟିଆ ଦେଖି ଲୁଟୁଥିଲେ, ଚାରି ଲୁଟେରାଙ୍କ ସହ ଛଅ ବାଇକ ଜବତ କଲା ପୁଇଁନ୍ତଲା ପୋଲିସ

ବଲାଙ୍ଗୀର,୧୦।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁନ୍ତଲା ପୋଲିସକୁ ପୁଣି ମିଳିଛି ସଫଳତା । ପୁଣି ଏକ ବାଇକ୍ ଲୁଟେରା ଗ୍ୟାଙ୍ଗକୁ ଧରିବାରେ ସଫଳତା ହୋଇଛି ପୋଲିସ…

ଭାରତ ପରେ ଏହି ଦେଶ ପାଇଁ ଟାରିଫ କମ୍‌ କଲେ ଟ୍ରମ୍ପ, କିଛି ଉତ୍ପାଦନ ହେଲା ଡ୍ୟୁଟି ଫ୍ରି

ଓ୍ବାଶିଂଟନ,୧୦।୨: ଭାରତ ପରେ, ଆମେରିକା ଏବଂ ବାଂଲାଦେଶ ମଧ୍ୟରେ ଏକ ନୂତନ ବାଣିଜ୍ୟ ଚୁକ୍ତିନାମା ହୋଇଛି, ଯାହା ଅଧୀନରେ ଆମେରିକା ମଧ୍ୟ ବାଂଲାଦେଶୀ ଉତ୍ପାଦ ଉପରେ ଶୁଳ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri