ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା ରାଶି ପ୍ରଦାନ କଲେ ୨ ସ୍ବେଚ୍ଛାସେବୀ

ପାଟଣା,୨୯।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକର ୨ ସ୍ବେଚ୍ଛାସେବୀ କରୋନା ମୁକାବିଲା ଲାଗି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା ରାଶି ପ୍ରଦାନ କରିଛନ୍ତି। ସେ ହେଲେ ପାଟଣା ନିର୍ବାଚନମଣ୍ଡଳୀ ଝୁମ୍ପୁରା ବ୍ଲକ ରସବନ୍ତଳା ଗ୍ରାମର ସ୍ବେଚ୍ଛାସେବୀ ବିନୋଦ ବିହାରୀ। ବିନୋଦ ଶନିବାର ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧୦ ହଜାର ଟଙ୍କା ପ୍ରଦାନ କରିଛନ୍ତି। ଏହା ସହ ସେ ଜିଲାବାସୀ ତଥା ପାଟଣା ନିର୍ବାଚନମଣ୍ଡଳୀର ଜନସାଧାରଣଙ୍କୁ ସରକାରଙ୍କ ଗାଇଡଲାଇନ ମାନି ଚଳିବାକୁ ଅନୁରୋଧ କରିଛନ୍ତି।
ଅନୁରୂପ ଭାବେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପାଟଣା ବ୍ଲକ କେନ୍ଦେଇପଶି ପଞ୍ଚାୟତ ବଡ଼ଗମ୍ଭାରିଆ ଗ୍ରାମର କୀର୍ତ୍ତିରଞ୍ଜନ ସାମଲ ୫ ହଜାର ୧ ଟଙ୍କା ପ୍ରଦାନ କରିଛନ୍ତି। କରୋନା ମୁକାବିଲା ଲାଗି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସବୁ ବର୍ଗର ଲୋକେ ସହାୟତା ଯୋଗାଇଦେବାକୁ କୀର୍ତ୍ତିରଞ୍ଜନ ନିବେଦନ କରିଛନ୍ତି ।


All Right Reserved By Dharitri.Com

ଆଲୋଚନା ପରେ ସେବାୟତଙ୍କ ପ୍ରତିକ୍ରିୟା:‘ମନ୍ତ୍ରୀଙ୍କ ପ୍ରତିଶ୍ରୁତି ନାଟକବାଜି’

ବାରିପଦା ଅଫିସ,୧୫।୮- ମୟୂରଭଞ୍ଜ ଜିଲାବାସୀ ବାରିପଦାସ୍ଥିତ ହରିବଳଦେବ ଜୀଉ ମନ୍ଦିରକୁ ସ୍ବତନ୍ତ୍ର ଅନୁଦାନ ଓ ବାରିପଦାକୁ ଦ୍ୱିତୀୟ ଶ୍ରୀକ୍ଷେତ୍ର ମାନ୍ୟତା ପ୍ରଦାନ ଲାଗି ଦୀର୍ଘ ଦିନ...

ଗୁରୁଜନଙ୍କୁ ସର୍ବଦା ସମ୍ମାନ ଦିଅ

ବଇଣ୍ଡା,୬ା୧୦(ଡି.ଏନ.ଏ)-ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ବ୍ଲକ ଷୋଳପଦା ଡିଗ୍ରୀ କଲେଜରେ ଶୁକ୍ରବାର ଯୁକ୍ତ ତିନି ପ୍ରଥମ ବର୍ଷର ଛାତ୍ରୀଛାତ୍ରଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। କଲେଜ ଅଧ୍ୟକ୍ଷା ପ୍ରତିମା...

ଶିକ୍ଷା ମାରଣ ନୀତିକୁ ଦଳିତ ଆଦିବାସୀ ମହାସଂଘର ବିରୋଧ

ବାରିପଦା ଅଫିସ,୨୩ା୧୧- କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଶିକ୍ଷା ମାରଣନୀତିକୁ ଦଳିତ ଆଦିବାସୀ ମହାସଂଘ ପକ୍ଷରୁ ବିରୋଧ କରାଯାଇଛି। ମହାସଂଘର ସଭାପତି ରାକେଶ କୁମାର ସିଂଙ୍କ...

ଗୋଡ଼ଭଗାରେ ଏଟିଏମ୍‌ ଲୁଟ୍‌ ଉଦ୍ୟମ ବିଫଳ

ଅତାବିରା,୩।୮(ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଏଟିଏମ୍‌ରୁ ଶୁକ୍ରବାର ବିଳମ୍ବିତ ରାତିରେ ଲୁଟ୍‌ ଉଦ୍ୟମ ବିଫଳ ହୋଇଛି। ଦୁର୍ବୃତ୍ତମାନେ ଏଟିଏମ୍‌  ଭାଙ୍ଗିବାରେ ସଫଳ...

ରାଜନଗରରେ ଆଉ ଜଣେ ପଜିଟିଭ ଚିହ୍ନଟ: କେନ୍ଦ୍ରାପଡ଼ା ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଲା ୯ରେ

ରାଜନଗର, ୧୧।୫(ଡି.ଏନ୍‌.ଏ.): ରାଜ୍ୟରେ ସୋମବାର ସକାଳେ ୧୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଜଣେ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ବୋଲି ଜଣାପଡ଼ିଛି। ଆକ୍ରାନ୍ତ...

ଶିକ୍ଷକଙ୍କ ବଦଳି ଓ ନିଯୁକ୍ତିକୁ ଗ୍ରାମବାସୀଙ୍କ ବିରୋଧ: ପ୍ରତିଶ୍ରୁତି ପାଇ ଆନ୍ଦୋଳନରୁ ଓହରିଲେ

ଖୁଣ୍ଟା,୧୭ା୯(ଡି.ଏନ୍‌.ଏ.): ଖୁଣ୍ଟା ବ୍ଲକ ଶିକ୍ଷା ବିଭାଗରେ କିଛି ଦିନ ହେଲା ଶିକ୍ଷକ ବଦଳି ଓ ନିଯୁକ୍ତିକୁ ନେଇ ଅଧିକାରୀମାନଙ୍କୁ ବେଶ ନାକେଦମ୍‌ ହେବାକୁ ପଡ଼ିଛି। ଜଣେ...

ଡାକ୍ତରଖାନା ଅବ୍ୟବସ୍ଥା ଦେଖିଲେ କେନ୍ଦ୍ରମନ୍ତ୍ରୀ

ବସ୍ତା,୧୭।୧୦(ସ୍ବ.ପ୍ର.)-କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ବୁଧବାର ଅପରାହ୍ନରେ ଅଚାନକ ବସ୍ତା ହସ୍‌ପିଟାଲ ପରିଦର୍ଶନ କରିଥିଲେ। ତାଙ୍କ ସହ ରଘୁନାଥ ମହାନ୍ତି ଓ ଅନ୍ୟ ନେତୃମଣ୍ଡଳୀ ଉପସ୍ଥିତ ଥିଲେ।...

ସ୍ବାମୀ ମାଡ଼ରେ ସ୍ତ୍ରୀଙ୍କ ହାତଗୋଡ଼ ଭାଙ୍ଗିବା ଘଟଣା: ନ୍ୟାୟ ପାଇଁ ରାସ୍ତାରେ ଶୋଇ ମହିଳାଙ୍କ ଧାରଣା

ଜଗନ୍ନାଥପ୍ରସାଦ,୨୧ା୧୨(ଡି.ଏନ.ଏ.) -ଜଗନ୍ନାଥପ୍ରସାଦ ଥାନା ପଞ୍ଚୁଭୂତି ମୁଖ୍ୟ ରାସ୍ତା ୨୧ ନଂ. ରାଜ୍ୟ ରାଜପଥରେ ଶୁକ୍ରବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ୨ ଗୋଡ଼, ବାମ...

Leave a comment

Your email address will not be published. Required fields are marked *